ରାଜ୍ୟ

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି। ସୋମବାର ନବମୀ ସନ୍ଧ୍ୟା ଦର୍ଶନ। ତେବେ କଟକଣା ଯୋଗୁ ଗତବର୍ଷ ପରି ଚଳିତବର୍ଷ...

ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୫୫ ଜଣ...

ତାଳଦଣ୍ଡା କେନାଲ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ

କଟକ ଅଫିସ,୧୯ା୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର କଟକ ତାଳଦଣ୍ଡା କେନାଲ, ନେତାଜୀ ବସ୍‌ ଟର୍ମିନାଲ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ତାଳଦଣ୍ଡା କେନାଲର ଉନ୍ନତୀକରଣ କାର୍ଯ୍ୟ...

ଯବାନ ପରିଚୟ ଦେଇ ମହିଳା ଫରେଷ୍ଟଗାର୍ଡଙ୍କ ସହ ପ୍ରତାରଣା

ସୁନ୍ଦରଗଡ଼/ବଣାଇଁ, ୧୮।୭ (ଡି.ଏନ୍‌.ଏ./ସ୍ବ.ପ୍ର): ନିଜକୁ ସିଆର୍‌ପିଏଫ୍‌ ଯବାନ ପରିଚୟ ଦେଇ ସୁନ୍ଦରଗଡ଼ ଜିଲା ବଣାଇଁରେ ଜଣେ ମହିଳା ଫରେଷ୍ଟ ଗାର୍ଡଙ୍କୁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ନୟାଗଡ଼ ଜିଲା ଶରଣକୂଳରୁ...

ଟେଷ୍ଟ ନ କରି ନିଜ ଇଚ୍ଛାରେ ଖାଉଛନ୍ତି ଔଷଧ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଲାଣି କରୋନାର ‘ହିଡ଼େନ୍‌ କେସ୍‌’ ବା ‘ଲୁକ୍କାୟିତ ମାମଲା’। କରୋନା ଲକ୍ଷଣ ଥିଲେ ବି ଲୋକେ ଟେଷ୍ଟ କରିବାକୁ ଆସୁନାହାନ୍ତି। ଏମାନଙ୍କ ଦ୍ୱାରା ହିଁ ତୃତୀୟ ଲହର ଆସିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି।...

ଯେ କୌଣସି କାର୍ଯ୍ୟାଳୟରେ ଯାଞ୍ଚ କରିପାରେ ଏନ୍‌ଫୋର୍ସମେଣ୍ଟ ଟିମ୍‌

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନର କର୍ତ୍ତୃପକ୍ଷ ସେମାନଙ୍କ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ କୋଭିଡ୍‌ ନିୟମର କଡା ଅନୁପାଳନ କରିବାକୁ ହେବ। ମୁହଁରେ ଠିକ୍‌ ଭାବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଇତ୍ୟାଦି...

ରାସ୍ତା ନିର୍ମାଣକୁ ନେଇ ସଂଘର୍ଷ, ୭ ଆହତ

ବାସୁଦେବପୁର/ପଦ୍ମପୁର,୧୮।୭(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଅଧୀନ କାଶୀପୁର ଗ୍ରାମରେ ଏକ ରାସ୍ତା ନିର୍ମାଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ରଞ୍ଜନ ବେହେରା,...

୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୭: ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ...

ମୟୂରଭଞ୍ଜର ଶିଶୁ କନ୍ୟାଙ୍କ ନାମରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ

ବାରିପଦା ଅଫିସ,୧୮ା୭: ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ,...

୨୧ରୁ ରାଜଧାନୀରେ ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜଧାନୀରେ ଗର୍ଭବତୀଙ୍କ ପାଇଁ ଜୁଲାଇ ୨୧ରୁ ଟିକାକରଣ ଆରମ୍ଭ କରାଯିବ। ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବା ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ୟୁପିଏଚ୍‌ସି ସହରାଞ୍ଚଳ ପ୍ରାଥମିକ...

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା: ବାଲେଶ୍ୱର, ମୟୂରଭଞ୍ଜ ଗଲା ସ୍ବତନ୍ତ୍ର ଟିମ୍‌

ପାରଳାଖେମୁଣ୍ଡି,୧୮ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁର ତଦନ୍ତ ପାଇଁ ପାରଳାଖେମୁଣ୍ଡି ଥାନାଧିକାରୀଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri