ବାଉଁଶ ବାଡ଼ିରେ ସୁରକ୍ଷା
ପରଜଙ୍ଗ, ,୧୨।୨(ଡି.ଏନ୍.ଏ.) ଧସିଯାଇଛି ପୋଲକୁ ଲାଗିଥିବା ଆପ୍ରୋଚ୍ ରୋଡ୍। ସାମାନ୍ୟ ଅସାବଧାନ ହେଲେ ବ୍ରିଜ୍ ତଳକୁ ଖସିପଡ଼ିବ ଯାନବାହନ। ଚାଲିଯିବ ମୂଲ୍ୟବାନ ଜୀବନ। ହେଲେ ମୁଖ୍ୟରାସ୍ତା ଉପରେ ଥିବା ଏଭଳି ବିପଦ ପ୍ରତି ସତେଯେମିତି ଆଖି ବୁଜି ଦେଇଛନ୍ତି ଜାତୀୟ ରାଜପଥ…
ଆଜି ଆଉ ୨୪ ଜଣଙ୍କ ଜୀବନ ନେଇଛି କରୋନା
ଭୁବନେଶ୍ୱର,୧୨ା୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ମୃତ୍ୟୁସଂଖ୍ୟା ବଢିଚାଲିଛି। ଆଜି ଆଉ ୨୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ସର୍ବାଧିକ…
ଜନଜାତି ଅଞ୍ଚଳରେ ଛାତ୍ରୀଛାତ୍ରଙ୍କ ବିକାଶ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ‘ମୋ ସ୍କୁଲ୍’ ଅଭିଯାନର ୯ମ ପରିଚାଳନା ପରିଷଦ ବୈଠକ ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ମୋ ସ୍କୁଲ୍ ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ ଯୋଗଦେଇ କହିଥିଲେ, ‘ମୋ ସ୍କୁଲ୍’ ମାଧ୍ୟମରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ବ୍ୟାପକତା, ନିରପେକ୍ଷତା ଓ ସ୍ବଚ୍ଛତାକୁ…
୩ ଜୋନ୍ରେ ତ୍ରିମୁଖୀ ଲଢ଼େଇ
ଆନନ୍ଦପୁର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ୧, ୨ ଓ ୩ନଂ ଜିଲା ପରିଷଦ ଜୋନରେ ପ୍ରଚାର ସରଗରମ ହେବାରେ ଲାଗିଛି। ଏହି ଜୋନ ଗୁଡ଼ିକରେ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେଉଥିବା ଲକ୍ଷ୍ୟ କରାଯାଉଛି।…
ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ
ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର ଜିଲା ଖଇରା ବ୍ଲକ ଗଣ୍ଡିବେଡ ଗ୍ରାମର ପ୍ରମିତା ଦାସ। ସ୍ବାମୀଙ୍କ ଅସ୍ତ୍ରୋପଚାର ଲାଗି ଅଧିକ…
ପ୍ରତିଶ୍ରୁତିରେ ଅଟକିଛି ବିକାଶ
ଭଦ୍ରକ ଅଫିସ,୧୨।୨: ପ୍ରତିଶ୍ରୁତିରେ ଅଟକିଛି ଘାଟ ଓ ପୋଲର ବିକାଶ। କେବଳ ନିର୍ବାଚନ ଆସିଲେ ନେତାଙ୍କ ପ୍ରତିଶ୍ରୁତି ହିଁ ସାର। ନିର୍ବାଚନ ସରିଲେ ଘାଟର ଅବସ୍ଥା କଥାକୁ ଗୁରୁତ୍ୱ ଦିଆଯାଉ ନାହିଁ। କେଉଁଠି ଦଉଡ଼ିରେ ବନ୍ଧା ଯାତ୍ରୀଙ୍କ ଜୀବନ ତ ଆଉ…
୧୨ ମାସ ହେଲା ବୃଦ୍ଧାଙ୍କୁ ମିଳୁନି ଭତ୍ତା, ରାଶନ ସାମଗ୍ରୀ
