ଏବେ ଦଶମ, ଦ୍ୱାଦଶ ପରୀକ୍ଷା ଚିନ୍ତା
ଭୁବନେଶ୍ୱର, ୯ା୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେଇଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ପରୀକ୍ଷାକୁ ନେଇ ଚିନ୍ତା ବଢ଼ିଛି। ଦୀର୍ଘଦିନ ଧରି ସ୍କୁଲ ବନ୍ଦ ଥିବାରୁ…
ରାଜ୍ୟ ସଭାରେ ନବୀନଙ୍କ ପ୍ରଶଂସା କଲେ ମୋଦି, ଜଣାଇଲେ ଅଭିନନ୍ଦନ
ନୂଆଦିଲ୍ଲୀ,୮ା୨- କୋଇଲା ଓ ଖଣି କ୍ଷେତ୍ରରେ କେନ୍ଦ୍ର ସରକାର ଆଣିଥିବା ସଂସ୍କାରଗୁଡ଼ିକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ…
ଭୋଟ ଦେବା ପାଇଁ ମିଳିବ ୩ ଦିନ ଛୁଟି
ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ର୍ନିବାଚନ ଅନୁଷ୍ଠିତ ହେବ। ଏହି ଭୋଟ ଗ୍ରହଣ ପାଇଁ ସରକାରୀ କର୍ମଚାରୀଙ୍କୁ ଛୁଟି ମିଳିବ। ସରକାରୀ, ସରକାରୀ ଅନୁବନ୍ଧିତ, ନିଗମ, ବୋର୍ଡ କର୍ମଚାରୀଙ୍କୁ ମିଳିବା ନେଇ ପଞ୍ଚାୟତିରାଜ ସଚିବସମସ୍ତ ସଚିବ, ଆର୍ଡିସି…
କୋକସରାରେ ପ୍ରଚାର ମଙ୍ଗ ଧରିଲେ ନବ
କୋକସରା,୮ା୨(ଡି.ଏନ୍.ଏ.): ଗତ ୨୦୧୭ ପଞ୍ଚାୟତ ନିର୍ବାଚନ ରେ କଳାହାଣ୍ଡି ଜିଲା କୋକସରା ବ୍ଲକର ୩ ଜିଲା ପରିଷଦ ଜୋନ୍ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥୀମାନେ ବାଜିମାତ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ଚଳିତ ନିର୍ବାଚନରେ ବିଜେଡି ଗଡ଼ ହାତେଇବାକୁ ସମସ୍ତ ଚେଷ୍ଟା…
ଆସନ୍ତା ୧୪ରୁ ଖୋଲିବ ପ୍ଲେ’ ସ୍କୁଲ, କେଜି
ଭୁବନେଶ୍ୱର,୮।୨(ବ୍ୟୁରୋ): ସ୍କୁଲ ଓ କଲେଜ ଖୋଲିବା ପରେ ଏବେ ଘରୋଇ ପ୍ଲେ’, ନର୍ସରୀ ଏବଂ କେଜି ଶ୍ରେଣୀ ଖୋଲିବ। ଏଥିନେଇ ମଙ୍ଗଳବାର ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଫେବୃୟାରୀ ୧୪ରୁ ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…
ଆସନ୍ତା ୧୯ରେ ପୁରୀ ଆସିବେ ରାଷ୍ଟ୍ରପତି!
ପୁରୀ ଅଫିସ,୮।୨: ଚଳିତ ମାସରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବୃୟାରୀ ୧୯ରେ ପୁରୀ ଆସିବେ। ଦିନକ ପରେ ଅର୍ଥାତ ୨୦ରେ ସେ ଫେରିଯିବେ। ଏହି ଗସ୍ତକାଳରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ…
ବୁଧବାର ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା
କଟକ ଅଫିସ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍ଏସ୍ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ । ମୋଟ ୭୨,୨୮୦ ପରୀକ୍ଷାର୍ଥୀ ଏଥିନେଇ…
୧୨ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ
ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୨ଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍ ଗାଇଡ୍ଲାଇନ୍ ଅନୁସାରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଡବଲ୍ ଡୋଜ୍ ଟିକା ନେଇଥିବା ବ୍ୟକ୍ତିଙ୍କୁ ମନ୍ଦିରରେ ପ୍ରବେଶଣ ନିମନ୍ତେ ଅନୁମତି…
ପୁଣି ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅବସର ନେଇଥିବା ଅଧିକାରୀମାନେ ହେଲେ ବରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର…
ପୌରାଞ୍ଚଳ ନିର୍ବାଚନ ପାଇଁ ବଢିଲା ନିର୍ବାଚନୀ ଖର୍ଚ୍ଚ: ଜାଣନ୍ତୁ କେତେ ପର୍ଯ୍ୟନ୍ତ କରିପାରିବେ
ଭୁବନେଶ୍ୱର,୮।୨(ବ୍ୟୁରୋ): ପୌରାଞ୍ଚଳ ନିର୍ବାଚନ ପାଇଁ ନିର୍ବାଚନୀ ଖର୍ଚ୍ଚ ବଢ଼ିଛି। ଏନ୍ଏସି ମ୍ୟୁନିସିପାଲିଟି ଏବଂ ମ୍ୟୁନିସିପାଲ କର୍ପୋରେଶନ ନିର୍ବାଚନୀ ଖର୍ଚ୍ଚ ବଢ଼ିଥିବା ବେଳେ ରାଜ୍ୟ ନିର୍ବାଚନ ଆୟୋଗ ଏହାର ସୀମା ଘୋଷଣା କରିଛନ୍ତି । ତେବେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ମହାନଗର…
‘ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବ’
ଭୁବନେଶ୍ୱର,୮।୨(ବ୍ୟୁରୋ): କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବା ଭଳି ଲାଗୁଛି । ଏବେ ରାଜ୍ୟରେ କୋଭିଡ ରୋଗୀଙ୍କ ହସ୍ପିଟାଲ ଲାଇଜେସନ ୮ରୁ…
ଦଶମରେ ଅଧିକ ଉପସ୍ଥାନ
ଅନୁଗୋଳ ଅଫିସ, ୮।୨ କୋଭିଡ୍ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ ଅଧିକ…
Archives


