ରାଜ୍ୟ

ଭିଜିଲାନ୍ସ ଜାଲରେ ରେଞ୍ଜର

ବାଲିଗୁଡ଼ା,୧୦ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ…

ଦଶମ,ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର,୧୦।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ବ୍ୟାପକ ଆଲୋଚନା କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ଆଲୋଚନା ପରେ ବୋର୍ଡ ଓ କାଉନସିଲ ମୁଖ୍ୟ ପରୀକ୍ଷା ସମୟ…

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି ଚିହ୍ନଟ କରାଯାଇଛି। ପରିବା ହୋଲସେଲ ମାର୍କେଟ ପାଇଁ ସେଠାରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବାକୁ…

ଇଭିଏମ୍‌ରେ ହେବ ପୌର ନିର୍ବାଚନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ(ଇଭିଏମ୍‌)ରେ ହେବ। ସର୍ବଦଳୀୟ ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ଗୁରୁବାର ଏହି ସୂଚନା ଦେଇଛନ୍ତି। ତେବେ ଗୋଟିଏ ବୁଥ୍‌ରେ ଦୁଇଟି ଲେଖାଏ ଇଭିଏମ୍‌ ରଖାଯିବ। ଗୋଟିଏ ଇଭିଏମ୍‌ କାଉନ୍‌ସିଲର/କର୍ପୋରେଟରଙ୍କୁ ଭୋଟ୍‌ ପାଇଁ…

ସର୍ବଦଳୀୟ ବୈଠକ ଶେଷ: ୨୪ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୌର ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି । ଗୁରୁବାର ବସିଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏନେଇ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ…

୧୪ ନଂ ଜୋନ୍‌ରେ ପ୍ରାର୍ଥିନୀଙ୍କ ପ୍ରଚାର ଜୋରଦାର

ଗଞ୍ଜାମ,୧୦ା୨(ଡି.ଏନ୍‌.ଏ.): ଆଉ ମାତ୍ର ଦିନ କେଇଟା  ପରେ ଗଞ୍ଜାମ ବ୍ଲକରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ୧୪ ନମ୍ବର ଜୋନ୍‌ରେ ବିଜେଡି ପ୍ରାର୍ଥିନୀ ସସ୍ମିତା ସ୍ବାଇଁ ପ୍ରଚାରକୁ ଜୋରଦାର କରିଛନ୍ତି। ଗୁରୁବାର ସନ୍ତୋଷପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ଦଳୀୟ ନେତୃବୃନ୍ଦଙ୍କୁ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ନିର୍ଦ୍ଦେଶ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କାର୍ଯ୍ୟକୁ ସୂଚାର ରୂପେ ସମ୍ପାଦନା କରିବା ନିମନ୍ତେ ଅନେକ ଯାନବାହନର ଆବଶ୍ୟକ ରହିଛି। ଯାନବାହନ ଅଧିଗ୍ରହଣ ପ୍ରକ୍ରିୟାରେ ସହଯୋଗ ନିମନ୍ତେ ସମ୍ପୃକ୍ତ ଗାଡ଼ିମାଲିକଙ୍କୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ବିଜୟ…

ବସିଲା ସର୍ବଦଳୀୟ ବୈଠକ, ପୌର ନିର୍ବାଚନ ତାରିଖ ହୋଇପାରେ ଘୋଷଣା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୌର ନିର୍ବାଚନ ନେଇ ବସିଲା ସର୍ବଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ରାଜ୍ୟର ତିନି ପ୍ରମୁଖ ଦଳ ସମେତ ଓ ଅନ୍ୟାନ୍ୟ ଦଳର ପ୍ରତିନିଧିମାନେ ଏଥିରେ ଯୋଗ ଦେଇଛନ୍ତି । ଏହି ବୈଠକରେ…

‘ମୃତ୍ୟୁହାର କମିବାକୁ ଆହୁରି ୬ରୁ ୭ ସପ୍ତାହ ଲାଗିବ’

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସଂକ୍ରମଣ ପିକ୍‌ ପରେ ମୃତ୍ୟୁହାର କମିବାକୁ ୬ରୁ ୭ ସପ୍ତାହ ଲାଗିବ। ଏଭଳି ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ବର୍ତ୍ତମାନ ବିଭିନ୍ନ ଭାରିଆଣ୍ଟ ରହିବ, ଭାଇରସ ଥିବା ଯାଏ ପ୍ରଜାତି ମଧ୍ୟ ବଦଳିବ। ନୂଆ…

ନନ୍ଦନକାନନର ଧଳା ବାଘୁଣୀ ବିଜୟାର ଛୁଆ ରକି ଅସୁସ୍ଥ

ବାରଙ୍ଗ,୧୦।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ବିଜୟାର ୧୦ ମାସର ଛୁଆ ରକି ଅସୁସ୍ଥ ହୋଇପଡିଛି। ୪ ଦିନ ହେଲା ରକିର ତରଳ ଝାଡା ହେବା ସହ ଦେହରେ ତାତି ରହୁଛି । ଓୟୁଏଟି ବିଶେଷଜ୍ଞ ଡା. ନିରଞ୍ଜନ ସାହୁଙ୍କ ନେତୃତ୍ୱରେ ନନ୍ଦନକାନନ…

ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ନେଇ ଗୁରୁବାର ସର୍କିଟ ହାଉସ୍‌ରେ ବସିବ ସର୍ବଦଳୀୟ ବୈଠକ । ଏଡିଏମ୍‌ଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ବୈଠକରେ ନିର୍ବାଚନ ସମ୍ପର୍କିତ ବିଭିନ୍ନ…

ସୁନ୍ଦରଗଡ଼ରୁ ୧୨ ମୁଣ୍ଡ ନେଲା କରୋନା; ଆଖି ବୁଜିଲେ ୨୧

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ୨୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୨ଜଣ ଥିବା ବେଳେ ବାଲେଶ୍ୱରରୁ ଜଣେ, ଭଦ୍ରକରୁ ୨, ଭୁବନେଶ୍ୱରରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ଜଣେ, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏନେଇ ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri