ରାଜ୍ୟରେ ଖସୁଛି କରୋନା ଗ୍ରାଫ୍
ଭୁବନେଶ୍ବର,୨୨।୨: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କେବଳ ଖୋର୍ଦ୍ଧା ଜିଲାକୁ ବାଦ ଦେଲେ…
ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା, ଗଲା ୪ ଜୀବନ
କେସିଙ୍ଗା,୨୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁର୍ଳାଖମନ ଧାନ ମଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୮ଜଣ ଗୁରୁତର ଆହତ ହୋଇଛନ୍ତି।…
୧୬୩ ଜୋନ୍ରେ ଚାଲିଛି ମତଦାନ
ଭୁବନେଶ୍ୱର,୨୨ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକ ୧୬୩ ଜିଲା ପରିଷଦ ଜୋନ୍ର ୧୨୫୪ଟି ପଞ୍ଚାୟତରେ ଭୋଟ ଗ୍ରହଣ ହେବ। ଏଥିପାଇଁ ୧୭୦୮୯ଟି ବୁଥ୍ରେ ୫୧…
ଏସ୍ଟିଏଫ୍ ହାତରେ ଧରାପଡ଼ିଲେ ୱାଣ୍ଟେଡ୍ ଶିବୁ
ଭୁବନେଶ୍ୱର, ୨୨/୨(ବ୍ୟୁରୋ):ନୟାଗଡ଼ ଜିଲା ଟାଉନ୍ ଥାନା ଅନ୍ତର୍ଗତ ଉଦୟପଥ ଲେନ୍ର ଏକ ଭଡାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ୍ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ପାଇଁ ସେ ଓ୍ବାଣ୍ଟେଡ୍…
ଲୋକଙ୍କ ଜୀବନ ସହ ଖେଳୁଥିଲେ ରମେଶ
ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ଦିନକୁ ଦିନ ଠକେଇର ନୂଆ ଫର୍ଦ୍ଦ ଯୋଡ଼ିହେବାରେ ଲାଗିଛି। କମିଶନରେଟ ପୋଲିସ ତାଙ୍କୁ…
ଦାମ ରାଉତଙ୍କ କାର୍ ଭଙ୍ଗାରୁଜା ଘଟଣା: ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଗିରଫ
କୁଜଙ୍ଗ/ରାହାମା,୨୧ା୨(ଡି.ଏନ୍.ଏ.):ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କ କାର୍କୁ ଭଙ୍ଗାରୁଜା କରିବା ଘଟଣାରେ ଜଗତ୍ସିଂହପୁର ଜିଲାର ତିର୍ତ୍ତୋଲ ପୋଲିସ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଜଣଙ୍କୁ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନଙ୍କ ଜାମିନ ନା ମଞ୍ଜୁର ହେବାରୁ…
ଜଗନ୍ନାଥଙ୍କ ଫଟୋ ଛୁଆଁଇ ଶପଥ କରାଇଲେ
ଚାନ୍ଦବାଲି, ୨୨।୨ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନାଲଗୁଣ୍ଡା ପଞ୍ଚାୟତ ଇଟୁଆ ୧୨ନଂ. ୱାର୍ଡରେ ବୁଥ୍ କ୍ୟାପଚରିଂ ଯୋଗୁ ଆସନ୍ତା ୨୩ ତାରିଖରେ ପୁନଃ ନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପ୍ରତିଭା ବିଶ୍ୱାଳ ଓ…
କାହା ସ୍ବାର୍ଥରେ କୋର୍ଟ ବାହାରେ ସମାଧାନ
ଭୁବନେଶ୍ୱର,୨୨।୨(ବ୍ୟୁରୋ):ନବୀନ ନିବାସକୁ ଲାଗି ଭୀମପୁରା ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରାୟ ୩ ଏକର ଜମିରେ ବହୁରାଷ୍ଟ୍ରୀୟ କମ୍ପାନୀ ହୋଟେଲ କରିବା ଘଟଣାକୁ ନେଇ ବିବାଦ ଲାଗି ରହିଥିବାବେଳେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପକୁ ନେଇ କଂଗ୍ରେସ ଅଭିଯୋଗ ଉଠାଇଛି। ସୋମବାର କଂଗ୍ରେସ…
୦.୭୨%କୁ ଖସିଲା ସଂକ୍ରମଣ ହାର
ଭୁବନେଶ୍ୱର, ୨୧।୨(ବ୍ୟୁରୋ):ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହାର ୧ ପ୍ରତିଶତ ତଳକୁ ଖସିଛି। ଗତ ୨୪ଘଣ୍ଟାରେ ୫୩,୬୯୦ ନମୁନା ପରୀକ୍ଷା କରାଯାଇଥିବାବେଳେ ୩୮୮ଜଣ ପଜିଟିଭ୍ ବାହାରିଛନ୍ତି। ଫଳରେ ସଂକ୍ରମଣ ହାର ୦.୭୨%କୁ ଖସିଆସିଛି। ସେପଟେ ୫ ଜିଲାରେ କିନ୍ତୁ ସଂକ୍ରମଣ ହାର…
ତୃତୀୟ ପର୍ଯ୍ୟାୟରେ ୭୮.୬ % ମତଦାନ
ଭୁବନେଶ୍ୱର,୨୨/୨(ବ୍ୟୁରୋ):ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୮.୬ ପ୍ରତିଶତ ମତଦାନ ହୋଇଛି । ଏ ନେଇ ସୋମବାର ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁବର୍ଣ୍ଣପୁରରେ ସର୍ବାଧିକ ୮୭.୪୪ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଅନୁଗୋଳରେ ୮୪.୨୪, କୋରାପୁଟରେ ୮୪.୭୮, ବରଗଡ଼ରେ…
ଇଭିଏମ୍ରେ ରହିବ ‘ନୋଟା’
ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ ଅର୍ଥାତ୍ ମାର୍ଚ୍ଚ ପ୍ରଥମ ସପ୍ତାହରେ ପୌର ନିର୍ବାଚନ ଘୋଷଣା ହେବ ବୋଲି ଜଣାପଡ଼ିଛି।…
ଆଶାକର୍ମୀଙ୍କୁ ଡାକ୍ତରଙ୍କ ମାଡ଼
କଟକ ଅଫିସ,୨୨ା୨:ଏସ୍ସିବି ମେଡିକାଲରେ ଆଶାକର୍ମୀଙ୍କୁ ଜଣେ ଡାକ୍ତର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କାଶିଝିରିଆ ଗ୍ରାମର ସମ୍ପୃକ୍ତ ଆଶାକର୍ମୀ ସୋମବାର ଏସ୍ସିବି ମେଡିକାଲ ପରିସରସ୍ଥ ଫାଣ୍ଡିରେ ଏ ନେଇ ଏତଲା…
Archives


