ରାଜ୍ୟ

ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ଜୁନ ୨ ଯାଏ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୧୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ପ୍ରକାଶ ଯେ, ସୁବାସ ସିଂ କଟକ ମେୟରଭାବେ…

ବଦଳିଲେ ୨ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନିର୍ବାହ…

ରାଜ୍ୟରୁ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୫(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…

ବିଜ୍ଞାନ ଶିକ୍ଷାର ପ୍ରସାର କରିବ ‘ମୋ ସ୍କୁଲ୍‌’

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ଗଣିତ, ବିଜ୍ଞାନ, କମ୍ପ୍ୟୁଟର ବିଜ୍ଞାନରେ ସରକାରୀ ସ୍କୁଲ୍‌ର ପିଲାଙ୍କୁ ଅଧିକ ଦକ୍ଷ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ପୁରାତନ ଛାତ୍ର ଓ ବିଭିନ୍ନ ସଙ୍ଗଠନ ମାଧ୍ୟମରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛି। ଶିକ୍ଷକଙ୍କ ଦକ୍ଷତା ବିକାଶ ଲାଗି ଦ୍ୱିତୀୟ…

ବିବାହ ବାହାନାରେ ରାଜସ୍ଥାନକୁ ମହିଳା ଚାଲାଣ

ଯାଜପୁର ଅଫିସ,୨୬ା୫: ପ୍ରଶାସନ ଓ ପୋଲିସର ଦୃଷ୍ଟି ଆଢ଼ୁଆଳରେ ବିବାହ ଆଳରେ ଗରିବ ଯୁବତୀ ଓ ମହିଳାମାନଙ୍କୁ ବିଭିନ୍ନ ରାଜ୍ୟକୁ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଅତୀତରେ ଅନେକ ଅଭିଯୋଗ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ବେଳେ ମଙ୍ଗଳବାର ଯାଜପୁର ଜିଲାର…

ସ୍ନାନବେଦିରେ ମିଳିବ ଦାରୁଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୨୬।୫: ନୀଳାଦ୍ରି ଭକ୍ତନିବାସରେ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ବୈଠକରେ ରାଜେନ୍ଦ୍ରାଭିଷେକ, ରୁକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି…

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରକ୍ଷକ ହୋଇ ଭକ୍ଷକ ସାଜିଛନ୍ତି କମିଶନରେଟ ପୋଲିସର ଜଣେ କନଷ୍ଟେବଳ। ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ରଜନୀକାନ୍ତ ଗମାଙ୍ଗ ନାମକ କନଷ୍ଟେବଳ ଗିରଫ ହୋଇଛନ୍ତି। ଜନୈକା ନାବାଳିକାକୁ ୪ ବର୍ଷ ଧରି ସେ ଯୌନ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ…

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ…

ଅଶାନ୍ତ ରାଜଧାନୀ: ପୋଲିସ ଆଗରେ ହଣାକଟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀ ଭୁବନେଶ୍ୱର। ବୁଧବାର ଜମିଜମାକୁ କେନ୍ଦ୍ର କରି ଜନଗହଳି ପୂର୍ଣ୍ଣ ରାସ୍ତା ଏପରିକି ପୋଲିସ ସମ୍ମୁଖରେ ବଡ଼ ଭାଇଙ୍କୁ ହାଣିଛନ୍ତି ସାନ ଭାଇ। ଏପରି ଘଟଣା ଘଟିଛି ପୁରୁଣା ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଧୀନ…

ହାଇଓ୍ବା ଧକ୍କାରେ ୩ ଜଣଙ୍କ ଜୀବନ ଗଲା

ସମ୍ବଲପୁର ଅଫିସ,୨୫ା୫: ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଭବାନୀପାଲି ପେଟ୍ରୋଲ ପମ୍ପ ସାମ୍ନା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୪୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଅନୁଭବଙ୍କ ନାଁରେ ଆଉ ଏକ ଏତଲା ଦେଲେ ବର୍ଷା

କଟକ ଅଫିସ,୨୫ା୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କଟକ ସାଇବର ଥାନାର ଆଉ ଏକ ଏତଲା ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଭାବମୂର୍ତ୍ତିକୁ ଅନୁଭବ କଳଙ୍କିତ ଉଦ୍ୟମ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?