ନୂଆଗାଁ, ୧୨ା୨ (ଡି.ଏନ.ଏ.) : ଦାରିଦ୍ର୍ୟର ସୀମାରେଖା ତଳେ ରହୁଥିବା ଗରିବ ଲୋକଙ୍କୁ ଖାଦ୍ୟ ଦେବାକୁ ୫ କେଜି ରାଶନ ଯୋଗାଇ ଦେଉଛନ୍ତି। ସେହିପରି ବାର୍ଦ୍ଧକ୍ୟ ସମୟ ଅବା ବିଧବା ମହିଳାଙ୍କୁ ସହାୟ ପାଇଁ ସରକାର ଭତ୍ତା ଯୋଜନା କରିଛନ୍ତି। ମାତ୍ର…
ଫାଇଦା ଉଠାଇପାରୁନାହାନ୍ତି ଭାଜପା, କଂଗ୍ରେସ
ନୟାଗଡ଼ ଅଫିସ/ରଣପୁର,୧୨।୨(ସ୍ବ./ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ୨୪ନଂ. ଜୋନ୍ରେ ଶାସକ ଦଳରେ ଚାଲିଛି ବଳ କଷାକଷି। ଏହି ଜୋନ୍ରେ ବିଜେଡି ପ୍ରାର୍ଥୀ ପ୍ରଚାରରେ ଆଗୁଆ ଥିବାବେଳେ ଦଳୀୟ କନ୍ଦଳ ଚିନ୍ତା ବଢ଼ାଉଛି। ଏହି ଜୋନ୍ ଅଧୀନ ପଞ୍ଚାୟତଗୁଡ଼ିକରେ ବିଜେଡି ସମର୍ଥନରେ…
ପ୍ରତିଦ୍ୱନ୍ଦ୍ୱିତାରେ ପୁରୁଖା ନେତା
ଚଣ୍ଡିଖୋଲ,୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ୧୯ ନଂ. ଜୋନ୍ ଜିଲା ପରିଷଦ ଆସନରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ, ଭାଜପା ଓ ଆମ୍ ଆଦମୀ ପାର୍ଟି ପକ୍ଷରୁ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଏଠାରେ ବିଜେଡି ପକ୍ଷରୁ ବ୍ଲକ…
ବିଜୟଧାରା ବଦଳାଇପାରେ ଶ୍ରମିକ ଅଶାନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, ୧୨ା୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଖଣି ତଥା ଶିଳ୍ପ ଶ୍ରମିକମାନେ ଗଣତାନ୍ତ୍ରିକ ଅଧିକାର ପ୍ରତି ସର୍ବାଧିକ ସଚେତନ। ଏଠାରେ ୨୦୧୯ରେ ୭୯.୩୮%, ୨୦୧୪ରେ ୮୪.୩୫%, ୨୦୦୯ରେ ୭୬.୪୪% ଓ ୨୦୦୪ ସାଧାରଣ ନିର୍ବାଚନରେ ୭୬.୩୯% ମତଦାନ…
ଚାନ୍ଦିବାଉଁଶମୂଳ ପଞ୍ଚାୟତରେ ୬ ଆହତ
ରାଜନଗର,୧୨ା୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପ୍ରଥମଥର ଦୁଇ ଗୋଷ୍ଠୀ ମଧ୍ୟରେ ନିର୍ବାଚନକୁ ନେଇ ହିଂସା ଉପୁଜିଛି। ଏଥିରେ ୬ଜଣ ଆହତ ହୋଇ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।…
ଷ୍ଟ୍ରଙ୍ଗ୍ରୁମ୍, କାଉଣ୍ଟିଂ ହଲ୍ରେ ସିସିଟିଭି ବ୍ୟବସ୍ଥା
ଜଗତ୍ସିଂହପୁର ଅଫିସ, ୧୨ା୨: ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁପରିଚାଳନା ନିମନ୍ତେ ପୋଲିସ-ମାଜିଷ୍ଟ୍ରେଟ୍ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ପାରୁଲ ପଟୱାରୀ ଯୋଗଦେଇ କହିଥିଲେ,…
Archives


