ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ: ଆଜି ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ସହ ଜଗାର ହେବ ଭେଟ
ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରୁ ରଥଟଣା ଆରମ୍ଭ ହୋଇଛି। ବଡ଼ଦାଣ୍ଡରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଗଡ଼ିଛି। ତେବେ ଅନ୍ୟପଟେ ବାହଡ଼ା ଯାତ୍ରର ସବୁଠାରୁ ଅନନ୍ୟ ପରମ୍ପରା...
ରାଜ୍ୟରୁ ପୁଣି ୫୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୫୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି। ୫୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ...
ରାଜ୍ୟରେ ପୁଣି ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା
ଭୁବନେଶ୍ୱର୨୦,।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ମଙ୍ଗଳବାର ୨୦୮୫ ଜଣ କରୋନା ଆକ୍ରାନ୍ତ...
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ମାଝିଙ୍କ କୁଳିଅଣା ଅଫିସ,...
ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି॥ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥରେ ବିଜେ କରିଛନ୍ତି । ପରେ ଭଉଣୀ ସୁଭଦ୍ରା...
ଖୁବ୍ଶୀଘ୍ର ଜଗନ୍ନାଥଙ୍କୁ ଜେରା କରାଯିବ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜଧାନୀ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଅଞ୍ଚଳରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କ ବେକ କାଟି ହତ୍ୟା ଘଟଣାକୁ ୨ସପ୍ତାହରୁ ଊର୍ଦ୍ଧ୍ୱ ଦିନ ହୋଇଯାଇଥିଲେ ମଧ୍ୟ କାରଣକୁ ନେଇ ସ୍ପଷ୍ଟ ହୋଇପାରୁ ନାହିଁ। ଅନ୍ୟପଟେ ଅଭିଯୁକ୍ତ ତଥା ପ୍ରେମିକ ଜଗନ୍ନାଥ...
ଜବରଦଖଲରେ ସ୍ଲମ୍ କ୍ବାର୍ଟର୍ସ
କଟକ ଅଫିସ, ୨୦।୭: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ଯୋବ୍ରାରେ ଯୋବ୍ରା କ୍ବାର୍ଟର୍ସ ବା ସ୍ଲମ କ୍ବାର୍ଟର୍ସ ରହିଛି। ଏଠାରେ ୧୧୯ଟି କ୍ବାର୍ଟର୍ସ ଥିବାବେଳେ ୯୬ଟି ଦୁଇ ମହଲା ଓ ୨୩ଟି ସିଙ୍ଗଲ କ୍ବାର୍ଟର୍ସ ରହିଛି। ୧୯୭୦-୭୧ରେ ନିର୍ମିତ ଏହି...
ନିରଞ୍ଜନଙ୍କ ବିରୋଧରେ ଆଉ ୫ ଅଭିଯୋଗ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ମାମଲାରେ ବିଲ୍ଡର ତଥା ଚଳଚ୍ଚିତ୍ର ପ୍ରଯୋଜକ ନିରଞ୍ଜନ ରଣାଙ୍କୁ ଗୁରୁବାର ଶହୀଦନଗର ଥାନା ପୋଲିସ ଗିରଫ କରିଥିଲା। ତେବେ ସେ ଜେଲ୍ ଯିବାପରେ ତାଙ୍କ...
ଭୁବନେଶ୍ୱରରେ ୧୭୧୭ ବର୍ଷାଜଳ ଅମଳ ପ୍ରକଳ୍ପ
ଭୁବନେଶ୍ୱର, ୧୯।୭ (ବ୍ୟୁରୋ): ସହରାଞ୍ଚଳକୁ ଅଧିକରୁ ଅଧିକ ପରିବେଶ ଅନୁକୂଳ କରିବା ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱରରେ ୧୭୧୭ ବର୍ଷାଜଳ ଅମଳ ପ୍ରକଳ୍ପ କରାଯାଇଛି। ଓଡ଼ିଶା ସରକାରଙ୍କ ‘ମୁଖ୍ୟମନ୍ତ୍ରୀ କର୍ମ ତପତ୍ର...
୩୫ହଜାର ହେକ୍ଟର ଜମିରେ ହେବ ଜଳସେଚନ
ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୨୦।୭: ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅତିରିକ୍ତ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୟୂରଭଞ୍ଜ ଜିଲାବାସୀଙ୍କ ପାଇଁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ହେଉଛି ଜୀବନରେଖା। ବର୍ତ୍ତମାନ ସୁଦ୍ଧା...
‘ଶିଳ୍ପବିହୀନ ଜିଲାକୁ ଦିଆଯିବ ପ୍ରାଥମିକତା’
ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜ୍ୟରେ ଶିଳ୍ପପୁଞ୍ଜ ଓ ଶିଳ୍ପ ପ୍ରତିଷ୍ଠାନ ସ୍ଥାପନ ବେଳେ ଶିଳ୍ପବିହୀନ ଜିଲାଗୁଡ଼ିକୁ ପ୍ରାଥମିକତା ଦିଆଯିବ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଆଞ୍ଚଳିକ ବୈଷ୍ୟମତା ଦୂରୀଭୂତ ପାଇଁ ଏହା ଉପଯୁକ୍ତ ପଦକ୍ଷେପ ହେବା ସହ ଅର୍ଥନୈତିକ ସନ୍ତୁଳନ...
ଓଏସ୍ଏସ୍ଟିଇଟି ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର, ୨୦।୭(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ସୋମବାର ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ୨୦୨୧ ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରିଛି। ସୋମବାର ଏନେଇ ବୋର୍ଡ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ...
Archives


