ରାଜ୍ୟ

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଅଭିଯୋଗ ହୋଇଛି। ଏପରି ଅନିୟମିତତା ନେଇ କଂଗ୍ରେସର ସ୍ଥାନୀୟ ଜିଲା…

ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା

ଜଗତ୍‌ସିଂହପୁର ଅଫିସ, ୨୧ା୨: ଜଗତ୍‌ସିଂହପୁର ଜିଲାର ୨୬ଟି ଜିଲା ପରିଷଦ ଜୋନ ମଧ୍ୟରୁ କୁଜଙ୍ଗ ବ୍ଲକର ୪ଟି ଯାକ ଆସନର ଗୁରୁତ୍ୱ ରହିଛି। ୨୦୧୭ ନିର୍ବାଚନରେ ଏହି ବ୍ଲକରେ ଭାଜପା ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏପରି…

୨୨ରେ ୪ର୍ଥ ପର୍ଯ୍ୟାୟ ଭୋଟ : ମତଦାନ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ଦଳ

ଡେଲାଙ୍ଗ,୨୧।୨(ଡି.ଏନ୍‌.ଏ): ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଆଗାମୀ ୨୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୧ଟା ପଯର୍‌ୟନ୍ତ ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପ୍ରସ୍ତୁତି ଶେଷ କରିଛି। ବ୍ଲକର ୨୧ଟି ପଞ୍ଚାୟତରେ ୧ ଲକ୍ଷ ୨ ହଜାର…

ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଏହାର ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି। ତେବେ ବାଲ୍‌ଟ ବକ୍ସର ସୁରକ୍ଷା…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କୁ ଗିରଫ କରିସାରିଲାଣି ପୋଲିସ।…

ଖସିଲା କରୋନା ଗ୍ରାଫ୍‌: ଆଜି ରାଜ୍ୟରୁ ୩୮୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୩୮୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୨,୮୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୬ ଜଣ ଚିହ୍ନଟ ହୋଇଥିବା…

ଗିରଫଦାରି, ବନ ବିଭାଗ କାର୍ଯ୍ୟକୁ ନେଇ ବଢ଼ୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଆଠଗଡ଼ ନରସିଂହପୁର ୱେଷ୍ଟ ରେଞ୍ଜ୍‌ ଅଧୀନ ବାରାସିଂଘା ବିଟ୍‌ ଅନ୍ତର୍ଗତ ଜଙ୍ଗଲରେ ପୋତା ଯାଇଥିବା ହାତୀର ଗଳିତ ମୃତଦେହ ଜବତ ଘଟଣାକୁ ଇତିମଧ୍ୟରେ ୧୧ଦିନ ବିତି ଯାଇଛି। ହେଲେ ଏଯାଏ କାହାକୁ ଗିରଫ କରାଯାଇନାହିଁ କି ଆଖିଦୃଶିଆ ପଦକ୍ଷେପ ନିଆଯାଇ…

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ ରହି ଦୋକନ୍ଦା ମେଳଣ ପଡିଆରେ ରହିବା ପାଇଁ ବିଡିଓ ଲୋଚନ ଦାସ ଓ ତହସିଲଦାର…

ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ,୨୧ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ଖୋର୍ଦ୍ଧା ଜିଲା ଚିଲିକା ଓ ଖୋର୍ଦ୍ଧା ବ୍ଲକରେ ଭୋଟ ଗ୍ରହଣ ଶେଷ ହୋଇଛି। କାଁ ଭାଁ ବିଶୃଙ୍ଖଳାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାର ସହ ସରିଛି। ଚିଲିକା ବ୍ଲକରେ…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ଖୁବ୍‌ଶୀଘ୍ର ଘଟଣାରେ ସମ୍ପୃକ୍ତ…

ଟିପଚିହ୍ନ ଦେଉଛନ୍ତି ପାଠୁଆ ଭୋଟର

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୩ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ନିର୍ବାଚନରେ ପ୍ରାୟ ୭୮ ପ୍ରତିଶତ ମତଦାନ ହେଉଥିବା ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। କିନ୍ତୁ କୌତୂହଳର ବିଷୟ ଯେ ଭୋଟରମାନେ ନିଜକୁ ନିରକ୍ଷର ଭାବେ ପ୍ରମାଣ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ପ୍ରିୟାଂଶୀ

କଟକ ଅଫିସ,୨୧ା୨: କଟକ କଲେଜ ଛକସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ପ୍ରିୟାଂଶୀ ପ୍ରିୟଦର୍ଶିନୀ ଶନିବାର ଇଣ୍ଡିଆ ବୁକ୍‌ ଅଫ୍‌ ରେକେର୍ଡରେ ସ୍ଥାନ ପାଇଛନ୍ତି। ସେ ମାତ୍ର ୨୨ ସେକେଣ୍ଡରେ ଓଡ଼ିଶୀ ନୃତ୍ୟର ୫୧ଟି ଜଟିଳ ହସ୍ତମୁଦ୍ରାକୁ ସହଜରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri