ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ମଥୁରାସାହି ଗ୍ରାମରେ। ରମେଶ ବିନ୍ଧାଣୀ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ…
ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…
ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି । ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ…
ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…
ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଗିରଫ କରିଛି। ଅହମ୍ମଦାବାଦସ୍ଥିତ ଡିସିବି ଥାନା ମାମଲା…
ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ
କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ।…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…
ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ ଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଭାଗ ତତ୍ପର…
କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ
ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ ଜିଲାପାଳ ଅରୁଣ ନାୟକ ବୁଧବାର ମହାବିଦ୍ୟାଳୟରେ ପହଞ୍ଚି ନଥିପତ୍ର ଯାଞ୍ଚ କରିଛନ୍ତି। ଜୁଲାଇ…
ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍ପି-ବିଧାୟକଙ୍କ ଉଦ୍ୟମକୁ ନେଇ…
ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ୨୦ ନମ୍ବର ଜିଲା ପରିଷଦ ସଭ୍ୟ ସୁବୋଧ ଲେଙ୍କାଙ୍କ ଅକାଳ ବିୟୋଗରେ…
ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ:ସବୁକିଛି ଛାର୍ଖାର୍
କଟକ,୩।୯(ପ୍ରଭୁକଲ୍ୟାଣ ପାଲ୍): କଟକରେ ଥିବା ଏକ ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଜଗତପୁର ଶିଳ୍ପାଞ୍ଚଳ ମଧ୍ୟରେ ଥିବା ପ୍ରଗତି କ୍ଷୀର କମ୍ପାନୀରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର କ୍ଷୀରଜାତ ଦ୍ରବ୍ୟପୋଡି ପାଉଁଶ ହୋଇଯାଇଛି। ଗୁରୁବାର ସକାଳୁ ଘଟିଛି ଏହି ଅଗ୍ନିକାଣ୍ଡ।…
ଆବାସ ଆଶା: କଟିଲେଣି ୨୦୦
ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍ଶୀଘ୍ର ଲଟେରି ଉଠାଣ କାର୍ଯ୍ୟକ୍ରମ କରାଯିବ। ଏହି ପ୍ରକ୍ରିୟା ଚଳିତମାସ ଶେଷସୁଦ୍ଧା କରାଯିବାକୁ ବିଡିଏ ଲକ୍ଷ୍ୟ ରଖିଛି…
ରାଜ୍ୟରେ ୨୬% ଅଧିକ ବର୍ଷିଲା: ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏହି ସବୁ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର, ୩ା୯(ବନ୍ଦନା ସେଠୀ): ବାରମ୍ବାର ଲଘୁଚାପ ସହ ମୌସୁମୀ ପ୍ରଭାବରେ ରାଜ୍ୟରେ ଚଳିତ ବର୍ଷ ପ୍ରବଳ ବର୍ଷା ହୋଇଛି। ତେବେ ଜୁନ୍ ୧ରୁ ସେପ୍ଟେମ୍ବର ୨ ମଧ୍ୟରେ ହାରାହାରି ସ୍ବାଭାବିକ ବର୍ଷା ୯୩୧.୯ ମି.ମି.ଠାରୁ ୨୬% ଅଧିକ ବର୍ଷା ରେକର୍ଡ ହୋଇଛି।…
ଓଟିଇଟି ପରୀକ୍ଷାଫଳ ପ୍ରକାଶ: ପାସ୍ ହାର ରହିଛି…
କଟକ,୩ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କ କୃତକାର୍ଯ୍ୟ ହାର ୬୪.୪୮% ହୋଇଛି। ପେପର-୧ରେ ପାସ୍ ହାର ୬୮.୨୮% ଓ ପେପର-୨ରେ ପାସ୍ ହାର ୬୦.୬୮%…
ଡିଜିପି ଚୟନ ପ୍ରସଙ୍ଗରେ ସମୟ ଲୋଡ଼ିଲେ ସରକାର
ଭୁବନେଶ୍ୱର, ୩।୯(ସୁନିତ୍ ମିଶ୍ର): ରାଜ୍ୟର ଡିଜିପି ଚୟନ ପ୍ରସଙ୍ଗକୁ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଆସନ୍ତା ୭ ତାରିଖରେ ପରବର୍ତ୍ତୀ ଶୁଣାଣି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସମୟ ଧାର୍ଯ୍ୟ କରିଛନ୍ତି। ଡିଜିପି ଚୟନ ନେଇ ୨୦୦୬ ପ୍ରକାଶ ସିଂଙ୍କ ମାମଲାରେ…

