ରାଜ୍ୟ

ଓଏସ୍‌ଏସ୍‌ସି ସଦସ୍ୟଙ୍କ ପିଏସ୍‌ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନରାୟଣ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଛି। ଭୁବନେଶ୍ୱର ନୀଳାଦ୍ରିବିହାରରେ ଥିବା ତାଙ୍କ ବାସଗୃହ, କଟକସ୍ଥିତ...

ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।...

ସ୍କୁଲ ‘ଇ-ଉପସ୍ଥାନ’ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍‌। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହାକୁ ଉନ୍ମୋଚନ କରିଛନ୍ତି। ଏଣିକି ସମସ୍ତ ସ୍କୁଲରେ ଶିକ୍ଷକ...

ପଦୋନ୍ନତି ପାଇବେ ୬୩,୩୦୩ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ। ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍‌ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ...

ବାଲେଶ୍ୱରରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବାଲେଶ୍ୱର ଅଫିସ, ୩୧।୭: ବାଲେଶ୍ୱର ଜିଲାରେ ପ୍ରଥମେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଥିବା ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ରେମୁଣା ଗୋଲେଇ ଅଞ୍ଚଳରେ ପରିବାର ସହ ଭଡ଼ାଘରେ ରହୁଥିବା ଜଣେ ୩୦...

ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ orissaresults.nic.in କିମ୍ବା chseodisha.nic.in ଓ୍ବେବ୍‌ସାଇଟ୍‌ରେ ନିଜ ପରୀକ୍ଷା ଫଳ ଦେଖିପାରିବେ। ତେବେ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୯୦୨କୁ ବୃଦ୍ଧି ପାଇଛି। ଏନେଇ...

ନିୟମ ମାନୁନାହାନ୍ତି ବ୍ୟବସାୟୀ

ଅନୁଗୋଳ ଅଫିସ, ୩୧ା୭ ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ଅନୁଗୋଳ ସହରର ଅନେକ ସ୍ଥାନରେ ବିକ୍ରି ହେଉଥିବା ଖାଦ୍ୟ ଅତ୍ୟନ୍ତ ଅସ୍ବାସ୍ଥ୍ୟକର। ବିଶେଷକରି ବର୍ଷାଦିନେ ଏପରି ଅପମିଶ୍ରିତ ଓ ବାସିଖାଦ୍ୟ ଲୋକଙ୍କୁ ନାନା ରୋଗରେ ପକାଇବ। ଏହାର ପ୍ରସ୍ତୁତି ବେଳେ...

ସଶକ୍ତ ହେଉନି ସଡ଼କ

ବଇଣ୍ଡା,୩୧ା୭ ଗାଁ ରେ ମିଳୁନି ମୌଳିକ ସୁବିଧା। ବିଶେଷକରି ରାସ୍ତାକୁ ନେଇ ଦୂର ହେଉନି ଅସୁବିଧା। ବର୍ଷା ହେଲେ କାଦୁଅ ପଚ ପଚ ପଥ ଦେଇ ଯିବାକୁ ପଡ଼ୁଛି ପଥଚାରୀଙ୍କୁ। ରାତିରେ ଚଳପ୍ରଚଳ କରିବା ଅତ୍ୟନ୍ତ କଷ୍ଟକର। ଅନେକ ସ୍ଥାନ...

ଭୁବନେଶ୍ୱର ରିଜିଅନ୍‌ ପାସ୍‌ ହାର ୯୯.୫୫%

ଭୁବନେଶ୍ୱର, ୩୧।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ପାସ୍‌ ହାର ପ୍ରାୟ ୧୦ ପ୍ରତିଶତ ଅଧିକ ରହିଛି। ଗତବର୍ଷ ଦେଶରେ ପାସ୍‌ହାର ୮୮.୭୮% ଥିବାବେଳେ ଚଳିତବର୍ଷ ଏହା...

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୫୭୮ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ...

ଯୁବତୀଙ୍କୁ ବଳାତ୍କାର କରି ବନ୍ଧାହେଲେ କନଷ୍ଟେବଳ

ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ଜଣେ କନଷ୍ଟେବଳକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବେତନଟୀ ଥାନା ପଦିପଡ଼ା ଗ୍ରାମର ଅଶୋକ ସୋରେନ। ଏ ସଂକ୍ରାନ୍ତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri