ରାଜ୍ୟ

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ…

ରାଜ୍ୟରେ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦…

ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗଣଧାରଣା

ବିଞ୍ଝାରପୁର,୯।୧୨(ଡି.ଏନ.ଏ.): ଜରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ସହ ସ୍ଥାୟୀ ଡାକ୍ତର, ଫାର୍ମାସିଷ୍ଟ ଓ ଷ୍ଟାଫନର୍ସ ନିଯୁକ୍ତି ଦାବିରେ ବୁଧବାର ଆଞ୍ଚଳିକ ବୁଦ୍ଧିଜୀବୀ ମଞ୍ଚ ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗଣଧାରଣା ଦିଆଯାଇଛି। ମଞ୍ଚ ସମ୍ପାଦକ ବ୍ରହ୍ମାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଜରି,…

ଏଏମ୍‌ଏନ୍‌ଏସ୍‌ କମ୍ପାନୀ ଫାଟକ ଆଗରେ ଧାରଣା

ପାରାଦୀପ,୯।୧୨(ସ୍ବ.ପ୍ର.): ପାରାଦୀପର ଏଏମ୍‌ଏନ୍‌ଏସ୍‌ (ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ) କମ୍ପାନୀର ମୁଖ୍ୟ ଫାଟକ ଆଗରେ ବୁଧବାର ୪ ଜଣ ଠିକା ଶ୍ରମିକଙ୍କ ପରିବାର ଧାରଣା ଦେଇଥିଲେ। ୮ ମାସର ବକେୟା ଦରମା, ସ୍ଥାୟୀ ନିଯୁକ୍ତି ଦାବିରେ ଉକ୍ତ ଶ୍ରମିକ ପରିବାର ସହର…

ପାହାଡ଼ ଭିତରେ ପ୍ରାଚୀନ ଗୁମ୍ପା ଠାବ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଓଡ଼ିଶାରେ ଏବେ ବି ବହୁ ଐତିହାସିକ କୀର୍ତ୍ତିରାଜ ଲୁକ୍କାୟିତ ହୋଇ ରହିଛି। ସେଗୁଡ଼ିକୁ ଖୋଜିବା ସହ ଲୋକଲୋଚନ ତଥା ସରକାରଙ୍କ ଦୃଷ୍ଟିକୁ ଆଣିବା ପାଇଁ ଅନେକ ସଂସ୍ଥା ତଥା ଅନୁଷ୍ଠାନ ପ୍ରୟାସ ଜାରି ରଖିଛନ୍ତି। ତେବେ ଏଭଳି ଏକ ପ୍ରାଚୀନ…

ମାପ ଓଜନରେ ବ୍ୟାପକ ଠକେଇ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଗତ ୨ ବର୍ଷରେ ମାପ ଓ ଓଜନ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୨ କୋଟି ୮୩ ଲକ୍ଷ ୬୮ ହଜାର ୩୬୫ ଟଙ୍କା ଆଦାୟ ହୋଇଛି । ୨୦୧୯-୨୦ରେ ୧ କୋଟି ୩୧ ଲକ୍ଷ ୯୪ ହଜାର ୬୧୫ ଟଙ୍କାର…

ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାର ତୁରନ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ…

୧୩ରେ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ର ଲୋକାର୍ପଣ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭଗବାନ ଶିବଙ୍କ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଏକ ପ୍ରାଚୀନ ଧାର୍ମିକ ସହର କାଶୀ ବିଶ୍ୱନାଥ ଧାମର ସୌନ୍ଦର୍ଯ୍ୟକରଣ ଓ ସାମଗ୍ରିକ ବିକାଶ କାର୍ଯ୍ୟ ‘ଦିବ୍ୟ କାଶୀ-ଭବ୍ୟ କାଶୀ’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖରେ ଲୋକାର୍ପଣ କରିବେ। ସାରା…

ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୯।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ‘ବ୍ରହ୍ମୋସ’ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ଏୟାରଭର୍ସନ୍‌ର ପରୀକ୍ଷଣ ସଫଳ ହୋଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍‌ ସମୟରେ ସୁଖୋଇ-୩୦ ଏମ୍‌କେ-୧ ଯୁଦ୍ଧବିମାନରୁ ଏହି କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥିଲା। ବିମାନରୁ ସମସ୍ତ…

ଫଟୋ ଦେଖାଇ ମୁହାଁମୁହିଁ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭା ଗତ ୭ ଦିନ ଧରି ଅଚଳ ରହିଛି। ପୂର୍ବରୁ ବିରୋଧୀ ଦଳ ବିଧାନସଭାରେ ହଟ୍ଟଗୋଳ କରୁଥିଲେ। ଗତ ଦୁଇଦିନ ହେବ ବିରୋଧୀଙ୍କୁ କାଉଣ୍ଟର କରିବାକୁ ଶାସକ ଦଳର ସଦସ୍ୟମାନେ ମଧ୍ୟ ହଟ୍ଟଗୋଳ…

୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ୨୦୧୯-୨୦ ଶିକ୍ଷା ବର୍ଷରେ ୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ଏଥିମଧ୍ୟର ନୂଆପଡ଼ାରୁ ସର୍ବାଧିକ ୮୯୬, ଗଞ୍ଜାମ ୫୮୩, ମୟୂରଭଞ୍ଜ ୫୪୨, ସୁନ୍ଦରଗଡ଼ ୫୨୬, ଖୋର୍ଦ୍ଧା ୬୦୩, କେନ୍ଦୁଝର ୬୮୧, କଳାହାଣ୍ଡି ୫୨୮ ପିଲା ରହିଛନ୍ତି। ସେହିଭଳି ରାୟଗଡ଼ା…

ଶ୍ରେଷ୍ଠ ୧୮ ପ୍ରତିଯୋଗୀ ଜାତୀୟ ସ୍ତରରେ ଭାଗନେବେ

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ଓସେପା ପକ୍ଷରୁ ଚାଲିଥିବା ଦୁଇ ଦିନିଆ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ବୁଧବାର ଶେଷ ହୋଇଛି। କରୋନା କଟକଣା ଯୋଗୁ ଛାତ୍ରୀଛାତ୍ରମାନେ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଜିଲା ସ୍ତରରେ କୃତିତ୍ୱ ହାସଲ କରିଥିବା ୯୦ଜଣ ପ୍ରତିଯୋଗୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri