ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା
ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲା ଦୀର୍ଘଦିନ ପରେ ଏବେ ଦ୍ୱିତୀୟ ସ୍ଥାନକୁ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ…
ମେଳି କରି ଭୋଟ ଦେବାକୁ ଶପଥ କରାଇଲେ ବିଧାୟକଙ୍କ ପୁଅ
ମାଲକାନଗିରି,୧୭ା୨(ଡି.ଏନ୍.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ନ ପଡି ନିଜ ଇଚ୍ଛାରେ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବା ତାଙ୍କ ଅଧିକାର ରୂପେ ସ୍ବୀକୃତ କରାଯାଇଛି। ଯଦି କେହି…
କିନ୍ନରଙ୍କ ଗଳା କାଟିଦେଲେ
ସମ୍ବଲପୁର,୧୭ା୨(ବ୍ୟୁରୋ): ସମ୍ବଲପୁର ଜିଲାର ଜଣେ କିନ୍ନରଙ୍କୁ ଗଳାକାଟି ହତ୍ୟା କରାଯାଇଛି। ସେ ହେଲେ ଫିରୋଜ ଛତ୍ରିଆ(୨୧)। ବୁର୍ଲା ଥାନା ଗୋଡଭଗା କଲେଜ ଛକ ନିକଟ ୫୫ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଗୁରୁବାର ତାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଘଟଣାସ୍ଥଳରୁ ଫିରୋଜଙ୍କ…
ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଲେ ପ୍ରାର୍ଥୀଙ୍କ ବାପା
କୋକସରା,୧୭ା୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ବାପା ଟଙ୍କା ବାଣ୍ଟିବାକୁ ଆସି ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କଠାରୁ ନଗଦ ୩୯,୯୦୦ ଟଙ୍କା ଜବତ କରି ପୋଲିସ ଜିମା ଦେଇଥିଲେ। ଏନେଇ ପୋଲିସ…
ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା, ଗଣିବାକୁ ଦରକାର ପଡ଼ିଲା ମେଶିନ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି। ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଡାକ୍ତରଙ୍କ କଳାଟଙ୍କାର ଗୁମର ଫିଟିଛି। ଭୁବନେଶ୍ୱର…
ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍ ହୋଇଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ। ରମେଶଙ୍କ ସମ୍ପର୍କୀୟଙ୍କୁ ପଚରାଉଚରା ପରେ ଏ…
ଜୟଦେବ ବିହାର ଓଭର ବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଯୁବକ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀର ଜୟଦେବ ବିହାର କଳିଙ୍ଗ ଷ୍ଟାଡିୟମ ଗେଟ୍ ସମ୍ମୁଖ ଓଭରବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଜଣେ ଯୁବକ। ଓଭର ବ୍ରିଜ୍ ଉପରେ ବାଇକ ଥିବାବେଳେ ତଳେ ସେ ତଳକୁ ଖସି ପଡ଼ିଥିଲେ। ଯୁବକ ଜଣଙ୍କ ରସୁଲଗଡ ପଟୁ ବରମୁଣ୍ଡା…
ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ
ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ…
ବୁଥ୍ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ
ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍ ନମ୍ବର ୬ ଓ ୭ ବୁଥ୍…
ଅନ୍ଲାଇନ୍ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ
କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍ଲାଇନ୍ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ ନରେନ୍ଦ୍ର ସାହୁ ଓ ଅନ୍ୟ ଅଧ୍ୟାପକମାନେ ଆସି ବୁଝାଶୁଝା କରିଥିଲେ। ଅନ୍ଲାଇନ୍ରେ ପାଠପଢ଼ା…
ନିର୍ବାଚନୀ ହିଂସା: ଗ୍ୟାରେଜରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୧୭ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟଦାନ ବୁଧବାର ସରିଛି। ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହିଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। କିଛି ଦୁର୍ବୃତ୍ତ ଗାଁରେ ଥିବା ଏକ…
ଭିଜିଲାନ୍ସ ଜାଲରେ ଏନ୍ଏସି ଜମାଦାର
ବରଗଡ଼ ଅଫିସ,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସର ଏକ ଟିମ୍ ଅତର୍କିତ ଚଢ଼ାଉ କରି ତାଙ୍କୁ ଧରିଥିଲା।…
Archives


