ରାଜ୍ୟ

ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଦୃଢ଼…

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତର ୨ ଓ ୩ ନମ୍ବର ବୁଥ୍‌ରେ…

ନିର୍ବାଚନ ଆସିଲେ ଗୁଜବ ହୁଏ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଛି। ଏହା ଭିତରେ କିଛିଦିନ ହେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ନେଇ ସାମାଜିକ ଗଣମାଧ୍ୟମଠାରୁ ଆରମ୍ଭ କରି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିଲା। ତେବେ ଖୋଦ୍‌ ମୁଖ୍ୟମନ୍ତ୍ରୀ…

ଲୋକସେବା ଭବନକୁ ସାଧାରଣ ଲୋକଙ୍କୁ ଛଡ଼ାଯାଉ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲୋକସେବା ଭବନକୁ ସାଧାରଣ ଲୋକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଛଡ଼ା ଯାଉନାହିଁ। ଏନେଇ ସାମାଜିକ କର୍ମୀ ବାସୁଦେବ ଭଟ୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଖୋଲା ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ…

ଆଜି ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ ଅଫିସ, ୧୯।୨: ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶନିବାର ରାଷ୍ଟ୍ରପତି ଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ଅପରହ୍ନ ୨ଟା ୪୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ଏହି ଅବସରରେ ବିମାନବନ୍ଦରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ…

୨୯୮ ଅଭିଯୋଗର ଶୁଣାଣି

ଭୁବନେଶ୍ୱର, ୧୯।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରକାଶ ପରେ ଏହାକୁ ନେଇ ଆପତ୍ତି ଅଭିଯୋଗ ସରିଛି। ବୁଧବାର ସୁଦ୍ଧା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳର ଅସନ୍ତୋଷ ଭୋଟରମାନେ ସେମାନଙ୍କ ଆପତ୍ତି ଅଭିଯୋଗ ଦାଖଲ କରିବା ପରେ…

ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇଙ୍କ ସମେତ ୨ ଗିରଫ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୋଲିସ ପରିଚୟ ଦେଇ ମିଛ ମାମଲାରେ ଫସାଇବାକୁ ଧମକାଇ ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ୨ଜଣଙ୍କୁ ଲିଙ୍ଗରାଜ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଶହୀଦନଗର ଥାନାଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇ…

ଥମୁନି ଭୋଟ ଗଣ୍ଡଗୋଳ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲଙ୍କ ତାଗିଦ ସତ୍ତ୍ୱେ ନିର୍ବାଚନୀ ହିଂସା ଥମୁ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ବୁଥ୍‌ ରିଗିଂ, ବାଲଟ ପେପର ନେଇଯିବା, ଭୋଟ ବାକ୍ସକୁ…

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗଜପତି ମହାରାଜା କୋଭିଡ୍‌ ପଜିଟିଭ୍‌

ପୁରୀ ଅଫିସ, ୧୮।୨ ପୁରୀ ଗଜପତି କରୋନା ପଜିଟିଭ ହୋଇଛନ୍ତି। ଶନିବାର ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ଥିବା ବେଳେ ଶୁକ୍ରବାର ପୁରୀ ଗଜପତି କରୋନାରେ ସଂକ୍ରମିତ ଥିବା ଜଣାପଡ଼ିଛି । ଠାକୁର ଦର୍ଶନ ଆଗମନରେ ଶ୍ରୀମନ୍ଦିର ସିଂହଦ୍ୱାରଠାରେ ଶ୍ରୀମନ୍ଦିର ପରିଚାଳନା…

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ୬ ଜିଲାରେ ହାଲ୍‌କା ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, ନୟାଗଡ଼, ଗଜପତି, ଗଞ୍ଜାମ, କଟକ, ଢେଙ୍କାନାଳ ଜିଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିସହ ଦକ୍ଷିଣ ଉପକୂଳ ଓଡ଼ିଶାରେ ମଧ୍ୟମ…

ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବକୁ ଖଣ୍ଡନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଯେବେ ନିର୍ବାଚନ ଆସେ ମୋ ସ୍ବାସ୍ଥ୍ୟକୁ ନେଇ ଗୁଜୁବ ପ୍ରଚାର ଆରମ୍ଭ ହୁଏ। ମୁଁ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛି,…

ଟିକା କରଣରେ ଓଡ଼ିଶାର ରେକର୍ଡ: ନେଲେଣି ୬ କୋଟି ୨୮ ହଜାର

ଭୁବନେଶ୍ୱର,୧୮।୨(ବ୍ୟୁରୋ):ଟିକାକରଣରେ ଓଡ଼ିଶା ମାଇଲଖୁଣ୍ଟ ଅତିକ୍ରମ କରିଛି । ୬ କୋଟି ୨୮ହଜାର ଡୋଜ କରୋନା ଟିକା ଦିଆସରିଛି। ସେଥିରୁ ୩କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇ ଥିବାବେଳେ ୨କୋଟି ୬୬ଲକ୍ଷଙ୍କୁ ଦ୍ୱିତୀୟ ଡୋଜ ଦିଆଯାଇଛି। ୭ଲକ୍ଷ ୬୧ହଜାର ଲୋକଙ୍କୁ ବୁଷ୍ଟର ଡୋଜ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri