Odisha Elections 2024

ରାଜ୍ୟ

ପୂର୍ବତନ ପାଟଣା ବିଧାୟକ ଗୌରହରୀଙ୍କ ଦେହାନ୍ତ

ପାଟଣା,୨୩/୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରୀ ନାଏକଙ୍କ ପରଲୋକ ଘଟିଛି। ବୁଧବାର ରାତିରେ ସାହାରପଡା ବ୍ଲକ ହଲଦୀବଟା ଗାଁରେ ଥିବା ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା।...

ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ, ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୩।୧: ବାଲେଶ୍ୱର ପୋଲିସ ଉଚ୍ଚ ବିଦ୍ୟାଳୟରେ ତାଲା ପକାଇ ଛାତ୍ରୀଛାତ୍ର ଓ ଅଭିଭାବକ ଧାରଣାରେ ବସିଛନ୍ତି। ଗୁରୁବାର ବିଭିନ୍ନ ଦାବି ନେଇ ଛାତ୍ରୀଛାତ୍ର ଓ ଅବିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି। ପିଲାଙ୍କ...

ଟପ୍‌ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି, ୨୩ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକମା ଅଞ୍ଚଳରେ ସର୍ବଦା ନିଜ ଆଧିପତ୍ୟା ଜାହିର ରଖିଥିବା ମୋଷ୍ଟ ଓ୍ବାଣ୍ଟେଡ ତଥା ଟପ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଗତ କିଛିଦିନ ଧରି...

ଖୁବ୍‌ଶୀଘ୍ର ୧୨ ନୂଆ ବିମାନ ସେବା

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଓଡ଼ିଶାବାସୀ ଗତ ୨୦ ତାରିଖରେ ୨ ନୂଆ ବିମାନ ସେବା ପାଇଛନ୍ତି। ଖୁବ୍‌ଶୀଘ୍ର ଆଉ ୧୨ ନୂଆ ବିମାନ ସେବା ପାଇବେ। ଏନେଇ ରାଜ୍ୟ ସରକାର ଯୋଜନା କରିଛନ୍ତି। ନୂଆ ରୁଟ୍‌ଗୁଡ଼ିକ ହେଲା କୋଲକାତା-ଝାରସୁଗୁଡ଼ା, ଭୁବନେଶ୍ୱର-ବାରାଣସୀ, ବାରାଣସୀ-ଭୁବନେଶ୍ୱର, ଝାରସୁଗୁଡ଼ା-ମୁମ୍ବାଇ,...

ତୋଷାଳି ଛକରେ ଫାଙ୍କା ଗୁଳିଚାଳନା

ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର ଦୁର୍ବୃତ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଛନ୍ତି। ଏ ନେଇ ପୋଲିସ ନିଜଆଡ଼ୁ...

ନକଲି ତେଲ କାରଖାନାରେ ଚଢ଼ାଉ ଘଟଣା, ମାଲିକ ଗିରଫ

ଟାଙ୍ଗୀ(କଟକ),୨୩ା୧(ଡି.ଏନ୍‌.ଏ.): ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗୁଳି ଅଞ୍ଚଳରେ ଗତ ନଭେମ୍ବର ୨୩ ତାରିଖରେ ପୋଲିସ ପକ୍ଷରୁ ଏକ ଖାଇବା ତେଲ କାରଖାନାରେ ଚଢ଼ାଉ କରାଯାଇଥିଲା। ଖାଇବା ତେଲ ଅପମିଶ୍ରଣ ସମ୍ପର୍କରେ ପ୍ରମାଣ ମିଳିବା ପରେ ବୁଧବାର ଟାଙ୍ଗୀ ପୋଲିସ ସମ୍ପୃକ୍ତ...

୬ରୁ ଭଙ୍ଗାହେବ ବେଆଇନ ଘର, ନିର୍ମାଣ

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ବେଆଇନ ନିର୍ମାଣକୁ ନିୟମିତ ତଥା ସ୍ବୀକୃତ କରିବାକୁ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ‘ସର୍ବକ୍ଷମା’ ଯୋଜନା। ଇତିମଧ୍ୟରେ ୨ଥର ସଂଶୋଧନ କରାଯାଇ ଲୋକଙ୍କୁ ୬ ମାସ ଲେଖାଏ ମହଲତ ଦିଆଯାଇଛି। ଏହାସତ୍ତ୍ୱେ...

ପଲିଥିନ କାରଖାନାରେ ଚଢ଼ାଉ

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): କଟକଣା ଓ ନିଷେଧ ସତ୍ତ୍ୱେ ଖୁଲମ୍‌ଖୁଲା ତିଆରି ଓ ବ୍ୟବହାର ହେଉଛି ୫୦ ମାଇକ୍ରୋନ୍‌ରୁ କମ୍‌ ଓଜନର ପଲିଥିନ। ଏପଟେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପଲିଥିନମୁକ୍ତ ଭୁବନେଶ୍ୱର ଅଭିଯାନ ଜାରି ରଖିଛି। ଏହି ଅଭିଯାନର ଆଉ...

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ଼ ଅନୁଷ୍ଠିତ ହେବ। ତେଣୁ ଆସନ୍ତା ୨୬ ତାରିଖ ସକାଳ ୬ରୁ ପରେଡ଼ ଶେଷ ହେବା ପର୍ଯ୍ୟନ୍ତ...

ରାତି ୯ଟା ଯାଏ ଖୋଲା ରହିଲା ରାଜାରାଣୀ ମନ୍ଦିର

ପୁରୁଣା ଭୁବନେଶ୍ୱର, ୨୩ା୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ରାଜାରାଣୀ ମନ୍ଦିର ବୁଧବାରଠାରୁ ସକାଳୁ ରାତି ୯ଟା ଯାଏ ଖୋଲା ରହିଛି। ପୂର୍ବରୁ ଟିକେଟ ହେବା ପରଠାରୁ ସୂର୍ଯ୍ୟ ଉଦୟଠାରୁ ସ୍ବର୍ଯ୍ୟାସ୍ତ ପର୍ଯ୍ୟନ୍ତ ମନ୍ଦିର ପରିସରକୁ ଯିବା ଲାଗି ଖୋଲା...

ଦ୍ୱୈତନଗରୀରୁ ୫ ବ୍ରାଉନସୁଗାର ବେପାରୀ ଗିରଫ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର ର଼୍ୟାକେଟକୁ ଧରିବାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌କୁ ସଫଳତା ମିଳିବା ପରେ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ କରିଛି। କଟକ ଓ ଭୁବନେଶ୍ୱର ଦୈତନଗରୀର ୩ ଥାନାଞ୍ଚଳରେ ବୁଧବାର ପୋଲିସ ଓ କ୍ୟୁଏଟି ମିଳିତ ଚଢ଼ାଉ କରି...

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri