ଆଜିଠୁ ଲଘୁଚାପ ବର୍ଷା
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳରେ ମଙ୍ଗଳବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାତିରୁ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,...
ବିବାହ ବନ୍ଧନରେ ହାସ୍ୟ ଅଭିନେତା ଗୁଡୁ
ଭୁବନେଶ୍ୱର, ୨୭। ୭: (ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ହାସ୍ୟ ଅଭିନେତା ଗୁଡୁ ସୋମବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କେନ୍ଦ୍ରାପଡା ଜିଲା ରାଜନଗର ଅଞ୍ଚଳର ମାମାଙ୍କୁ ସେ ତାଙ୍କ ଜୀବନସାଥୀ ଭାବେ ଗ୍ରହଣ କରିଛନ୍ତି। ପ୍ରଥମେ ଉଭୟଙ୍କ...
ଯୁକ୍ତ୨ ସିଟ୍ ବୃଦ୍ଧି ଆବେଦନ ସମୟ ବଢ଼ିଲା
ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍ ବୃଦ୍ଧି ପାଇଁ ଆବେଦନ ସମୟ ୨ଦିନ ବୃଦ୍ଧି କରାଯାଇଛି। ସ୍କୁଲ କର୍ତ୍ତୃପକ୍ଷ ସାମ୍ସ ପୋର୍ଟାଲ www.samsodisha.gov.inରେ ଏଥିପାଇଁ ଆବେଦନ କରିବାର ବ୍ୟବସ୍ଥା ରହିଥିବାବେଳେ ୨୬ ତାରିଖ ଶେଷଦିନ ଥିଲା।...
ଗବେଷଣା ଲାଗି ଖର୍ଚ୍ଚ ହେବ ୫୦ ହଜାର କୋଟି: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୭। ୭(ବ୍ୟୁରୋ): କେନ୍ଦ୍ର ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ଗୁରୁତ୍ୱ ଦେଉଛନ୍ତି। ଏନେଇ ନୂଆ ଜାତୀୟ ଶିକ୍ଷାନୀତି (ଏନ୍ଇପି-୨୦୨୦) ଅନୁଯାୟୀ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନ୍ଆର୍ଏଫ୍) ଗଠନ ସହ ୫ ବର୍ଷରେ ୫୦...
ଗ୍ରାହକ ବିଶ୍ୱାସ ବ୍ୟବସାୟର ମୂଳମନ୍ତ୍ର
ପାନାସୋନିକ କେବଳ ଏକ ବ୍ରାଣ୍ଡ ନୁହେଁ, ଦୀର୍ଘ ବର୍ଷ ଧରି ଏହା ଗ୍ରାହକଙ୍କୁ ଗୁଣଯୁକ୍ତ ସେବା ଓ ବିଶ୍ୱାସ ଦେଇଆସିଛି। କମ୍ପାନୀ ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ବିଶ୍ୱ ବଜାରରେ ନିଜ ସ୍ଥିତିକୁ ସୁଦୃଢ଼ କରିଛି। ଉପଭୋକ୍ତାଙ୍କ ବିଶ୍ୱାସଭାଜନ...
କୋଭିଡ୍ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ
ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର...
ସର୍ବଶ୍ରେଷ୍ଠ ଆଇଟିଆଇରେ ରାଜ୍ୟର ୬
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଆଇଟିଆଇ, ପଲିଟେକ୍ନିକ୍ରେ ନାମଲେଖା ପାଇଁ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି। ସୋମବାର ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ...
ପୁରୀବାସୀଙ୍କୁ ଟ୍ୟାପ୍ରେ ସ୍ଵଚ୍ଛ ପାଣି
ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୭। ୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ସୋମବାର ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର...
୪.୧୮ କୋଟିର ଔଷଧ ଖତ
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ରାଜ୍ୟ ସରକାର ନିରାମୟ ଯୋଜନାରେ ଲୋକଙ୍କୁ ସରକାରୀ ହସ୍ପିଟାଲରେ ମାଗଣାରେ ଔଷଧ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ତେବେ ଓଡ଼ିଶା ରାଜ୍ୟ ଔଷଧ ନିଗମ(ଓଏସ୍ଏମ୍ସି) ଏବଂ ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ସରକାରୀ ତହବିଲରୁ ବହୁକୋଟି...
ସମ୍ପୂର୍ଣ୍ଣ ହେବନି ଶିକ୍ଷା
ବଇଣ୍ଡା,୨୭ା୭ ଶିକ୍ଷାରେ ବାଧକ ସାଜିଛି କରୋନା। ମହାମାରୀ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ସ୍କୁଲ ପାଠପଢ଼ା ସ୍ବାଭାବିକ ହୋଇପାରୁ ନାହିଁ। ଅନ୍ଲାଇନ୍ କ୍ଲାସ ମଧ୍ୟ ସମସ୍ତ ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିପାରୁ ନାହିଁ। ବାଧ୍ୟ ହୋଇ ସରକାର ପାଠ୍ୟକ୍ରମ ହ୍ରାସ ସହ...
ଉଲ୍ଲାସ ଅଧିକ, ଉପସ୍ଥାନ କମ୍
ଢେଙ୍କାନାଳ / ଅନୁଗୋଳ ଅଫିସ, ୨୭ା୭ କରୋନା ସଂକ୍ରମଣ ସାମାନ୍ୟ ଥମିବା ପରେ ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ୨୬ ତାରିଖ ସୋମବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ...
ନୂଆ ରୂପ ପାଇବ ଶାଳ ଜଙ୍ଗଲ
କେନ୍ଦୁଝର, ୨୭।୭ (ସ୍ବ.ପ୍ର.)-ଖଣିଖାଦାନରେ ଭରା କେନ୍ଦୁଝର ଜିଲାର ଜଙ୍ଗଲ ସମ୍ପଦକୁ ସମୃଦ୍ଧ କରିଛି ବିସ୍ତୀର୍ଣ୍ଣ ଶାଳ ଜଙ୍ଗଲ। ହେଲେ ରକ୍ଷଣାବେକ୍ଷଣ ଅଭାବ ଏବଂ କାଠଚୋରଙ୍କ ପ୍ରାଦୁର୍ଭାବ ଯୋଗୁ ଏହି ମୂଲ୍ୟବାନ ଜଙ୍ଗଲ ଏବେ ଅବକ୍ଷୟମୁଖୀ। ଏକଦା ଘଞ୍ଚ ଶାଳ ଗଛରେ...
Archives


