ରାଜ୍ୟ

ପାଠକଙ୍କ ଘରୁ କାର୍‌, କାଗଜପତ୍ର ଜବତ କଲା ଇଡି

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ବିବେକାନନ୍ଦ ମାର୍ଗସ୍ଥିତ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଶନିବାର ମଧ୍ୟ…

ସିସୋର୍‌ର ଆଉ ୫.୬୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,୫।୧୨(ବ୍ୟୁରୋ): ସିସୋର୍‌ ଚିଟ୍‌ଫଣ୍ଡ ସଂସ୍ଥାର ଆଉ ୫.୬୭ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏହି ଟଙ୍କା ସିସୋର ଆକାଉଣ୍ଟରୁ ୨ ବ୍ୟବସାୟୀ ମହାରାଷ୍ଟ୍ରର ଦିଲୀପ ଅମୃତଲାଲ ଗୁଡାକା ଓ ଭୁବନେଶ୍ୱରର ହେରାଲ୍ଡ ଓଭରସିସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି…

ଟେଲି ପୁରସ୍କାରରୁ ବାଦ୍‌ ପଡ଼ିଲା ‘ନିମ୍‌କି’

ଭୁବନେଶ୍ୱର,୫।୧୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ଘୋଷଣା ହେବା ପରେ ଏହାକୁ ନେଇ ବିବାଦ ଲାଗି ରହିଥିଲା। ପୁରସ୍କାର ପ୍ରଦାନ କ୍ଷେତ୍ରରେ…

ଉପକୂଳ ଜଗିଛି ୧୦ ସୁନାମି ଆଲର୍ଟ ଟାୱାର

ମହାକାଳପଡ଼ା,୫ା୧୨(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବାତ୍ୟା ଭୟ ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠି କୂଳ ଅଭିମୁଖେ ମାଡ଼ି ଆସିବ। ତେବେ ବ୍ଲକର ସମୁଦ୍ର ଉପକୂଳ ଅଞ୍ଚଳରେ ୧୦ଟି ସୁନାମୀ ଟାୱାର…

ଫସଲ ନଷ୍ଟ ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୫ା୧୨: କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ସ୍ଥାନରେ ଗତ ଶୁକ୍ରବାର ସନ୍ଧ୍ୟାରୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ବର୍ଷାରେ ଚାଷୀଙ୍କ ଫସଲ ନଷ୍ଟ ହେବା ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ହୋଇଛି। ତଟାଞ୍ଚଳରେ ଉଚ୍ଚ ଜୁଆର ଦେଖିବାକୁ ମିଳିଛି। ବାତ୍ୟାର ମୁକାବିଲା…

ଜିଲାରେ ୨୭୦ ଏମ୍‌ଏମ୍‌ ବର୍ଷା ରେକର୍ଡ

ଜଗତ୍‌ସିଂହପୁର ଅଫିସ, ୫ା୧୨: ବାତ୍ୟା ‘ଜୱାଦ’କୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହା ଦୁର୍ବଳ ହେବା ଖବର ମିଳିବା ପରେ ଲୋକଙ୍କୁ କିଛିମାତ୍ରାରେ ଆଶ୍ୱସ୍ତି ମିଳିଛି। କିନ୍ତୁ ପ୍ରବଳ ବର୍ଷା ଆଶଙ୍କାଥିବାରୁ ଚାଷ ଉଜୁଡ଼ିିବା ଚିନ୍ତାଘାରିଛି। ଶୁକ୍ରବାର…

ଆଜି ରାଜ୍ୟରୁ ୧୮୯ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୨୫ ଶିଶୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୩ ଜଣ ଚିହ୍ନଟ ହୋଇଥିବା…

ଜଳକ୍ରୀଡ଼ାର ବିକାଶ ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟ ସରକାର ହକିକୁ ପ୍ରୋତ୍ସାହନ ଦେବା ସହ ପ୍ରାୟୋଜକ ହୋଇଛନ୍ତି। ଏପରିକି ଜାତୀୟ ଓ ଅନ୍ତର୍ଜାତୀୟ ହକି ମହାକୁମ୍ଭ ଆୟୋଜନ କରି ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଏଭଳିସ୍ଥଳେ ଦେଶରେ ଜଳକ୍ରୀଡ଼ା(ସୁଇମିଂ ସ୍ପୋଟର୍‌ସ)ର ବିକାଶ…

‘ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି’

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ଭାରତ ସରକାରଙ୍କ ସ୍ତରରେ ଅଣାଯାଇଥିବା ପରିବର୍ତ୍ତନ ରାଜ୍ୟ ଓ ଜିଲାସ୍ତରରେ ପ୍ରତିଫଳିତ ହେବା ଦରକାର। ଏକ ଦୁର୍ନୀତିମୁକ୍ତ ତଥା ସ୍ବଚ୍ଛ ପ୍ରଶାସନ ଯୋଗାଇ ଦେବା ହେଉଛି ଏହାର ମୂଳ ଲକ୍ଷ୍ୟ। ପ୍ରଶାସନିକ…

ହାଇକୋର୍ଟ ରେକର୍ଡ ରୁମ୍‌ରେ ୨ ଶହ ବର୍ଷର ନଥି

କଟକ ଅଫିସ,୫ା୧୨: ଓଡ଼ିଶା ହାଇକୋର୍ଟର ରେକର୍ଡ ରୁମ୍‌ରେ ରହିଛି ୧୮୧୭ ମସିହାର ରେକର୍ଡ ଅର୍ଥାତ୍‌ ୨ ଶହ ବର୍ଷ ତଳର ନଥି। ବର୍ତ୍ତମାନ ସୁଦ୍ଧା କ୍ରିମିନାଲ ଓ ସିଭିଲ୍‌ର ମୋଟ୍‌ ୧୦ ଲକ୍ଷ ୧୧ହଜାର ରେକର୍ଡ ସମ୍ପୂର୍ଣ୍ଣ ସୁରକ୍ଷିତ ଅବସ୍ଥାରେ ରହିଛି।…

ବାତ୍ୟା ପାଇଁ ସ୍ଥଗିତ ହେଲା ପରୀକ୍ଷା

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବାତ୍ୟା ଜୱାଦ ପାଇଁ ୫ ତାରିଖରେ ହେବାକୁ ଥିବା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫରେନ୍‌ ଟ୍ରେଡ୍‌(ଆଇଆଇଏଫ୍‌ଟି)ର ଏମ୍‌ବିଏ(ଆଇବି) ୨୦୨୨-୨୪ ପ୍ରବେଶିକା ପରୀକ୍ଷାକୁ ଓଡ଼ିଶା ସମେତ ୩ଟି ରାଜ୍ୟରେ ସ୍ଥଗିତ ରଖାଯାଇଛି। କଟକ, ସମ୍ବଲପୁର, ଭୁବନେଶ୍ୱର, ବିଜୟୱାଡ଼ା, ବିଶାଖାପାଟଣା, କୋଲକାତା, ଦୁର୍ଗାପୁରରେ…

ରବିବାର ରାତିରେ ଓଡ଼ିଶାରୁ ହଟିଯିବ ବାତ୍ୟାର ପ୍ରଭାବ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇଛି ସାମୁଦ୍ରିକ ଝଡ଼ ‘ଜୱାଦ୍‌’। ରାତିରେ ଗଭୀର ଅବପାତ ହେବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଏଥି ସହିତ ପୁରୀରେ ପହଞ୍ଚିଲା ବେଳକୁ ପବନର ବେଗ କମିଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri