ରାଜ୍ୟ

ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ଦୋକାନ ଖୋଲାକୁ ବିରୋଧ: ମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର,୧-୧(ବ୍ୟୁରୋ):ଜିରୋ ଆଓ୍ବାର ସେଲିବ୍ରେଶନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୧ଟା ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କଟକ, ଭୁବନେଶ୍ୱର ଓ ପୁରୀ ପୌରାଞ୍ଚଳ ପାଇଁ ଏହି ନିର୍ଦ୍ଦେଶ ରହିଥିଲା। ଏହାକୁ ଛାତ୍ର...

ପ୍ରତି ବ୍ଲକରେ ପ୍ରତିଷ୍ଠା ହେବ କମ୍ୟୁନିଟି ରେଡିଓ

ଭୁବନେଶ୍ୱର, ୧-୧(ବ୍ୟୁରୋ): ଓଡ଼ିଶାର ପ୍ରତି ବ୍ଲକରେ କମ୍ୟୁନିଟି ରେଡିଓ ସ୍ଥାପନ କରିବା ଲକ୍ଷ୍ୟରେ ମଙ୍ଗଳବାର ଆରମ୍ଭ ହୋଇଛି ମିଶନ୍‌ ସି.ଆର୍‌. ୩୧୪। ଆକ୍ସନଏଡ୍‌ ସହଯୋଗରେ ୟଙ୍ଗ ଇଣ୍ଡିଆ, ନମସ୍କାର କମ୍ୟୁନିଟି ମିଡିଆ ନେଟ୍‌ୱର୍କ ଓ ଓଡ଼ିଶା ଗୋଷ୍ଠୀ ବେତାର ମହାସଂଘ...

ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ମଥୁରାନଗରୀ,୧-୧:ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍‌ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ...

ଅତିରିକ୍ତ ପୋଲିସ କମିଶନର ହେଲେ ଅନୁପ ସାହୁ

ଭୁବନେଶ୍ୱର,୧-୧(ବ୍ୟୁରୋ): ପଦୋନ୍ନତି ପାଇଥିବା ୫ ଆଇପିଏସ୍‌ ଅଫିସରଙ୍କୁ ନୂଆ ପଦ ମିଳିଛି। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସନ୍ତୋଷ କୁମାର ଉପାଧ୍ୟାୟଙ୍କୁ ଜେଲ ବିଭାଗର ଡିଜି ଭାବେ ନିଯୁକ୍ତି ମିଳିଛି। ଲ ଆଣ୍ଡ୍‌ ଅର୍ଡର ଦାୟିତ୍ୱରେ...

ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ଦକ୍ଷତାବିହୀନ ୫ ସରକାରୀ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି।...

ଭାଜପା ରାଜ୍ୟ ସଭାପତି ଚୟନ ପ୍ରସଙ୍ଗ:ଗୋଟିଏ ନାମରେ ସହମତି ଲାଗି ପ୍ରଚେଷ୍ଟା

ଭୁବନେଶ୍ୱର, ୧-୧(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିସାରିଛି। ମଣ୍ଡଳ ସଭାପତି ଚୟନଠାରୁ ଆରମ୍ଭ କରି ଜିଲା ସଭାପତି ପର୍ଯ୍ୟନ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହେବାକୁ ବସିଛି। ଏହାସହ ରାଜ୍ୟ ପରିଷଦ ସଦସ୍ୟ ମଧ୍ୟ ଚୟନ ସରିଛି। ଜିଲା ସଭାପତି...

ସବୁ ବଡ଼ ସହରରେ ସୁରକ୍ଷା କଡ଼ାକଡି: ଡିଜିପି

କଟକ ଅଫିସ,୧-୧:୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର ପୋଲିସ...

ଆଜିଠୁ ୪ ଦିନ ବର୍ଷା

ଭୁବନେଶ୍ୱର, ୧-୧(ବ୍ୟୁରୋ):ନୂଆବର୍ଷ ଆରମ୍ଭରେ ଭିଜିବ ଓଡ଼ିଶା। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ନୂଆବର୍ଷର ପ୍ରଥମ ଦିନରେ ବରଗଡ଼, ନୂଆପଡ଼ା, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ...

ଆଇଏଏସ୍‌ ଅଫିସର ବିଜୟଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର, ୧-୧(ବ୍ୟୁରୋ):ବିଲ୍‌ ପାସ୍‌ କରିବାକୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ମଙ୍ଗଳବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଉଭୟ ପକ୍ଷରୁ ଯୁକ୍ତି ଶୁଣିବା ପରେ...

ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ

ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ ଧରି ଅପେକ୍ଷା କରିଥିଲେ ମଧ୍ୟ ଚାବି ନ ଥିବାରୁ କେନ୍ଦ୍ର ଖୋଲି ନ...

ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର

ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ମଙ୍ଗଳବାରଠାରୁ ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋଟୁରିଜିମ୍‌...

ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri