ରାଜ୍ୟ

ବିଧାନସଭାରେ ପାରିତ ହେଲା ପାଇକ ବିଦ୍ରୋହ ସଂକଳ୍ପ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପାଇକ ବିଦ୍ରୋହକୁ ପ୍ରଥମ ଜାତୀୟ ସ୍ବାଧୀନତା ସଂଗ୍ରାମ ଦାବି ପୁଣି ଜୋର ଧରିଛି। ଓଡ଼ିଆ ସ୍ବାଭିମାନ ଓ ଅସ୍ମିତା ପାଇଁ ମଙ୍ଗଳବାର ବିଧାନସଭାରେ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ଦେବା ନେଇ ସଂକଳ୍ପ ପାରିତ ହୋଇଛି।…

ମହାପ୍ରଭୁଙ୍କୁ ଭଜିଲେ ଶାସକ, ବିରୋଧୀ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ମହାପ୍ରଭୁ କେନ୍ଦ୍ର ସରକାରଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ, କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗୁ। ହେ ମହାପ୍ରଭୁ ମୁଖ୍ୟମନ୍ତ୍ରୀଙ୍କୁ ଶକ୍ତି ଦିଅନ୍ତୁ, ମମିତାଙ୍କୁ ନ୍ୟାୟ ଦେବା ପାଇଁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବହିଷ୍କାର ଓ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଇ ବିଧାନସଭାକୁ ଆସନ୍ତୁ। ଶାସକ-ବିରୋଧୀ ଦଳ…

୬୦ ଦିନରେ ୬୦ ଗଳ୍ପ ଲେଖିଲେ ଜୟଶ୍ରୀ

କଟକ ଅଫିସ, ୮।୧୨: ଲଗାତର ୬୦ ଦିନରେ ୬୦ ଗଳ୍ପ ଲେଖି ଚର୍ଚ୍ଚାରେ ରହିଛନ୍ତି କଟକର ଝିଅ ଜୟଶ୍ରୀ ସାହୁ। ବାଙ୍ଗାଲୋରର ଏକ ଜାତୀୟ ସ୍ତରୀୟ ସଂସ୍ଥା ପ୍ରତିଲିପି ଓଡ଼ିଆ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ୬୦ ଦିନରେ ୬୦ ଗଳ୍ପ ପ୍ରତିଯୋଗିତା…

ରାଜ୍ୟରେ ୯୨ ହଜାର ପଞ୍ଜୀକୃତ କୃଷି ଶ୍ରମିକ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ୯୨ ହଜାର ୭୦୯ କୃଷି ଶ୍ରମିକ ଚିହ୍ନଟ ହୋଇ ପଞ୍ଜୀକୃତ ହୋଇଛନ୍ତି। ଅନୁଗୋଳ ଶ୍ରମ ଜିଲାରେ ୬୭୦ ଜଣ କୃଷି ଶ୍ରମିକ ପଞ୍ଜୀକୃତ ହୋଇଥିବା ବେଳେ ବାଲେଶ୍ୱରରେ ୩୫୫୨, ଭଦ୍ରକରେ ୩୯୧୩, ବରଗଡ଼ରେ ୨୨୩୬ ଶ୍ରମିକ ପଞ୍ଜୀକୃତ ହୋଇଛନ୍ତି।…

କର୍କଟ ରୋଗୀଙ୍କ ପାଇଁ ନୂଆ ଆଶା

ଭୁବନେଶ୍ୱର, ୮।୧୨(ବ୍ୟୁରୋ): କର୍କଟ ରୋଗୀଙ୍କ ନିମନ୍ତେ ଭୁବନେଶ୍ୱର ଗଣ୍ଡମୁଣ୍ଡାଠାରେ ବାଗ୍‌ଚୀ-କରୁଣାଶ୍ରୟ ଗୃହଭିତ୍ତିକ ସେବା (ହୋମ୍‌ କେୟାର ସର୍ଭିସ୍‌) କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ମଙ୍ଗଳବାର ଏହି କେନ୍ଦ୍ରକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ସରକାର, ବାଙ୍ଗାଲୋର…

