ରାଜ୍ୟ

ମିଳୁନି ବିଏସ୍‌ଏନ୍‌ଏଲ୍‌ ସେବା, ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

ରାଇକିଆ,୧୭ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱେର ପଞ୍ଚାୟତବାସୀ ବିଏସ୍‌ଏନ୍‌ଏଲ ସେବାରୁ ବଞ୍ଚିତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଟାଓ୍ବାର ସ୍ଥାପନ ହେଇଥିଲେ ମଧ୍ୟ ସେବା ମିଳି ପାରିନାହିଁ। ଇଣ୍ଟରନେଟ୍‌ ଯୁଗରେ ଲୋକେ ମୋବାଇଲ ଭଳି ସାଧାରଣ ସୁବିଧା ପାଇ ପାରିନାହାନ୍ତି।…

ଦଲାଲଙ୍କ କବ୍‌ଜାରେ ବାଲେଶ୍ୱରର ୧୦ ଶିଶୁଶ୍ରମିକ, ଧାନ କାଟିବାକୁ ଆସି…

ମହାକାଳପଡ଼ା,୧୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ଆରମ୍ଭ ହୋଇଛି। ଏହି ଅବସରରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି। ଏହାର…

ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘରେ ବୁଲିଲା ବୁଲ୍‌ଡୋଜର

ଜଗତସିଂହପୁର,୧୭।୧୧: ଭାରତରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଉପସ୍ଥିତିକୁ ନେଇ ସାରା ଦେଶରେ ଚିନ୍ତାପ୍ରକଟ କରାଯାଉଛି। ଏଭଳିସ୍ଥିତିରେ ଜଗତସିଂହପୁର ଜିଲା ସଦର ଥାନା ବେହେରାମପୁର ବସ୍ତିରେ ଥିବା ସନ୍ଦିଗ୍ଧ ’ବାଂଲାଦେଶୀ’ଙ୍କ ଘରକୁ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ମାଜିଷ୍ଟ୍ରେଟ ଏବଂ ଉପଜିଲାପାଳଙ୍କ ଉପସ୍ଥିତିରେ ସନ୍ଦିଗ୍ଧ…

ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୧୭ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ଦିନକୁ ଦିନର ଶୀତର ପ୍ରକୋପ ବଢ଼ୁଥିବା ବେଳେ ଜି.ଉଦୟଗିରିରେ ଦୈନନ୍ଦିନ ପାରଦ ତଳମୁହାଁ ହେଉଛି। ଫଳରେ ଅଞ୍ଚଳବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେଉଛି। ପ୍ରବଳ ଶୀତ ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ…

ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ: ୨ ଦଫା ଦାବି ନେଇ…

ଭୁବନେଶ୍ୱର,୧୭।୧୧(ଅନୁରାଧା ମହାରଣା):୨ ଦଫା ଦାବି ନେଇ ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ। ମୂଳ ପଦବୀକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍‌ ପେ’ ପ୍ରଦାନ, ୨୦୦୧ରୁ ୨୦୨୪ ମସିହା ପର୍ଯ୍ୟନ୍ତ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରି…

ଓଡ଼ିଶା ଉପରେ ଆତଙ୍କବାଦୀଙ୍କ ନଜର: ଗୋଇନ୍ଦାକୁ ଅଧିକ ସକ୍ରିୟ

ଭୁବନେଶ୍ୱର,୧୭ା୧୧(ତ୍ରିନାଥ ମହାନ୍ତି):ଆତଙ୍କବାଦୀଙ୍କ ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶା ହାଇଆଲର୍ଟରେ ରହିଛି। ପୁରୀ, ଭୁବନେଶ୍ୱର, କଟକ, ପାରାଦୀପ, ବାଲେଶ୍ୱର, ସମ୍ବଲପୁର, ରାଉରକେଲା ଭଳି ବଡ଼ ସହର ସମେତ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ, ଉପକୂଳ ତଥା ସମୁଦ୍ରାଞ୍ଚଳରେ ସୁରକ୍ଷା ବଢାଇ ଦିଆଯାଇଛି। ଦିଲ୍ଲୀ…

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ ଜଣାପଡ଼ିଛି…

ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ…

ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ବଡ଼ ଆଶ୍ୱସ୍ତି, ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୬ା୧୧: ଟ୍ରାଫିକ୍ ନିୟମ ଉଲ୍ଲଂଘନ କରିଥିବା ଯାନବାହନ ମାଲିକ ଓ ଚାଳକମାନଙ୍କ ପାଇଁ ଓଡ଼ିଶା ସରକାର ଏକ ବଡ଼ ରିହାତି ଘୋଷଣା କରିଛନ୍ତି। ମୋଟର ଯାନ ଆଇନ୍, ୧୯୮୮ ଅନୁଯାୟୀ କିଛି ନିର୍ଦ୍ଦିଷ୍ଟ ଉଲ୍ଲଂଘନ କ୍ଷେତ୍ରରେ ପଡ଼ି ରହିଥିବା ଜରିମାନା ରାଶିକୁ…

ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର, ବୁଲେଟିନ୍ ଜାରି କଲା ଏମ୍ସ

ଭୁବନେଶ୍ୱର,୧୬ା୧୧: ଅସୁସ୍ଥତା ଯୋଗୁଁ ଏମ୍ସରେ ଚିକିତ୍ସାଧୀନ ଥିବା ଲୋକପ୍ରିୟ ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି। ଏମ୍ସ ପକ୍ଷରୁ ଜାରି ହୋଇଥିବା ସଦ୍ୟ ସ୍ୱାସ୍ଥ୍ୟ ବୁଲେଟିନ୍ ଅନୁଯାୟୀ, ତାଙ୍କର ‘ସେନ୍ସୋରିୟମ୍’ (ସମ୍ବେଦନଶୀଳତା)ରେ ଉନ୍ନତି ଘଟିଛି ଏବଂ ସେ…

ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କଲେ ପୃଥ୍ବୀରାଜ ହରିଚନ୍ଦନ, କହିଲେ ନିଜ ପରାଜୟ ପାଇଁ…

ଭୁବନେଶ୍ୱର,୧୬ା୧୧: ନୂଆପଡ଼ା ପରାଜୟ ପରେ ଗୃହଶତ୍ରୁ ବିଭୀଷଣ କଥା ଉଠାଇଥିବାରୁ ରାଜ୍ୟ କଂଗ୍ରେସ ସଭାପତି ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କଟାକ୍ଷ କରି ସେ କହିଛନ୍ତି, ହାରିବାର ଅନେକ କାରଣ ବାହାରେ, ଜିତିବାର କାରଣ କେବଳ…

ଆଇନମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ…

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମୀକ୍ଷା ପରେ ଆଇନମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri