ଗ୍ରୀନ୍ ଓ୍ବାଲ୍ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ପୁରୁଣା ଭୁବନେଶ୍ୱର, ୧୩।୭(ଡି.ଏନ୍.ଏ.): ଗ୍ରୀନ୍ ଓ୍ବାଲ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି। ଏଥିରେ ଲେଖା ରହିଛି, ଟୁ ଦି ଅନରେବଲ୍ ଚିଫ୍ ମିନିଷ୍ଟର ଅଫ୍ ଓଡ଼ିଶା, ଶ୍ରୀ ନବୀନ ପଟ୍ଟନାୟକ। ‘ସାଇକ୍ଲୋନ୍ ପ୍ରୋନ୍ ଓଡ଼ିଶା ନିଡ୍ସ ଏ ନିୟୁ ଟ୍ରି-ଟ୍ରାନ୍ସପ୍ଲାଣ୍ଟର...
ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅଭିଯୋଗ ସତ୍ତ୍ୱେ ଥାନାରୁ ନ୍ୟାୟ ନ ପାଇବାରୁ ସୋମବାର ଜଣେ ଯୁବକ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଶହୀଦନଗର...
ବିଜେଡି ନୂଆ କାର୍ଯ୍ୟାଳୟର ଶୁଭ ଦେଲେ ନବୀନ
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜେଡି ରାଜ୍ୟ କାର୍ଯ୍ୟାଳୟର ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଦଳର ମୁଖ୍ୟ କାର୍ଯ୍ୟାଳୟକୁ ଅତ୍ୟାଧୁନିକ ଭାବେ ନିର୍ମାଣ କରାଯିବାକୁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପବିତ୍ର ରଥଯାତ୍ରା ଅବସରରେ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ...
ଓଡ଼ିଶୀ ସଙ୍ଗୀତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ଉଦ୍ଘାଟିତ
ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ ଓଡ଼ିଶାର ପରିଚୟ। ଶ୍ରୀଜଗନ୍ନାଥ ମନ୍ଦିର ସେବାରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ବିଶେଷ ଯୋଗଦାନ ରହିଛି। ଓଡ଼ିଶାର ଏହି ଉତ୍କୃଷ୍ଟ କଳାର ବିକାଶ ତଥା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପ୍ରଚାର ପ୍ରସାର ପାଇଁ...
ତୈଳ, ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ ରାସ୍ତାରେ ଛାତ୍ର କଂଗ୍ରେସ
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅନୁଲେଖା ବୋଷା ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ବିମାନବନ୍ଦରରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସ୍ବାଗତ କରିଛନ୍ତି। ଏହି...
ପେଟ୍ରୋଲ ବଢ଼ିଲା, ଡିଜେଲ କମିଲା
ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଦର ବୃଦ୍ଧି ପାଇଥିବା ବେଳେ ୮୮ ଦିନ ପରେ ପ୍ରଥମ ଥର ପାଇଁ ଡିଜେଲ ମୂଲ୍ୟ ହ୍ରାସ ପାଇଛି। ଏପ୍ରିଲ ୧୫ରେ ଶେଷ ଥର ପାଇଁ ଉଭୟ ପେଟ୍ରୋଲ ଓ...
ବ୍ରାଣ୍ଡେଡ୍ ବିଶ୍ୱାସରେ ବିଷ
ଅନୁଗୋଳ ଅଫିସ, ୧୩ା୭ ବ୍ରାଣ୍ଡେଡ୍ ପୋଷାକକୁ ଏକ ଆଭିଜାତ୍ୟର ପରିଚୟ ଦିଆଗଲାଣି। ବ୍ୟକ୍ତିତ୍ୱ ଯେମିତି ହେଉ ନା କାହିଁକି, ଆଜିକାଲିର ଯୁବପିଢ଼ିଙ୍କ ଏହା ପ୍ରଥମ ପସନ୍ଦ ପାଲଟିଲାଣି। ସେମାନଙ୍କ ମଧ୍ୟରେ ବ୍ରାଣ୍ଡ ଏକ ଫ୍ୟାଶନ ହୋଇଗଲାଣି। ତେଣୁ ଯୁବତୀଯୁବକଙ୍କ ଆଗ୍ରହକୁ...
ସଡ଼କ ଅପେକ୍ଷାରେ ସାତ ଦଶନ୍ଧି
ଢେଙ୍କାନାଳ ଅଫିସ, ୧୩।୭ ବିକାଶ ଦେଖୁଛି ଗାଁ। ବଦଳୁଛି ଗ୍ରାମାଞ୍ଚଳର ଚିତ୍ର। ପକ୍କା ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ବିଦ୍ୟୁତ୍ ଭିତ୍ତିଭୂମିଠାରୁ ଆରମ୍ଭ କରି ଆନୁଷଙ୍ଗିକ ଉନ୍ନୟନମୂଳକ କାର୍ଯ୍ୟରେ ପ୍ରତିବର୍ଷ ଖର୍ଚ୍ଚ ହେଉଛି ବିପୁଳ ଟଙ୍କା। ହେଲେ ରାଜ୍ୟରେ ଏଭଳି...
ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର
ବାଲିକୁଦା,୧୨ା୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ ନ ଲାଗିବା ପାଇଁ ପୁରୀ ଯାଉଥିବାବେଳେ ଅଧାବାଟରେ ସ୍ବାମୀଙ୍କ ବନ୍ଧୁ ତାଙ୍କୁ...
୧୮ଲକ୍ଷ ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ
ଝାରସୁଗୁଡା ଅଫିସ୍,୧୨।୭: ଜଣେ ଅବସରପ୍ରାପ୍ତ ଏମ୍ସିଏଲ୍ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧୮ଲକ୍ଷ ୨୫ହଜାର ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ ହୋଇଛନ୍ତି। ଅବସରପ୍ରାପ୍ତ ଏମ୍ସିଏଲ୍ କର୍ମଚାରୀଙ୍କ ସ୍ତ୍ରୀ ସାରସମାଲ ଗ୍ରାମର ଶ୍ରୀମତି ମୁଣ୍ଡା ଗତ ମଙ୍ଗଳବାର ବ୍ରଜରାଜନଗର ପୋଲିସ୍ ଥାନାରେ...
ଘର ଆଗରେ ଜଗିଥିଲା ମୃତ୍ୟୁ
ଚମ୍ପୁଆ,୧୨ା୭: କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନ ଅଞ୍ଚଳରେ ଏକ ଗୋଠ ଖଣ୍ଡିଆ ଦନ୍ତା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ହାତୀଟି ତାଙ୍କୁ ଘର ଆଗରୁ ଟାଣି ଆଣି କଚାଡ଼ି ମାରି ଦେଇଥିବା ସୂଚନା ମିଳିଛି। ମୃତକ ହେଲେ ପାଞ୍ଚପୋଖରିଆ...
ମୋବାଇଲ ପାଇଁ ଭାଇ ସାଜିଲା ହତ୍ୟାକାରୀ
ବାରିପଦା ଅଫିସ,୧୨ା୭: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଭାଲୁକଚୁଆ ଖଡିଆସାହିରେ ମୋବାଇଲ ଫୋନକୁ ନେଇ ବଡ଼ଭାଇ ମାଡ଼ରେ ସାନଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶମ୍ଭୁ ଦେହୂରୀ(୧୮)। ପୋଲିସ ଅଭିଯୁକ୍ତ ବଡଭାଇ ରୁହିଆ ଦେହୂରୀଙ୍କୁ ଗିରଫ କରିଛି। ପୋଲିସ ସୂଚନା...
Archives