ପ୍ରେକ୍ଷାଳୟରୁ ମୁହଁ ଫେରାଉଛନ୍ତି ଦର୍ଶକ

ଭୁବନେଶ୍ୱର,୮।୧୨ (ବ୍ୟୁରୋ):ମନୋରଞ୍ଜନର ଅନ୍ୟତମ ମାଧ୍ୟମ ହେଉଛି ସିନେମା। ଟେଲିଭିଜନ ମାଧ୍ୟମରେ ଯେତେ ଚଳଚ୍ଚିତ୍ର ଦେଖିଲେ ବି ହଲ୍‌ରେ ବସି ଦେଖିବାର ମଜା ନିଆରା। ତେବେ କରୋନା ମହାମାରୀ ଯୋଗୁ ସିନେମା ଶିଳ୍ପ ପ୍ରଭାବିତ ହୋଇଛି। ଅର୍ଥାଭାବ ଯୋଗୁ ଅନେକ ସିନେମା ହଲ୍‌…

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କଟକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ…

ଜେଏମ୍‌ଏଫ୍‌ସିଙ୍କ ଆଦେଶ ବିରୋଧରେ ଏଡିଜେଙ୍କ ଦ୍ୱାରସ୍ଥ

ନିଶ୍ଚିନ୍ତକୋଇଲି/ସାଲେପୁର,୭।୧୨(ସ୍ବ.ପ୍ର/ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁଦିନ ରୋଚକ ମୋଡ଼ ନେଉଛି। ଥାନା ଅଧିକାରୀଙ୍କୁ କାରଣଦର୍ଶାଅ ନୋଟିସ ଜାରି କରିବା ସହ ଡିସେମ୍ବର ୧୦ତାରିଖ ସୁଦ୍ଧା ସିଡିଆର ରିପୋର୍ଟ ଦାଖଲ କରିବାକୁ ସାଲେପୁର ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ(ଜେଏମ୍‌ଏଫ୍‌ସି) ଗତ…

ଓଡ଼ିଶା ‘ଶ୍ରେଷ୍ଠ ରାଜ୍ୟ’

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ଡୋମେଷ୍ଟିକ ଡେଷ୍ଟିନେଶନ୍‌ କାଟାଗୋରୀରେ ଭାରତରେ ଓଡ଼ିଶାକୁ ‘ଶ୍ରେଷ୍ଠ ରାଜ୍ୟ’ ଭାବେ ବିଚାର କରାଯାଇଛି। ଜାତୀୟ ପତ୍ରିକା ‘ଟ୍ରାଭେଲ-ଲିଜର ଇଣ୍ଡିଆ’ ପକ୍ଷରୁ କରାଯାଇଥିବା ସଭେର୍ର୍ ଅନୁଯାୟୀ ଏହି ରିପୋର୍ଟ ପ୍ରକାଶ ପାଇଛି। ଏଥିସହ ମୟୂରଭଞ୍ଜକୁ ସର୍ବୋତ୍ତମ…

୫ ବର୍ଷରେ ୪୦୬ ହାତୀ ମୃତ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ରାଜ୍ୟରେ ବର୍ଷକୁ ପ୍ରାୟ ୮୧ଟି ହାତୀଙ୍କର ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ୨୦୧୬-୧୭ରୁ ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୪୦୬ ହାତୀଙ୍କର ମୃତ୍ୟୁ ଘଟିଥିବା ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି।…

ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି: ମନ୍ତ୍ରୀ

ପୁରୀ ଅଫିସ,୮।୧୨: ଭିତର ରତ୍ନଭଣ୍ଡାର ସ୍ଥିତି ଦିନକୁ ଦିନ ଦୁର୍ବଳ ହେଉଥିଲେ ମଧ୍ୟ ମରାମତି ନେଇ ଧ୍ୟାନ ଦିଆଯାଉ ନାହିଁ। ୨୦୧୮ରେ ରତ୍ନଭଣ୍ଡାର ଭିତରକୁ ଯାଇଥିବା ୧୭ ଜଣିଆ ପ୍ରାଧିକୃତ କମିଟି ଯାଞ୍ଚ କରିଥିଲେ। ଯାଞ୍ଚ ପରେ ରତ୍ନଭଣ୍ଡାର ଭିତର ଗୃହ…

୧୦ରେ ବିଧାନସଭା ଘେରାଉ ଧମକଦେଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ମମିତା ମେହେରଙ୍କୁ ନ୍ୟାୟ ଏବଂ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ଗିରଫ ଦାବିରେ ଛାତ୍ର କଂଗ୍ରେସ କ୍ରମାଗତ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛି। ମୁଖ୍ୟମନ୍ତ୍ରୀ ପୋଲିସ ବଳ ପ୍ରୟୋଗକରି ଛାତ୍ର କଂଗ୍ରେସର କଣ୍ଠରୋଧ କରିବାପାଇଁ ଅପଚେଷ୍ଟା କରିଆସୁଛନ୍ତି ବୋଲି ଛାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri