ରାଜ୍ୟ

ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ସୋମବାର ଦମ୍‌ଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍‌ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମ୍‌କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ । ମୁଖ୍ୟମନ୍ତ୍ରୀ ନବୀନ...

ସୁବର୍ଣ୍ଣରେଖାରେ ବନ୍ୟା: ଭୋଗରାଇ, ବାଲିଆପାଳ ପ୍ରଭାବିତ

ବାଲେଶ୍ୱର ଅଫିସ,୨ା୮: ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳ ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିଛି। ଫଳରେ ବାଲିଆପାଳ ବ୍ଲକର ୫ ପଞ୍ଚାୟତ ଓ ଭୋଗରାଇ ବ୍ଲକର ୫ ପଞ୍ଚାୟତ ପ୍ରଭାବିତ ହୋଇଛି। ନଦୀର ଉପରମୁଣ୍ଡ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା...

କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍‌ ଦାବି

ଭୁବନେଶ୍ୱର,୨ା୮(ବ୍ୟୁରୋ): କେନ୍ଦ୍ରାପଡ଼ା ରସାବଳିକୁ ଭୌଗୋଳିକ ସଙ୍କେତ ବା ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବାକୁ ବିଜେଡି ପକ୍ଷରୁ ଦାବି ଉଠାଯାଇଛି। ବିଜେଡିର ୩ ରାଜ୍ୟ ସଭା ସଦସ୍ୟ ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ନିକଟରେ ଦାବି ରଖିଛନ୍ତି। ରାଜ୍ୟ ସଭା ସଦସ୍ୟ...

କୋଣାର୍କ ହେବ ଶୂନ ନିର୍ଗମନ ସହର

ଭୁବନେଶ୍ୱର,୨।୮(ବ୍ୟୁରୋ): କୋଣାର୍କ ହେବ ଦେଶର ପ୍ରଥମ ‘ଶୂନ ନିର୍ଗମନ ସହର’। ଅର୍ଥାତ୍‌ ସହରର ଶକ୍ତି ଚାହିଦା କେବଳ ଅକ୍ଷୟ ଶକ୍ତି ଉତ୍ସ ଦ୍ୱାରା ପୂରଣ ହେବ। ୨୦୨୨ ସେପ୍ଟେମ୍ବର ସୁଦ୍ଧା ଏହି ଲକ୍ଷ୍ୟ ହାସଲ କରିବା ପାଇଁ ରାଜ୍ୟ ସରକାର...

ଆଜି ପୃଥିବୀର ନିକଟତର ହେବ ଶନି

ଭୁବନେଶ୍ୱର,୨।୮(ବ୍ୟୁରୋ): ଏବେ ଶନି ଗ୍ରହ ପୃଥିବୀର ଅତି ନିକତର ହେଉଥିବାରୁ ବୃହସ୍ପତି ପରି ଉଜ୍ଜ୍ୱଳ ଦେଖାଯାଉଛି। ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ଉଭୟ ଆହୁରି ନିକଟତର ହେବେ ବୋଲି ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି।...

ଅନଙ୍ଗଭୀମ ଦେବଙ୍କ ସମୟରୁ ରସାବଳି ଭୋଗ

କେନ୍ଦ୍ରାପଡ଼ା ଅଫିସ,୨।୮: କେନ୍ଦ୍ରାପଡ଼ା ରସାବଳିର ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ)ର ଟ୍ୟାଗ୍‌ ପାଇଁ ନୂଆଦିଲ୍ଲୀରେ ସ୍ବର ଉଠିଛି। ଗବେଷକଙ୍କ ଅନୁସନ୍ଧାନ ଅନୁଯାୟୀ ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳି...

କୋଟିପତି ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣା: ମାମଲାରେ ଛନ୍ଦି ହେଲେ ବିରଞ୍ଚିଙ୍କ ସ୍ତ୍ରୀ, ସଡ଼ୁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍‌ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଥିଲା। ସେ ଏବେ ଝାରପଡ଼ା ଜେଲ୍‌ରେ ଥିବାବେଳେ ଏହି ମାମଲାରେ...

ରାଜ୍ୟରେ ୬୦୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା: ଆଜି ୬୭ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୧୦୩୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୩୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୯,୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୮ ଜଣ...

୩ରେ ଖୋଲିବ ନନ୍ଦନକାନନ

ବାରଙ୍ଗ,୨ା୮(ଡି.ଏନ୍‌.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ...

ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ ରହିଥିବା ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ଅନୁଯାୟୀ ମନ୍ଦିର...

ଓଡ଼ିଶା ସୀମା ସମସ୍ୟା ତଥ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନାହିଁ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଓଡ଼ିଶାର ସୀମା ସମସ୍ୟା ସମ୍ପର୍କିତ ତଥ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ନାହିଁ। ଏହା ଏକ ନିନ୍ଦନୀୟ ପ୍ରସଙ୍ଗ ବୋଲି ଉତ୍କଳ ସମ୍ମିଳନୀ କହିଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା କହିଛନ୍ତି, ନିକଟରେ ଲୋକ ସଭାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri