ଭାରି ପଡ଼ିଲାଣି ସହ ସଂକ୍ରମଣ
ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ତଳକୁ ରହିଛି। ହେଲେ ଆଶାଜନକ ଭାବେ ସଂକ୍ରମଣ ସଂଖ୍ୟା କମି ନାହିଁ। କିଛି ଜିଲାରେ ସ୍ଥିତି ଜଟିଳ ରହିଛି। ଗୋଟେ ପଟେ କରେନା ସଂକ୍ରମଣର ଭୟ ଯାଇ ନ...
ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୭୦୩ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ...
ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୮ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି...
ବିନା ଆଇଆଇସିରେ ଚାଲିଛି ଥାନା
ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲାର ସହଦେବଖୁଣ୍ଟା ମଡ଼େଲ ଥାନା, ଟାଉନ୍ ଥାନା, ରେମୁଣା ଥାନା, କମର୍ଦ୍ଦା ଥାନାରେ ଫାଙ୍କା ପଡ଼ିଛି ଆଇଆଇସି ପଦବୀ। ଦୀର୍ଘଦିନ ହେଲା ଥାନା ପରିଚାଳନା ଦାୟିତ୍ୱରେ ଅଛନ୍ତି ସବ୍ଇନ୍ସପେକ୍ଟର। ଫଳରେ ଲୋକେ ପୋଲିସ ପ୍ରଶାସନଠାରୁ ଉଚିତ୍...
ରିଭଲଭର ଦେଖାଇ ଲୁଟିଲେ ବ୍ୟାଙ୍କ୍
ସୁନ୍ଦରଗଡ଼, ୨୭।୭(ଡି.ଏନ୍.ଏ.)- ସୁନ୍ଦରଗଡ଼ ସହର ଉପକଣ୍ଠ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ଡକାୟତି ହୋଇଛି। ୪ ଜଣ ଦୁର୍ବୃତ୍ତ ବ୍ୟାଙ୍କ କର୍ମଚାରୀଙ୍କୁ ରିଭଲଭର୍ ଦେଖାଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଇଛନ୍ତି। ଖବର ପାଇ ସୁନ୍ଦରଗଡ଼ ଏସ୍ପି...
ନିଜ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର: ମାଷ୍ଟରକ୍ୟାଣ୍ଟିନ ଛକରୁ ସ୍ଥାନାନ୍ତର ହେବନି ଐତିହ୍ୟ ଘୋଡ଼ା
ଭୁବନେଶ୍ୱର,୨୭।୭(ବ୍ୟୁରୋ): ସ୍ଥାନାନ୍ତର ହେବ ନାହିଁ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଶୋଭା ପାଉଥିବା ସ୍ଥାପତ୍ୟ ଘୋଡ଼ା। ବହୁ ବିବାଦ ଏବଂ ସମାଲୋଚନାର ଶିକାର ହେବା ପରେ ରାଜ୍ୟ ସରକାର ମଙ୍ଗଳବାର ନିଜ ନିଷ୍ପତ୍ତିରୁ ଉହରିଛନ୍ତି। ଏନେଇ ସରକାରୀସ୍ତରରେ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍ସି...
ରାଜ୍ୟରୁ ପୁଣି ୬୦ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ୬୦...
ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା
ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୩୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୯୦ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା...
ଆଜିଠୁ ଲଘୁଚାପ ବର୍ଷା
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳରେ ମଙ୍ଗଳବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାତିରୁ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,...
ବିବାହ ବନ୍ଧନରେ ହାସ୍ୟ ଅଭିନେତା ଗୁଡୁ
ଭୁବନେଶ୍ୱର, ୨୭। ୭: (ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ହାସ୍ୟ ଅଭିନେତା ଗୁଡୁ ସୋମବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କେନ୍ଦ୍ରାପଡା ଜିଲା ରାଜନଗର ଅଞ୍ଚଳର ମାମାଙ୍କୁ ସେ ତାଙ୍କ ଜୀବନସାଥୀ ଭାବେ ଗ୍ରହଣ କରିଛନ୍ତି। ପ୍ରଥମେ ଉଭୟଙ୍କ...
ଯୁକ୍ତ୨ ସିଟ୍ ବୃଦ୍ଧି ଆବେଦନ ସମୟ ବଢ଼ିଲା
ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍ ବୃଦ୍ଧି ପାଇଁ ଆବେଦନ ସମୟ ୨ଦିନ ବୃଦ୍ଧି କରାଯାଇଛି। ସ୍କୁଲ କର୍ତ୍ତୃପକ୍ଷ ସାମ୍ସ ପୋର୍ଟାଲ www.samsodisha.gov.inରେ ଏଥିପାଇଁ ଆବେଦନ କରିବାର ବ୍ୟବସ୍ଥା ରହିଥିବାବେଳେ ୨୬ ତାରିଖ ଶେଷଦିନ ଥିଲା।...
ଗବେଷଣା ଲାଗି ଖର୍ଚ୍ଚ ହେବ ୫୦ ହଜାର କୋଟି: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୭। ୭(ବ୍ୟୁରୋ): କେନ୍ଦ୍ର ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ଗୁରୁତ୍ୱ ଦେଉଛନ୍ତି। ଏନେଇ ନୂଆ ଜାତୀୟ ଶିକ୍ଷାନୀତି (ଏନ୍ଇପି-୨୦୨୦) ଅନୁଯାୟୀ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନ୍ଆର୍ଏଫ୍) ଗଠନ ସହ ୫ ବର୍ଷରେ ୫୦...
Archives


