ରାଜ୍ୟ

ସ୍ବାମୀଙ୍କ ଇକ୍‌ମୋ ଚିକିତ୍ସା ଲାଗି ସ୍ତ୍ରୀ କରିଥିଲେ ଗୁହାରୀ; ହେଲେ ଆଖି ବୁଜିଲେ ଦିବ୍ୟରଞ୍ଜନ

ଆଠଗଡ଼,୧୩।୭(ସ୍ବ.ପ୍ର.): ବିବାହର ମାତ୍ର ବର୍ଷେ ପରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି କଟକର ଦିବ୍ୟରଞ୍ଜନ ବେହେରା। ସ୍ତ୍ରୀ ପ୍ରତିଭା ପ୍ରୀୟଦର୍ଶୀନୀ ଓ ୩ ମାସର ପୁଅକୁ ଏକା କରି ସେ ଚାଲିଯାଇଛନ୍ତି। ତେବେ କରୋନା ସଂକ୍ରମିତ ହୋଇ ଗୁରୁତର ହୋଇଥିଲେ ସେ।...

ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି

ପାରଳାଖେମୁଣ୍ଡି,୧୩।୭(ଡି.ଏନ୍‌.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ...

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି। ୬୮...

ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୯୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୧୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୁଣା ଭୁବନେଶ୍ୱର, ୧୩।୭(ଡି.ଏନ୍‌.ଏ.):  ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି। ଏଥିରେ ଲେଖା ରହିଛି, ଟୁ ଦି ଅନରେବଲ୍‌ ଚିଫ୍‌ ମିନିଷ୍ଟର ଅଫ୍‌ ଓଡ଼ିଶା, ଶ୍ରୀ ନବୀନ ପଟ୍ଟନାୟକ। ‘ସାଇକ୍ଲୋନ୍‌ ପ୍ରୋନ୍‌ ଓଡ଼ିଶା ନିଡ୍‌ସ ଏ ନିୟୁ ଟ୍ରି-ଟ୍ରାନ୍ସପ୍ଲାଣ୍ଟର...

ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅଭିଯୋଗ ସତ୍ତ୍ୱେ ଥାନାରୁ ନ୍ୟାୟ ନ ପାଇବାରୁ ସୋମବାର ଜଣେ ଯୁବକ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଶହୀଦନଗର...

ବିଜେଡି ନୂଆ କାର୍ଯ୍ୟାଳୟର ଶୁଭ ଦେଲେ ନବୀନ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜେଡି ରାଜ୍ୟ କାର୍ଯ୍ୟାଳୟର ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଦଳର ମୁଖ୍ୟ କାର୍ଯ୍ୟାଳୟକୁ ଅତ୍ୟାଧୁନିକ ଭାବେ ନିର୍ମାଣ କରାଯିବାକୁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପବିତ୍ର ରଥଯାତ୍ରା ଅବସରରେ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ...

ଓଡ଼ିଶୀ ସଙ୍ଗୀତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଉତ୍କର୍ଷ’ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ ଓଡ଼ିଶାର ପରିଚୟ। ଶ୍ରୀଜଗନ୍ନାଥ ମନ୍ଦିର ସେବାରେ ମଧ୍ୟ ଓଡ଼ିଶୀ ସଙ୍ଗୀତର ବିଶେଷ ଯୋଗଦାନ ରହିଛି। ଓଡ଼ିଶାର ଏହି ଉତ୍କୃଷ୍ଟ କଳାର ବିକାଶ ତଥା ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପ୍ରଚାର ପ୍ରସାର ପାଇଁ...

ତୈଳ, ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ରାସ୍ତାରେ ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅନୁଲେଖା ବୋଷା ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ବିମାନବନ୍ଦରରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସ୍ବାଗତ କରିଛନ୍ତି। ଏହି...

ପେଟ୍ରୋଲ ବଢ଼ିଲା, ଡିଜେଲ କମିଲା

ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଦର ବୃଦ୍ଧି ପାଇଥିବା ବେଳେ ୮୮ ଦିନ ପରେ ପ୍ରଥମ ଥର ପାଇଁ ଡିଜେଲ ମୂଲ୍ୟ ହ୍ରାସ ପାଇଛି। ଏପ୍ରିଲ ୧୫ରେ ଶେଷ ଥର ପାଇଁ ଉଭୟ ପେଟ୍ରୋଲ ଓ...

ବ୍ରାଣ୍ଡେଡ୍‌ ବିଶ୍ୱାସରେ ବିଷ

ଅନୁଗୋଳ ଅଫିସ, ୧୩ା୭ ବ୍ରାଣ୍ଡେଡ୍‌ ପୋଷାକକୁ ଏକ ଆଭିଜାତ୍ୟର ପରିଚୟ ଦିଆଗଲାଣି। ବ୍ୟକ୍ତିତ୍ୱ ଯେମିତି ହେଉ ନା କାହିଁକି, ଆଜିକାଲିର ଯୁବପିଢ଼ିଙ୍କ ଏହା ପ୍ରଥମ ପସନ୍ଦ ପାଲଟିଲାଣି। ସେମାନଙ୍କ ମଧ୍ୟରେ ବ୍ରାଣ୍ଡ ଏକ ଫ୍ୟାଶନ ହୋଇଗଲାଣି। ତେଣୁ ଯୁବତୀଯୁବକଙ୍କ ଆଗ୍ରହକୁ...

ସଡ଼କ ଅପେକ୍ଷାରେ ସାତ ଦଶନ୍ଧି

ଢେଙ୍କାନାଳ ଅଫିସ, ୧୩।୭ ବିକାଶ ଦେଖୁଛି ଗାଁ। ବଦଳୁଛି ଗ୍ରାମାଞ୍ଚଳର ଚିତ୍ର। ପକ୍କା ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ବିଦ୍ୟୁତ୍‌ ଭିତ୍ତିଭୂମିଠାରୁ ଆରମ୍ଭ କରି ଆନୁଷଙ୍ଗିକ ଉନ୍ନୟନମୂଳକ କାର୍ଯ୍ୟରେ ପ୍ରତିବର୍ଷ ଖର୍ଚ୍ଚ ହେଉଛି ବିପୁଳ ଟଙ୍କା। ହେଲେ ରାଜ୍ୟରେ ଏଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri