ଫସଲ କ୍ଷୟକ୍ଷତି ରିପୋର୍ଟ ମାଗିଲେ ସରକାର
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନ ସହିତ ପନିପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ତେଣୁ ଫସଲ କ୍ଷୟକ୍ଷତି ରିପୋର୍ଟ ଜିଳାପାଳଙ୍କୁ ମଗାଯାଇଛି। ୭ ଦିନ ଭିତରେ ରିପୋର୍ଟ ଦେବାକୁ…
ବିରୋଧୀ ଅଟଳ, ଗୃହ ଅଚଳ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାକୁ ନେଇ ଗତ ୫ ଦିନ ହେବ ବିଧାନସଭା ଅଚଳ ହୋଇଛି। ବିରୋଧୀ ଭାଜପା ଏବଂ କଂଗ୍ରେସର ଗୋଟିଏ ଜିଦ୍ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରାଯାଇ ମାମଲାର ସିିବିଆଇ ତଦନ୍ତ କରାଯାଉ। ଏହି ଦାବିକୁ…
ମା’ଙ୍କ ଚାପୁଡ଼ାରେ ଗଲା ପୁଅର ଜୀବନ
କବିସୂର୍ଯ୍ୟନଗର,୬ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପୋଲସରା ବ୍ଲକ ଅନ୍ତର୍ଗତ ଜକର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ଚାପୁଡ଼ାରେ ୨ ବର୍ଷୀୟ ଶିଶୁପୁତ୍ରର ଜୀବନ ଯାଇଛି। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ହେଉଛି। ପରିବାର ଲୋକଙ୍କୁ ଅଟକ…
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ
ବ୍ରହ୍ମପୁର ଅଫିସ,୬ା୧୨- ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ବିଚାରପତି ଗୁରୁପ୍ରସାଦ ସାହୁ। ଏହା ସହିତ ୧୩ ହଜାର ଟଙ୍କା ଜରିମାନା ଦେବାକୁ…
ଓଡ଼ିଶାରେ ୪୦% ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନାହିଁ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନ୍ ସଂକ୍ରମଣ ବ୍ୟାପିଥିବା ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନଭେମ୍ବର ୨୪ ପରେ ଓଡ଼ିଶା ଆସିଥିବା ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ପଜିଟିଭ୍ ଚିହ୍ନଟ ପରେ ସେମାନେ କରୋନାର…
ଦଳ ଛାଡ଼ିଲେ କଂଗ୍ରେସ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି
ସୁନ୍ଦରଗଡ,୬।୧୨(ଡି.ଏନ୍.ଏ.): ବରିଷ୍ଠ ନେତା ତଥା ତଳସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି ସୋମବାର କଂଗ୍ରେସ ଛାଡ଼ିଛନ୍ତି। ଡା ମାଝି ଆନୁଷ୍ଠାନିକ ଭାବେ ଦଳରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି।…
ଏଥର ଛାଡ଼ିବୁନି : ଅଙ୍ଗନଓ୍ବାଡି କର୍ମୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ବର୍ଷ ତଳେ ରାଜରାସ୍ତାକୁ ଓହ୍ଲାଇଥିଲୁ । ଆନ୍ଦୋଳନ କରିଥିଲୁ। ଦାବି ପୂରଣ କରିବାକୁ ନେହୁରା ହୋଇଥିଲୁ। ଆମକୁ ଆଶ୍ୱାସନା ଦେଇ ଉଠାଇଦେଲେ। କିଛି ପୂରଣ କଲେ, କିଛି ଭୁଲିଗଲେ। ହେଲେ ଏଥର ଛାଡ଼ିବୁନି ଭଲରେ ଭଲରେ ଆମ ଦାବି ନ…
ଓଡିଶା ଫେରନ୍ତା ୨୪୬ ପଜିଟିଭ, ସାମ୍ପଲ ଟେଷ୍ଟ ପାଇଁ ପଠାଗଲା ନମୁନା
ଭୁବନେଶ୍ୱର,୬।୧୨(ବ୍ୟୁରୋ) : ନଭେମ୍ବର ୨୪ ପରେ ବିଦେଶରୁ ଓଡିଶା ଫେରିଥିବା ବେଳେ ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କିଏ ଓମିକ୍ରନ ଆକ୍ରାନ୍ତ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ। ୨୪୬ ପଜିଟିଭଙ୍କ ସାମ୍ପଲ…
ବର୍ଷାପାଣିରେ ଭାସୁଛି ବର୍ଷକର ଦାନା
ଗଞ୍ଜାମ,୬ା୧୨(ଡି.ଏନ୍.ଏ.): ବାତ୍ୟା ପ୍ରଭାବରେ ତିନିଦିନ ଲଗାଣ ବର୍ଷାରେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳର ଚାଷଜମି ଜଳମଗ୍ନ ହୋଇଯାଇଛି। ପାଚିଲା ଧାନ ଏବେ ବର୍ଷା ପାଣିରେ ଭାସୁଥିବା ଦେଖିବାକୁ ମିଳିଛି। ବିଶେଷ କରି କାଇଁଚପୁର ପଞ୍ଚାୟତ ମଳିଜଗନ୍ନାଥପୁର ଗ୍ରାମର ଚାଷଜମି ଏହି ବାତ୍ୟାରେ…
୪୦% ବିଦେଶ ଫେରନ୍ତା ଦେଇଛନ୍ତି ଭୁଲ ଠିକଣା
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନକୁ ନେଇ ସମଗ୍ର ଦେଶକୁ ଚିନ୍ତା ଘାରିଛି । ବିଭିନ୍ନ ରାଜ୍ୟରୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଓଡ଼ିଶାରେ ଏ ଯାଏ କେହି ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ହେଲେ ରାଜ୍ୟକୁ ଆସିଥିବା ବିଦେଶ…
ଭିଜା ରାଜଧାନୀରେ ଚଳଚଞ୍ଚଳ ମଣିଷ
ମନରେ ଥିଲା ବାତ୍ୟାର ଭୟ। କୋହଲା ପାଗକୁ ବର୍ଷା ବି ଲାଗି ରହିଥିଲା। ରାତି ପାହିଥିଲେ ମଧ୍ୟ ଅନ୍ଧାର ଡରାଉଥିଲା। ରବିବାର ହୋଇଥିବାରୁ ଚାକିରିଆଙ୍କ ଅଫିସ୍ ଚିନ୍ତା ନ ଥିଲା। କିନ୍ତୁ ରାଜଧାନୀର ସେମାନଙ୍କ ଆଖରୁ ରାତିରୁ ନିଦ ଉଭେଇ ଯାଇଥିଲା।…
ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ପଞ୍ଚମ ଦିନରେ ବି ଚାଲି ପାରିଲାନି ବିଧାନସଭା। ଆଜି ଅଧିବେଶନ ଆରମ୍ଭରୁ ପୁଣି ଥରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି । ଫଳରେ ଗୃହକୁ ଅପରାହ୍ଣ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ମମିତା ନ୍ୟାୟ ପାଇଁ ମନ୍ତ୍ରୀ…
Archives


