ରାଜ୍ୟ

ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ...

୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଶନିବାର ପ୍ରକାଶ ପାଇଛି। ୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି ଡେଭଲପ୍‌ ହୋଇଥିବା ଜଣାପଡ଼ିଛି। ଏ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା

ଅନୁଗୋଳ ଅଫିସ,୨୫।୭: ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ଅଞ୍ଚଳର ଜଣେ ୨୧ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶନିବାର ବଳାତ୍କାର ପରେ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଗୋଡ଼ ବନ୍ଧା ଅବସ୍ଥାରେ ଖଜୁରି ବୁଦାମୂଳରୁ ପୋଲିସ ମୃତଦେହ...

ପରକୀୟା ପ୍ରୀତି ସନ୍ଦେହ ନେଲା ଛବିରାଣୀଙ୍କ ଜୀବନ

ଭଦ୍ରକ ଅଫିସ,୨୪।୭: କୁରାଢ଼ିରେ ଅତି ନୃଶଂସ ଭାବେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ଏଡ଼ାଦେଇ ଗ୍ରାମରେ। ମୃତା...

ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ଟପିଛି। ରାତି ୧୦ଟା ସୁଦ୍ଧା ୧୭.୯୫ ମିଟର ଛୁଇଁଛି ଜଳସ୍ତର।...

ପୋଲିସ ତଦନ୍ତରେ ଭରସା ନାହିଁ: ସୌମ୍ୟଙ୍କ ବାପା

ଖଇରା,୨୪।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ...

କେମିତି ହୋଇଥିଲା ଗ୍ୟାଙ୍ଗଷ୍ଟର

ଭୁବନେଶ୍ୱର,୨୪।୭: ୧୯୮୦ ଦଶକର କଥା। ସେତେବେଳେ ଜଣେ କୁଖ୍ୟାତ ଅପରାଧି ଥିଲେ ରବୀନ୍ଦ୍ର ବେହେରା। ତାଙ୍କର ଅପରାଧର ଶାଖା ମେଲାଇଥିଲେ ଟିଟୋ, ହାଇଦର ଏବଂ ସୁଲେମାନ। ଏମାନଙ୍କ ନାମ ଶୁଣିଲେ ଥରୁଥିଲା କେନ୍ଦ୍ରାପଡ଼ାରୁ କଟକ। ରବୀନ୍ଦ୍ରଙ୍କ କଳାକାରନାମା ଜାଣିବା ପରେ...

ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି

ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍‌ରୁ ସେକ୍‌ ହାଇଦରଙ୍କୁ ଜଣେ ଇନ୍ସପେକ୍ଟର, ସବ୍‌ ଇନ୍ସପେକ୍ଟର ଓ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ସହ...

୨୪ ଘଣ୍ଟାରେ ଏସବୁ ଜିଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୭: ରାଜ୍ୟର ବିଭିନ୍ନ ଜିଲାରେ ଆଉ ୫ ଦିନ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ରବିବାର ସତର୍କ ସୂଚନା ଜାରି କରିଛି। ଏହିପରି କି ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲାରେ ପ୍ରବଳ...

ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍‌କାଉଣ୍ଟରରେ ମୃତ

ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍‌କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ ସାମ୍ରାଜ୍ୟର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଆଜି ହାଇଦରଙ୍କୁ ଚୌଦ୍ୱାର...

ରାଜ୍ୟରେ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୨୪।୭(ବୂ୍ୟରୋ): ରାଜ୍ୟରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟର ଅଧିକ ଡିଭିଜନରେ ବାଘ ଗଣନା କରାଯିବ । ପୂର୍ବରୁ ରାଜ୍ୟର ୧୫ଟି ଡିଭିଜନରେ ବାଘ ଗଣନା କରାଯାଉଥିଲା । ଫଳରେ ଏଥର ଗଣନାରେ ରାଜ୍ୟରେ ବାଘ ସଂଖ୍ୟା...

ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ଏନ୍‌କାଉଣ୍ଟର ହୋଇଛି। ବାରିପଦା ନିକଟରେ ଏହି ଏନ୍‌କାଉଣ୍ଟର ହୋଇଥିବା ସୂଚନା ମିଳିଛି। ତାଙ୍କୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri