ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୯୦୨କୁ ବୃଦ୍ଧି ପାଇଛି। ଏନେଇ...
ନିୟମ ମାନୁନାହାନ୍ତି ବ୍ୟବସାୟୀ
ଅନୁଗୋଳ ଅଫିସ, ୩୧ା୭ ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ଅନୁଗୋଳ ସହରର ଅନେକ ସ୍ଥାନରେ ବିକ୍ରି ହେଉଥିବା ଖାଦ୍ୟ ଅତ୍ୟନ୍ତ ଅସ୍ବାସ୍ଥ୍ୟକର। ବିଶେଷକରି ବର୍ଷାଦିନେ ଏପରି ଅପମିଶ୍ରିତ ଓ ବାସିଖାଦ୍ୟ ଲୋକଙ୍କୁ ନାନା ରୋଗରେ ପକାଇବ। ଏହାର ପ୍ରସ୍ତୁତି ବେଳେ...
ସଶକ୍ତ ହେଉନି ସଡ଼କ
ବଇଣ୍ଡା,୩୧ା୭ ଗାଁ ରେ ମିଳୁନି ମୌଳିକ ସୁବିଧା। ବିଶେଷକରି ରାସ୍ତାକୁ ନେଇ ଦୂର ହେଉନି ଅସୁବିଧା। ବର୍ଷା ହେଲେ କାଦୁଅ ପଚ ପଚ ପଥ ଦେଇ ଯିବାକୁ ପଡ଼ୁଛି ପଥଚାରୀଙ୍କୁ। ରାତିରେ ଚଳପ୍ରଚଳ କରିବା ଅତ୍ୟନ୍ତ କଷ୍ଟକର। ଅନେକ ସ୍ଥାନ...
ଭୁବନେଶ୍ୱର ରିଜିଅନ୍ ପାସ୍ ହାର ୯୯.୫୫%
ଭୁବନେଶ୍ୱର, ୩୧।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ପାସ୍ ହାର ପ୍ରାୟ ୧୦ ପ୍ରତିଶତ ଅଧିକ ରହିଛି। ଗତବର୍ଷ ଦେଶରେ ପାସ୍ହାର ୮୮.୭୮% ଥିବାବେଳେ ଚଳିତବର୍ଷ ଏହା...
ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ...
ଯୁବତୀଙ୍କୁ ବଳାତ୍କାର କରି ବନ୍ଧାହେଲେ କନଷ୍ଟେବଳ
ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ଜଣେ କନଷ୍ଟେବଳକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବେତନଟୀ ଥାନା ପଦିପଡ଼ା ଗ୍ରାମର ଅଶୋକ ସୋରେନ। ଏ ସଂକ୍ରାନ୍ତରେ...
ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ
ସୁୁନ୍ଦରଗଡ଼,୩୦।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଜେ ପାର୍ଥସାରଥି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ରାଜକୁମାର ଲୋହାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୋକ୍ସୋ ଆକ୍ଟ ସେକ୍ସନ-୬ରେ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ହଜାର ଟଙ୍କା...
୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା
ସୁନ୍ଦରଗଡ଼,୩୦।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ ସୁନ୍ଦରଗଡ଼ ପୋଲିସକୁ ମିଳିଛି ସଫଳତା। ବ୍ୟାଙ୍କରୁ ଟଙ୍କା ଲୁଟ୍ ହେବାର ୪୮ଘଣ୍ଟା ମଧ୍ୟରେ...
ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକ ଜୀବନ୍ତ ଦଗ୍ଧ: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ରାୟଗଡ଼ା ଅଫିସ/ଗୁଣପୁର,୩୦ା୭(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ଅନ୍ତର୍ଗତ ଲଙ୍କାଭାନିଦିବା ଗ୍ରାମର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଶୁକ୍ରବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ମଶା କଏଲ୍ରୁ ଅଗ୍ନିକାଣ୍ଡ ଘଟି ସେଠାରେ କାମ କରୁଥିବା ଓଡ଼ିଶାର ୬ ଦାଦନ ଶ୍ରମିକ ଜୀବନ୍ତ...
ଆମ୍ବଗଛ ତଳୁ ମିଳିଲା ନବଜାତ ଶିଶୁପୁତ୍ର
ରାଉରକେଲା ଅଫିସ୍, ୩୦।୭: ରାଉରକେଲା ସେକ୍ଟର ୨୦ରେ ମିଶ୍ର ଖଟାଲ ମନ୍ଦିର ନିକଟ ଆମ୍ବଗଛ ମୂଳରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର ହୋଇଛି। ସ୍ଥାନୀୟ ପୋଲିସ ଓ ଚାଇଲ୍ଡ ଲାଇନ ଟିମ୍ ପହଞ୍ଚି ଉକ୍ତ ଶିଶୁଟିକୁ ଉଦ୍ଧାର କରି...
ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ମିଳିଲା ପୁଳାପୁୁଳା ଟଙ୍କା
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । କଟକ ଓ ଭୁବନେଶ୍ୱରର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା...
୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି
ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍ସ ହ୍ରାସ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା’ ସହିତ ଉଚ୍ଚ...
Archives


