ସିଗାରେଟ୍ରେ ଗଞ୍ଜେଇ ଭର୍ତ୍ତିକରି ବିକୁଥିଲେ
କଟକ ଅଫିସ, ୧୩।୨: ଗଞ୍ଜେଇ ବିକ୍ରି ଅଭିଯୋଗରେ ବାଦାମବାଡି ପୋଲିସ ୨ ଜଣଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ଝିଙ୍କିରିଆ ଗ୍ରାମର ବୁବା ଓରଫ ନାରାୟଣ ପତି ଓ…
ମାଲାବାରର ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍’ ଜୁଏଲାରୀ ପ୍ରଦର୍ଶନ
ଭୁବନେଶ୍ୱର,୧୩।୨: ସର୍ବଭାରତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଅଳଙ୍କାର ପ୍ରତିଷ୍ଠାନ ‘ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡ୍ସ’ ପକ୍ଷରୁ ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍’ ଜୁଏଲାରୀ ପ୍ରଦର୍ଶନର ଶୁଭାରମ୍ଭ କରାଯାଇଛି। ଉକ୍ତ ପ୍ରଦର୍ଶନରେ ସୁନା, ହୀରା ଏବଂ ମୂଲ୍ୟବାନ ରତ୍ନ ଅଳଙ୍କାରର ଏକ ସ୍ବତନ୍ତ୍ର ଶୋ’…
ଚନ୍ଦନ ଶ୍ରେଷ୍ଠ ଅଭିନେତା, ଦିବ୍ୟାଦିଶା ଶ୍ରେଷ୍ଠ ଅଭିନେତ୍ରୀ
ଭୁବନେଶ୍ୱର, ୧୩।୨ (ବ୍ୟୁରୋ): ମାସ୍ ଇଭେଣ୍ଟ୍ସ ପକ୍ଷରୁ ଓଡ଼ିଶା ମୋଶନ ପିକ୍ଚର୍ ଆୱାର୍ଡ ପ୍ରଦାନ ଉତ୍ସବ ଶନିବାର ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହୋଇଯାଇଛି। ଶ୍ରେଷ୍ଠ ଅଭିନେତା ଭାବେ ଚନ୍ଦନ କର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଦିବ୍ୟାଦିଶା ମହାନ୍ତି ପୁରସ୍କୃତ ହୋଇଛନ୍ତି।…
ଅସନ୍ତୋଷ ଜାହିର କଲେ ବିରୋଧୀଦଳ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଜୋର୍ଦାର ପ୍ରକ୍ରିୟା ଜାରି ରହିଥିବାବେଳେ ଇତିମଧ୍ୟରେ ସ୍ଥାନ ସଂରକ୍ଷଣ, ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ଶେଷ ହୋଇଛି। ସେହିଭଳି ଗୁରୁବାର ପ୍ରାଥମିକ…
ଭୁବନେଶ୍ୱର ସମେତ ୨୬ ସ୍ଥାନରେ ଏନ୍ଆଇଏ ଚଢ଼ାଉ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ମାଓବାଦୀ ଗୋଷ୍ଠୀ ଦ୍ୱାରା ଆତଙ୍କବାଦୀ ପାଣ୍ଠି ବ୍ୟବହାର ସମ୍ପର୍କିତ ଏକ ମାମଲାରେ ନ୍ୟାଶନାଲ ଇନଭେଷ୍ଟିଗେଶନ୍ ଏଜେନ୍ସି (ଏନ୍ଆଇଏ)ର ଟିମ୍ ଓଡ଼ିଶାର ଭୁବନେଶ୍ୱର ସମେତ ବିହାର, ଝାଡ଼ଖଣ୍ଡ ଏବଂ ଆନ୍ଧ୍ରପ୍ରଦେଶର ମୋଟ ୨୬ଟି ସ୍ଥାନରେ ଶନିବାର ଚଢ଼ାଉ କରିଛି। ଚଢ଼ାଉ ସମୟରେ…
ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର କିଛିଦିନ ପରେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ…
ନିର୍ବାଚନରେ ଯୁକ୍ତ୨ ଛାତ୍ରୀ
ଯାଜପୁର ଅଫିସ,୧୩ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ପୂର୍ବ ଅପେକ୍ଷା ଅଧିକ ଯୁବଗୋଷ୍ଠୀ, ଶିକ୍ଷିତ ଯୁବତୀଯୁବକ, ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିଛି। ସେଥିମଧ୍ୟରେ ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଚକଗୋପାଳପୁର ଗ୍ରାମର ପଲ୍ଲବୀ ଦେଉରି (୨୧) ମଧ୍ୟ ଅନ୍ୟତମ। ସେ…
ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ
ଆଳି,୧୩ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି । ସିଙ୍ଗିରି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ…
ଅସନ୍ତୁଷ୍ଟଙ୍କୁ ଅସ୍ତ୍ର କରୁଛନ୍ତି ବିରୋଧୀ
ଜଗତ୍ସିଂହପୁର ଅଫିସ, ୧୩ା୨: ରାଜନୈତିକ ଦୃଷ୍ଟିକୋଣରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ସ୍ବର୍ଗତ ବସନ୍ତ ବିଶ୍ୱାଳଙ୍କ ଅଞ୍ଚଳ ହିସାବରେ ଅତୀତରୁ ଜଗତ୍ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକର ସ୍ବତନ୍ତ୍ର ପରିଚୟ ରହିଆସିଛି। ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ୪ଟି ଜିଲା ପରିଷଦ ଜୋନ ରହିଛି। ସେଥିମଧ୍ୟରୁ…
ସଂସ୍କୃତିପ୍ରେମୀ ଶ୍ୟାମପ୍ରକାଶ: ୪ ହଜାର ସେଲିବ୍ରିଟିଙ୍କ ସହ ଉଠାଇଛନ୍ତି ଫଟୋ
ପୁରୀ ଅଫିସ,୧୩।୨: କଳା, ସଂସ୍କୃତି ଓ ସାହିତ୍ୟ ସହ ଯୋଡ଼ି ହୋଇ ରହୁଥିବା ପରିଚିତ ବ୍ୟକ୍ତିତ୍ୱ ହେଲେ ଶ୍ୟାମ ପ୍ରକାଶ ସେନାପତି। ପୁରୀ ସହରର ଗଳିକନ୍ଦିରେ ସାଂସ୍କୃତିକ କାର୍ଯ୍ୟକ୍ରମଟିଏ ହେଉ କିମ୍ବା ନାଟକ ପରିବେଷଣ, ସବୁଠି ତାଙ୍କୁ ଖୋଜାପଡ଼େ। ସେ ସାଇକେଲ…
ଡାକ୍ତରୀ ପାଠ୍ୟକ୍ରମ: ଆଜି ସରିବ ପ୍ରଥମ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ରାଜ୍ୟରେ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କାଉନ୍ସେଲିଂ ପ୍ରକ୍ରିୟା ଚାଲିଛି। ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ପର୍ଯ୍ୟାୟ ନାମଲେଖା ରବିବାର ଶେଷ ହେଉଛି। ତେବେ ପ୍ରଥମଥର ଲାଗି ପୁରୀସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ…
୧୪ ସନ୍ଧ୍ୟା ସୁଦ୍ଧା ଅଞ୍ଚଳ ଛାଡ଼ିବେ ବାହାର ନେତା
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛିି। ତେବେ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରୁଥିବା ବାହାର ନେତା ଓ କର୍ମୀ ଯେଭଳି ୧୪ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥାନ ଛାଡ଼ିବେ, ତାହା…
Archives


