କଲେଜ ଛାତ୍ରୀଙ୍କୁ ବଳାତ୍କାର
ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର...
ସମସ୍ତ ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ୟରେ ଲକ୍ଡାଉନ୍ କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍ ଚଳାଚଳକୁ ଅନୁମତି ମିଳିଥିବାରୁ କ୍ରୁଟ୍ ପକ୍ଷରୁ ୧୬ଟି ରୁଟ୍ରେ ମୋ ବସ୍ ସେବା ଆରମ୍ଭ କରାଯାଇଥିଲା। ତେବେ ପରିସ୍ଥିତିରେ ସୁଧାର...
ପାରିବାରିକ ଶତ୍ରୁତା ନେଲା ଶିଶୁର ଜୀବନ
ମାଲକାନଗିରି,୩୧ା୭(ଡି.ଏନ୍.ଏ.): ପାରିବାରିକ ଶତ୍ରୁତା ପାଇଁ ଜଣେ କୋମଳମତି ଶିଶୁର ଜୀବନ ଯାଇଛି। ଏହାକୁ କେନ୍ଦ୍ରକରି ଏମ୍ଭି-୧୯ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ମୃତ ଶିଶୁ ଜଣକ ହେଲେ ୫ବର୍ଷର ଅଙ୍କିତ ମଣ୍ଡଳ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏପରି ହତ୍ୟାକାଣ୍ଡ ଘଟିଛି। ଅଙ୍କିତଙ୍କୁ...
ପ୍ରକାଶ ପାଇଲା + ୨ ରେଜଲ୍ଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ...
ରାଜ୍ୟରେ ସାର ଅଭାବ: କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧।୭: ରାଜ୍ୟରେ ସାର ଅଭାବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମାନସୁଖ ମାଣ୍ଡଭିଆଙ୍କୁ ଚିଠି ଲେଖିଛନ୍ତି। ବକେୟା ସାର ସହ ମାସିକିଆ ସାର ଯୋଗାଣକୁ ସ୍ବଭାବିକ କରିବାକୁ ଚିଠିରେ ଦାବି କରାଯାଇଛି।...
ଆସିଲା ଅଗଷ୍ଟ ଗାଇଡ୍ଲାଇନ୍: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍ଡାଉନ୍ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା। ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ...
ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫...
୨୦୮୩ କୋଟିର ୭ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଶକ୍ତି, ଅକ୍ଷୟ ଶକ୍ତି, ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଇଥାନଲ ଭଳି ୭ଟି ଶିଳ୍ପ ପ୍ରକଳ୍ପରେ ୨୦୮୩.୮୮ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ଏହି ଶିଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ସିଧାସଳଖ ୨,୧୪୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସହିତ...
କୋଭିଡ୍ ନିୟମ ଉଲ୍ଲଂଘନ କରି ଦଳୀୟ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି,୩୧।୭(ଡି.ଏନ୍.ଏ.): ବ୍ରହ୍ମପୁର ଏମ୍ପିଙ୍କ ବିରୋଧରେ କରୋନା ନିୟମ ଉଲ୍ଲଂଘନ ଅଭିଯୋଗ ଆଣିଛି ଭାଜପା ଓ କଂଗ୍ରେସ। ଗଜପତି ଜିଲା ଗୋଷାଣୀ ବ୍ଲକର ଗାରାବନ୍ଧଠାରେ ଏମ୍ପି ଚନ୍ଦ୍ରଶେଖର ସାହୁ କୋଭିଡ୍ କଟକଣାକୁ ଫୁ କରି ଦେଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଏମ୍ପି...
ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ ଭାଙ୍ଗିଲା: ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ
କୋକସରା,୩୧ା୭(ଡି.ଏନ୍.ଏ.): ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ ହୋଇ ଜୟପାଟଣା କୋକସରା ଓ ଧର୍ମଗଡ଼ ବ୍ଲକର ଅଣଜଳସେଚିତ ଚାଷଜମିକୁ ଜଳସେଚନ ପାଇଁ...
କଟକରେ ୮ଡେଙ୍ଗୁ ରୋଗୀ ଚିହ୍ନଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣ ପରେ ଏବେ ରାଜ୍ୟରେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ଭୁବନେଶ୍ୱର, ବାଲେଶ୍ୱର ପରେ ଏବେ କଟକରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର କଟକ ମହାନଗର ନିଗମର ବିଭିନ୍ନ ସ୍ଥାନରେ ୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ...
ଅପରାହ୍ନରେ ଗଣମାଧ୍ୟମ ସମ୍ମିଳନୀ କରିବେ ଏସ୍ଆରସି
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଓଡ଼ିଶାରେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ରବିବାର ସକାଳ ୬ଟାରେ ରାଜ୍ୟରେ ଲାଗୁ ହୋଇଥିବା ତୃତୀୟ ପର୍ଯ୍ୟାୟ ଆଶିଂକ...
Archives


