ରାଜ୍ୟ

ଆଜି ବସନ୍ତ ପଞ୍ଚମୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ବତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ବତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହି ଦିନ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ କରାଯାଏ। ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା । ଜଙ୍ଗଲ ରାସ୍ତା କାଦୁଆ ହୋଇଯିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ…

ନିର୍ବାଚନ ଖର୍ଚ୍ଚ ପରିଚାଳନା ପ୍ରଶିକ୍ଷଣ

ଭଦ୍ରକ ଅଫିସ, ୫।୧ ପଞ୍ଚାୟତ ନିର୍ବାଚନ ଉପଲକ୍ଷେ ଭଦ୍ରକ ପଞ୍ଚାୟତ ସମିତି ସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ଦ୍ୱାରା ନିର୍ବାଚନ ଖର୍ଚ୍ଚ ପରିଚାଳନା ନେଇ ପର୍ଯ୍ୟବେକ୍ଷକଙ୍କୁ ନେଇ ପ୍ରଶିକ୍ଷଣ ମୂଳକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ…

ମଣ୍ଡିରେ ଭିଜିଲା ଧାନ

କେନ୍ଦୁଝର, ୫।୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଚାଷୀଙ୍କଠାରୁ ଧାନ କିଣା ଚାଲିଛି। ଚାଷୀମାନେ ଧାନ ଓ ଟୋକନ ଧରି ମଣ୍ଡି ଆଗରେ ଅପେକ୍ଷା କରି ରହିଛନ୍ତି। ହେଲେ ଅନେକ ମଣ୍ଡିରେ ଧାନ ରଖିବା ପାଇଁ ଗୋଦାମ ବ୍ୟବସ୍ଥା ନାହିଁ କିମ୍ବା ଚାଷୀଙ୍କ…

ଆଢୁଆଳରେ ଚାଲିଛି ଖଣିଜ ଲୁଟ୍‌

ଖଇରା, ୫।୧(ଡି.ଏନ.ଏ.) ନିର୍ବାଚନରେ ରାଜସ୍ବ ଅଧିକାରୀଙ୍କ ବ୍ୟସ୍ତତାର ସୁଯୋଗ ନେଇ ଏବେ ଖଣି ମାଫିଆମାନେ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରୁ ପଥର ଓ ମାଟି ପାହାଡ ପାହାଡ ସଂଲଗ୍ନ ସରକାରୀ ଜମିରୁ ମାଙ୍କଡା ଏବଂ ମୋରମ ଚୋରିକୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ଖସିବରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪୯ ଜଣ ପିଲା ରହିଛନ୍ତି। ସେହିପରି ୧୫୨୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୮୨ଜଣ ଲୋକାଲ କେସ…

ପ୍ରାର୍ଥୀଙ୍କ ପାଇଁ ବିଧାୟକଙ୍କ ପ୍ରଚାର

କଣିହାଁ/ ଅନୁଗୋଳ ଅଫିସ,୫ ।୨ କଣିହାଁ ବ୍ଲକ ୧୦ ନମ୍ବର ଜିଲା ପରିଷଦ ଜୋନ୍‌ ବିଜେଡି ପ୍ରାର୍ଥୀଙ୍କ ପାଇଁ ଶୁକ୍ରବାର ପ୍ରଚାର ଆରମ୍ଭ କରିଛନ୍ତି ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ। ବିଧାୟକ ପ୍ରଥମେ କର୍ଣ୍ଣପାଳ ପଞ୍ଚାୟତର ମା’ ଲୁଧୁଣୀ ମନ୍ଦିରଠାରେ…

ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଆର୍‌ଆର୍‌ବି ପରୀକ୍ଷା ତ୍ରୁଟି ସଂଶୋଧନ ଦାବି

ଢେଙ୍କାନାଳ ଅଫିସ,୫ ।୨ ଆରଆର୍‌ବି ଏନ୍‌ଟିପିସି ପରୀକ୍ଷାରେ ହୋଇଥିବା ତ୍ରୁଟି ସଂଶୋଧନ କରିବା ପାଇଁ ଢେଙ୍କାନାଳ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାର ପ୍ରତିବାଦରେ ଦଳୀୟ କର୍ମକର୍ତ୍ତାମାନେ ସ୍ଥାନୀୟ ରେଳ ଷ୍ଟେଶନରେ ଶୁକ୍ରବାର ପ୍ରତିବାଦ କରିଛନ୍ତି। ଅଭିଯୋଗ ଅନୁଯାୟୀ,…

ଶ୍ରୀଜୀଉଙ୍କୁ ଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୫।୨: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ…

ଖୋଲୁନି ରହସ୍ୟ, ବଢୁଛି ଦ୍ୱନ୍ଦ୍ୱ

ଢେଙ୍କାନାଳ ଅଫିସ, ୫।୨ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗାଁ ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତିସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩) ଅପହରଣ ମାମଲା ଅଦ୍ୟାବଧି ରହସ୍ୟାବୃତ ହୋଇ ରହିଛି। ଉଦ୍ଧାର ହୋଇଥିବା ସୁବ୍ରତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚୁରା କରାଯାଉଛି।…

୭ରୁ ଖୋଲିବ ଏମ୍ସ ଓପିଡି

ଭୁବନେଶ୍ୱର,୫।୧(ବ୍ୟୁରୋ): ଭୁବନେଶ୍ବର ଏମ୍ସର ଓପିଡି ଆସନ୍ତା ୭ରୁ ଖୋଲିବ । କୋଭିଡ ସ୍ଥିତିରେ ସୁଧାର ଆସିବା ଦେଖି ରୋଗୀସେବାକୁ ପ୍ରାଧାନ୍ୟ ଦେଇ ଏମ୍ସ ପକ୍ଷରୁ ଓପିଡି ଖୋଲିବାକୁ ନିଷ୍ପତି ହୋଇଥିବା କର୍ତ୍ତୃପକ୍ଷ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ କୋଭିଡ ନିର୍ଦ୍ଦେଶାବଳୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri