ଭୁବନରେ ଭାଜପା-ବିଜେଡି ଟକ୍କର
ଭୁବନ,୨୦।୨(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ବ୍ଲକର ୧୮ଟି ପଞ୍ଚାୟତର ମୋଟ୍ ୮୨ ହଜାର ୭୪୭ ଜଣ ଭୋଟର ମତଦାନ କରିବେ। ଏଥିପାଇଁ ବ୍ଲକରେ ୨୫୮ ବୁଥ୍ କରାଯାଇଥିବା…
ମତଦାନ କରିବାକୁ ମତଦାତା ଉତ୍ସାହୀ
ବଇଣ୍ଡା/ ଖମାର,୨୦।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ୨୦ ତାରିଖ ରବିବାର ଅନୁଗୋଳ ଜିଲାର ଆଠମଲ୍ଲିକ ଓ ପାଲଲହଡ଼ା ବ୍ଲକରେ ଅନୁଷ୍ଠିତ ହେବ। ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ୍ ଏବଂ ପାଲଲହଡ଼ା…
‘ମୁଁ ପୋଲିସ, ଯାହା ଇଚ୍ଛା ତାହା କରିବି’
କେନ୍ଦୁଝର/ହାଟଡିହୀ, ୨୦।୨ (ସ୍ବ.ପ୍ର./ଡିି.ଏନ.ଏ.) ‘ମୁଁ ପୋଲିସ, ଯାହା ଇଚ୍ଛା ତାହା କରିବି। ଯେଉଁଠି ଚାହିଁବି ସେଠି ପଶିବି। ପରିବାରର ସମସ୍ତଙ୍କୁ ବାନ୍ଧି ଜେଲ ପଠେଇ ଦେବି। ମୋ ନଁାରେ କମ୍ପ୍ଲେନ୍ କଲେ କେସ୍ରେ ଠୁଙ୍କି ଦେବି।’ ଏହା ହେଉଛି ହାଟଡିହୀ ବ୍ଲକ…
ବାଲଟ ପେପରରେ ନୋଟା ଲେଖିଲେ
ସମ୍ବଲପୁର,୨୦।୨(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜିଲାପରିଷଦ ଜୋନ-୨ର ପ୍ରାର୍ଥୀମାନଙ୍କ ତାଲିକା ଥିବା ଏକ ବାଲଟ୍ ପେପର ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଉକ୍ତ ପେପରରେ ପ୍ରାଥମିକ ଶିକ୍ଷକ ନାହିଁ ତ ଭୋଟ ନାହିଁ ବୋଲି ଉଲ୍ଲେଖ ରହିଛି। ସେହିପରି ମାନେଶ୍ୱର…
ନେତା ବଦଳୁଛନ୍ତି, ବଦଳୁ ନାହିଁ ଗାଁର ଚିତ୍ର
ନୟାଗଡ଼ ଅଫିସ,୨୦।୨: ଆଦିବାସୀ ଓ ଦଳିତ ବହୁଳ ଦଶପଲ୍ଲା ବ୍ଲକରେ ନେତା ବଦଳି ଚାଲିଥିଲେ ମଧ୍ୟ ଗାଁର ରୂପରେଖ ବଦଳି ପାରୁନି । ଏଣୁ ନେତା ,ପ୍ରଶାସନ ଓ ସରକାରଙ୍କ ଉପରେ ବିଭିନ୍ନ ସମୟରେ ସ୍ଥାନୀୟ ଜନ ସାଧାରଣ ଅସନ୍ତୋଷ ବ୍ୟକ୍ତ…
ଫାଷ୍ଟ୍ଟ୍ରାକ୍ କୋର୍ଟରେ ବିଳମ୍ବିତ ବିଚାର: ରାଜ୍ୟରେ ପଡ଼ି ରହିଛି ୩ହଜାର ୨୪୪ ମାମଲା
ଭୁବନେଶ୍ୱର, ୨୦।୨(ବ୍ୟୁରୋ): ଦେଶରେ ବଢି ଚାଲିଥିବା ଆପରାଧିକ ମାମଲା ଉପରେ ନଜର ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଫାଷ୍ଟ-ଟ୍ରାକ୍ କୋର୍ଟ (ଏଫ୍ଟିସି) ସ୍ଥାପନ କରାଯାଇଛି। ୨୦୦୦ ମସିହାରେ ଦେଶରେ ପ୍ରାୟ ୩କୋଟି ମାମଲା ବିଚାରାଧୀନ ରହିଥିବାବେଳେ କେନ୍ଦ୍ର ସରକାରଙ୍କ ଦ୍ୱାରା ୧୧ତମ…
ତେଜସ୍ମିତା ମିସେସ୍ ଇଣ୍ଡିଆ ଦ୍ୱିତୀୟ ରନର୍ସଅପ୍
ଭୁବନେଶ୍ୱର,୨୦।୨(ବ୍ୟୁରୋ): ସର୍ବଭାରତୀୟସ୍ତରରେ ଆୟୋଜିତ ଗ୍ଲାମନ୍ ମିସେସ୍ ଇଣ୍ଡିଆ (ଜିରୋ ସାଇଜ୍) ପ୍ରତିଯୋଗିତାରେ ଓଡ଼ିଶାର ତେଜସ୍ମିତା ମହାପାତ୍ର ଦ୍ୱିତୀୟ ରନର୍ସଅପ୍ ହୋଇ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତିି। ଗତ ଜାନୁୟାରୀରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ଏକ ପର୍ଯ୍ୟାୟରେ ଅନ୍ୟ…
ଆଜି ରାଜନଗର, ପଟ୍ଟାମୁଣ୍ଡାଇ ବ୍ଲକରେ ଭୋଟ
କେନ୍ଦ୍ରାପଡ଼ା ଅଫିସ, ୨୦।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ପଟ୍ଟାମୁଣ୍ଡାଇ ବ୍ଲକ୍ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ଭୋଟ ଗ୍ରହଣ ହେବ । ୨୦୧୭ ନିର୍ବାଚନରେ ରାଜନଗର ବ୍ଲକର ୩ ଜୋନ୍ ଓ ପଟ୍ଟାମୁଣ୍ଡାଇ ବ୍ଲକର ୨ ଜୋନ୍ରେ…
ପୋଲିସ, ପ୍ରଶାସନ ପକ୍ଷରୁ ୩ ଗ୍ରାମରକ୍ଷୀଙ୍କୁ ଶେଷ ସମ୍ମାନ
ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା ଅଧୀନ ସୋରିଷପଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୩ ଗ୍ରାମରକ୍ଷୀ ସି.ଏଚ୍. ଶେଷାରାଓ,…
ନିରାମିଷ ଭୋଜନ ସହ ରସଗୋଲା ଖାଇଲେ ରାଷ୍ଟ୍ରପତି
ପୁରୀ ଅଫିସ,୨୦।୨: ପୁରୀ ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାତ୍ରିଯାପନ କରିଛନ୍ତି। ରାତ୍ରଭୋଜନରେ ରାଷ୍ଟ୍ରପତି ନିରାମିଷ ଆହାର ଗ୍ରହଣ କରିଥିବା ବେଳେ ପରିବାରର ସଦସ୍ୟ ଆମିଷ ସେବନ କରିଛନ୍ତି। ରାଷ୍ଟ୍ରପତି ଚପାତି, ଭେଣ୍ଡି ମସଲା, ଭେଣ୍ଡି ଭଜା ଓ କଖାରୁ…
୨୩ରେ ୪୫ ବୁଥ୍ରେ ସାନି ମତଦାନ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ଏବଂ ବୁଥ୍ ଜବରଦଖଲ ଏକ ସାଧାରଣ କଥାରେ ପରିଣତ…
ଆଜି ତୃତୀୟ ପର୍ଯ୍ୟାୟ ଭୋଟ
ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ନିଜ ନିଜ ବୁଥ୍ରେ ପହଞ୍ଚି ଯାଇଛନ୍ତି। ଏହି ପର୍ଯ୍ୟାୟରେ…
Archives


