ଦଶମ ପିଲାଙ୍କ ପାଇଁ ନୂଆ ଢାଞ୍ଚା
ଭୁବନେଶ୍ୱର, ୧୭।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ପରୀକ୍ଷା ହେବ। ଏଭଳି ପନ୍ଥା ଆପଣେଇଛି ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍ଇ)। ରାଜ୍ୟରେ ଯଦି କୋଭିଡ୍ କଟକଣା କିମ୍ବା ଅନ୍ୟ କୌଣସି କାରଣରୁ ବିଦ୍ୟାଳୟ ବନ୍ଦ...
କ୍ରୀଡ଼ାମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କଲେ ବିଧାୟକ
ଉମରକୋଟ/ରାଇଘର,୧୭ା୭(ସ୍ବ.ପ୍ର./ଡି.ଏନ୍.ଏ.): ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ୩ ଦିନିଆ ନବରଙ୍ଗପୁର ଜିଲା ଗସ୍ତ କରିଛନ୍ତି। ଶନିବାର ସେ ଉମରକୋଟ ଯାଇଥିଲେ। ତେବେ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଭାଜପା। ମନ୍ତ୍ରୀ ଉମରକୋଟ ଏବଂ ରାଇଘର ଗସ୍ତ...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ବ୍ଲାକ୍ମେଲ
ପାରଳାଖେମୁଣ୍ଡି,୧୭।୭: ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲାକ୍ରମେ ଅଡ଼ବା ପୋଲିସ ଏକ ମାମଲା(ନଂ. ୧୬/୨୧) ରୁଜୁ କରି ତଦନ୍ତ ଚଳାଇଛି। ଅଭିଯୁକ୍ତ ଜଣକ...
ଶିଶୁକନ୍ୟା ଜନ୍ମ ହେବାରୁ ମା’ ହସ୍ପିଟାଲରୁ ଫେରାର
ବ୍ରହ୍ମପୁର ଅଫିସ,୧୭।୭: ଜଣେ ମା’ ଶିଶୁକନ୍ୟାଙ୍କୁ ଜନ୍ମ ଦେବା ପରେ ମେଡିକାଲରୁ ଫେରାର ହୋଇଯାଇଛନ୍ତି। ଏଭଳି ଘଟଣା ଶୁକ୍ରବାର ରାତିରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି। ନବଜାତ ଶିଶୁକନ୍ୟାର ସୁରକ୍ଷା ଓ ଯତ୍ନ ପାଇଁ ତାକୁ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର...
ଗାଡ଼ିରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ ଗଞ୍ଜେଇ
ବରଗଡ଼ ଅଫିସ୍,୧୭।୭: ସୋନପୁରରୁ ଛତିଶଗଡ଼ ଚାଲାଣ ହେଉଥିବା ବେଳେ ୨ଟି ଗଞ୍ଜେଇ ବୋଝେଇ କାର୍କୁ ବରଗଡ଼ ଜିଲା ସୋହେଲା ପୋଲିସ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ ୨୩୩ କି.ଗ୍ରା ହେବ। ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଛି।...
ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍ଲାଇନ୍ ଯୋଗେ ପାଠ ପଢ଼ାଯାଉଛି। ମାତ୍ର ଏହା ଦ୍ୱାରା ଅନେକ ଛାତ୍ରୀଛାତ୍ର ଉପକୃତ ହୋଇପାରୁ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ...
ଝିଅପୁଅଙ୍କୁ ଘରୁ ଡାକି ନେଇ କୂଅକୁ ଠେଲି ଦେଲେ ମା’, ନିଜେ କଲେ ଆତ୍ମହତ୍ୟା ଉଦ୍ୟମ
ରାଇକିଆ,୧୭ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମା’ ୯ ବର୍ଷର ଝିଅ ଏବଂ ୫ ବର୍ଷର ପୁଅକୁ କୂଅକୁ ଠେଲି ଦେଇଛନ୍ତି। ଝିଅପୁଅଙ୍କୁ ଘରୁ ଡାକି ନେଇ ରାଇକିଆ ନିକଟସ୍ଥ ଅଲିମାହା...
ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ଘଟଣା: ଜଗନ୍ନାଥଙ୍କୁ ଏମ୍ସରେ ଭର୍ତ୍ତି
ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଜଗନ୍ନାଥଙ୍କ ହାତରେ ଗଭୀର ଆଘାତ ଲାଗିଛି। ପ୍ରିୟଙ୍କାକୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ସେ ନିଜେ ମଧ୍ୟ ହାତକାଟି...
ଆଧୁନିକୀକରଣ ହେବ ଜେଲ
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ ଥିବା ଜେଲଗୁଡ଼ିକର ଆଧୁନିକୀକରଣ ହେବ। ଏନେଇ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଜେଲ ବିଭାଗ ପକ୍ଷରୁ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବକୁ ଗୃହ ବିଭାଗ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଅନେକ ସମୟରେ...
ମିଶନ ଶକ୍ତିକୁ ୪୫୩.୫ କୋଟି
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା...
୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଓ ଅଭିନବ...
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ
ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ...
Archives


