ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୯୪କୁ ବୃଦ୍ଧି ପାଇଛି। ଆଜି…
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଏମବିବିଏସ ଓ ବିଡିଏସ ନାମଲେଖା ପାଇଁ ଶନିବାରଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ପରେ ବଳକା ସିଟ୍ଗୁଡିକରେ ନାମ ଲେଖିବା ପାଇଁ ଛାତ୍ରୀଛାତ୍ର ଆସନ୍ତା ୨୧ ତାରିଖ ଯାଏ ଆବେଦନ କରିବେ ।…
ପୁରୀରେ ୫ଟି ସଚିବ, ସମସ୍ତ ବ୍ୟବସ୍ଥାର କଲେ ଅନୁଧ୍ୟାନ
ପୁରୀ ଅଫିସ, ୧୯।୨: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପହଞ୍ଚିବା ପରେ ସନ୍ଧ୍ୟାରେ ଶ୍ରୀମନ୍ଦିର ଦର୍ଶନରେ ଆସିବେ। ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଶନିବାର ସକାଳ ୭ଟା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ସପରିବାର ସହ…
ସରିଲା କୋଟିଆରେ ମତଦାନ
ପଟ୍ଟାଙ୍ଗୀ,୧୯ା୨(ଡି.ଏନ.ଏ.): ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶୁକ୍ରବାର କୋରାପୁଟ ଜିଲା ଜଲା ପଟ୍ଟାଙ୍ଗୀ ବ୍ଲକରେ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ନିର୍ବାଚନରେ କୋଟିଆ ପଞ୍ଚାୟତ ଉପରେ ସମସ୍ତଙ୍କ ନଜର ରହିଥିଲା। ବ୍ଲକ ଅଧୀନରେ ୨ଟି ଜିଲା ପରିଷଦ…
‘ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେଡି ରାଜନୀତି କରୁଛି’
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅସୁସ୍ଥ ହେବା ଗୁଜବ ଓ ଏହାର କିଛି ଘଣ୍ଟା ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି କଂଗ୍ରେସ ଓ ଭାଜପା। କଂଗ୍ରେସର ରାଜ୍ୟ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, କିଛି ଦିନର…
୨ ବୁଥ୍ରେ ହିଂସା, ମତଦାନ ବନ୍ଦ
ଜଗତ୍ସିଂହପୁର ଅଫିସ, ୧୯ା୨: ଜଗତ୍ସିଂହପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ହିଂସା ପୋଲିସ ଓ ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ନିର୍ବାଚନ ବେଳେ ଜଗତ୍ସିଂହପୁର ଥାନା ପଟସରା ପଞ୍ଚାୟତ ଅନ୍ତର୍ଗତ ଢିଅପଟସରା ପ୍ରାଥମିକ ବିଦ୍ୟାଳୟ ୧ନଂ. ଓ…
ଡଗ୍ ସ୍କ୍ବାଡ୍ କେ-୯ରେ ୫ ବେଲ୍ଜିଆନ ମାଲିନୋଇସ
କଟକ ଅଫିସ,୧୯ା୨: ବେଲ୍ଜିଆନ ମାଲିନୋଇସ ପ୍ରଜାତିର ୫ କୁକୁର ଶୁକ୍ରବାର ଓଡ଼ିଶା ପୋଲିସର ଡଗ୍ ସ୍କ୍ବାଡ୍ କେ-୯ରେ ସାମିଲ ହୋଇଛନ୍ତି। କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ସେମାନଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ କୁକୁରମାନେ…
ଜଗତ୍ସିଂହପୁର ବ୍ଲକରେ ୭୮.୯୨% ମତଦାନ
ଜଗତ୍ସିଂହପୁର ଅଫିସ, ୧୯ା୨: ୨ୟ ପର୍ଯ୍ୟାୟ ନିର୍ବାଚନରେ ଜଗତ୍ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ପାଇଁ ଶୁକ୍ରବାର ମତଦାନ ହୋଇଛି। ଏହି ଅବସରରେ ୭୮.୯୨% ମତଦାନ ହୋଇଛି। ସେଥିମଧ୍ୟରୁ ୧ନଂ.ରେ ସର୍ବାଧିକ ୮୧.୯୫%, ୨ନଂ.ରେ ୭୮.୭୯%, ୩ନଂ.ରେ ୭୭.୭୭%…
କଂଗ୍ରେସ, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ
କେନ୍ଦ୍ରାପଡ଼ା ଅଫିସ, ୧୯ା୨: କେନ୍ଦ୍ରାପଡ଼ା ବ୍ଲକର ୭ ନଂ. ଜିଲା ପରିଷଦ ଜୋନ୍ରେ ଆସନ୍ତା ୨୨ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କଲେଣି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍ ଉଭୟ ବିଜେଡି ଓ କଂଗ୍ରେସ ପାଇଁ…
ରାଜକନିକା ୭୨.୫୪, ମାର୍ଶାଘାଇରେ ୭୭% ମତଦାନ
କେନ୍ଦ୍ରାପଡ଼ା ଅଫିସ/ ରାଜକନିକା/ ମାର୍ଶାଘାଇ, ୧୯ା୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ସରିଛି। ଏହି ପର୍ଯ୍ୟାୟରେ ରାଜକନିକା ଓ ମାର୍ଶାଘାଇ ବ୍ଲକର ୩ଟି ଲେଖାଏ ଜୋନ୍ ଅଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅଳ୍ପ…
ଭୋଟବାକ୍ସ ସିଲ୍ ଖୋଲା ନେଇ ଉତ୍ତେଜନା
ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ ଶେଷପରେ ଉକ୍ତ ବ୍ଲକ ଚମ୍ପାପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ୩ ନଂ. ବୁଥ୍…
ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ
ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ପରିବାର ପକ୍ଷରୁ…
Archives


