ରାଜ୍ୟ

ଆନ୍ଦୋଳନରୁ ଓହରିଲେ ୪ ବାର୍‌ ଆସୋସିଏଶନ

କଟକ ଅଫିସ,୨୭।୧: ପଶ୍ଚିମ ଓଡ଼ିଶାର ୪ ବାର୍‌ ଆସୋସିଏଶନ ବିଧିବଦ୍ଧ ଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରିଯାଇଛନ୍ତି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁର ବାର୍‌ ଆସୋସିଏଶନ, ବିନିକା ବାର୍‌ ଆସୋସିଏଶନ, ବୀରମହାରାଜପୁର ବାର୍‌ ଆସୋସିଏଶନ...

ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ

ଢେଙ୍କିକୋଟ,୨୭ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି ଜାତୀୟ ରାଜପଥରୁ ୩୦ ଫୁଟ...

ଜାତୀୟ ସ୍ମୃତି ହେବ ଗୋପବନ୍ଧୁଙ୍କ ଜନ୍ମପୀଠ: ସୁଆଣ୍ଡୋରେ ୫-ଟି ସଚିବ

ସାକ୍ଷୀଗୋପାଳ,୨୭ା୧(ଡି.ଏନ.ଏ)- ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମପୀଠକୁ ଜାତୀୟ ସ୍ମୃତି ଭାବେ ସଂରକ୍ଷିତ କରାଯିବାକୁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କାର୍ତ୍ତିକେୟାନ ପାଣ୍ଡିଆନ ରବିବାର ଅପରାହ୍ନରେ ପୁରୀ ଜିଲା ସତ୍ୟବାଦୀ ବ୍ଲକର...

ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ। ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳିଦେଇଥିବା ବେଳେ ଲୋକମାନଙ୍କୁ...

କରୋନା ଲାଗି ଭୁବନେଶ୍ୱର ବିମାନ ବନ୍ଦରରେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ଭୁବନେଶ୍ୱର  ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ସୋମବାର ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବିଦେଶରୁ ମୁଖ୍ୟତଃ ଚାଇନାରୁ ଆସୁଥିବା ଯାତ୍ରୀଙ୍କଠାରେ ଥଣ୍ଡା, ଜ୍ୱର, କାଶ, ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ଭଳି ସଂକ୍ରମଣ ଲକ୍ଷଣ ଦେଖାଗଲେ...

କରୋନା ଭୂତାଣୁ ଆତଙ୍କ; ଭୟଭୀତ ହୁଅନ୍ତୁ ନାହିଁ : ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ ଥିବାବେଳେ କେହି ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ରାଜ୍ୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଷ୍ଟ୍ର...

ପୁଣି ଥରାଇବ ଶୀତ, ଦୁଇଦିନ ମଧ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଆସନ୍ତା ଦୁଇଦିନ ମଧ୍ୟରେ ପୁଣି ଶୀତ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ୨୮ ଓ ୨୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ...

ମାଓବାଦୀ-ଗ୍ରାମବାସୀଙ୍କ ଲଢ଼େଇ: ପ୍ରତିଶୋଧ ପରାୟଣ ହୋଇ ମାଓବାଦୀ ଜାଳିଦେଲେ ୧୦ ଘର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଥିଲା। ମାଓବାଦୀ ଗ୍ରାମବାସୀଙ୍କ ମଧ୍ୟରେ ହୋଇଥିବା ଏହି ଲଢ଼େଇରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତରହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।...

ଜିଲା ମୁଖ୍ୟ ଡାକ୍ତରଖାନାକୁ ଆରମ୍ଭ ହେଲା ନିଃଶୁଳ୍କ ବସ୍‌ ସେବା

ବରଗଡ ଅଫିସ,୨୬।୧: ବରଗଡ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରୁ ଭଟଲି ବ୍ଲକ ଟୁକୁର୍ଲା(ଖେଦାପାଲି)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ନିଃଶୁଳ୍କ ବସ୍‌ ସେବା ଆରମ୍ଭ ହୋଇଛି। ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ...

ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣାଯିବ:ମନ୍ତ୍ରୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ମଣ୍ଡିରେ ମଧ୍ୟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। ଏହି କ୍ରମରେ ଚାଷୀମାନେ ରାସ୍ତାକୁ ଓହ୍ଲାଉଥିବା ଦେଖାଯାଉଛି। ରବିବାର ଧାନ କିଣା ନେଇ...

ଜଙ୍ଗଲରେ ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମବେଳେ ଉଦ୍ଧାର କଲେ ଲୋକେ, ଜଣେ ଅଟକ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ଯୁବକ ଜଙ୍ଗଲରେ ବଳାତ୍କାର ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ ଧରି ପୋଲିସ ଜିମା...

ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରିବା ଲାଗି ଗ୍ରାମବାସୀଙ୍କୁ ଆଦେଶ ଦେଇଥିଲେ। ମାତ୍ର ଗ୍ରାମବାସୀ ଏହାର ବିରୋଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri