ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ
ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ୧୯ଥର ରକ୍ତ ଦାନକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିବା ସହ ଚର୍ଚ୍ଚାରେ…
ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି
ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ ଫେରିବା କୋମଳମତି ଛାତ୍ରୀଛାତ୍ରଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ୁଛି। ଏଭଳି ସ୍ଥିତିରେ ସ୍କୁଲ କଲେଜ…
ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍ଆଇ ପହଞ୍ଚି…
ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍ରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଶ୍ରମିକ ଜଣକ ହେଲେ ଛତିଶଗଡ଼ ରାଜ୍ୟର ଦାନଗିରି ଜିଲା…
୨ ବାଇକ୍ ସହ ଧକ୍କା ହେଲା ଅଟୋ: ୩ ଗୁରୁତର
ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍ଚେରୀ ନିକଟରେ ୨ ବାଇକ୍ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଅର୍ମାନ ନାୟକ,…
ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ
ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି। ଜିଲାରେ ଚଳିତ ସପ୍ତାହରେ ତାପମାତ୍ରା ୪୧ରୁ ୪୨ ଡିଗ୍ରୀ ସେଲସିୟସ ରହୁଛି। ଜିଲାପାଳ…
କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍ହା
ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ ମାଝୀ କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବନବିଭାଗ…
ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର
ଭୁବନେଶ୍ୱର,୧୮।୪: ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩ ଜଣଙ୍କୁ ବି ଗିରଫ କରାଯାଇଛି। ସୂଚନାଯୋଗ୍ୟ, ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା…
୨ ଯୁବତୀଙ୍କ ସହ ବାଇକ୍ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…
ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ…
ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…
ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଖଡ଼ିକାପଦା ଅଞ୍ଚଳରେ ଏକତରଫା ପ୍ରେମ…
୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…
ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସମ୍ବଲପୁର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା…
ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ
ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି। ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର୍ ଟ୍ରାନ୍ସଫର୍ମେଟିଭ ଇନିସିଏଟିଭି ବା SITI-Odisha ନାମରେ ନାମିତ ହୋଇଥିବା…
ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ ହେଉଥିବା ଚାରି ଜଣ ଯୁବକଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନଙ୍କୁ ବିଭିନ୍ନ ରାଜ୍ୟ:…

