ଜମି ହରାଇବା ଆଶଙ୍କାରେ ଚାଷୀ
କଳିଙ୍ଗନଗର,୫ା୨(ଡି.ଏନ.ଏ.): ଐତିହ୍ୟ ବ୍ୟାସସରୋବର ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରକିୟା ଆରମ୍ଭ ହୋଇଛି। ଏଥିଲାଗି ୨୯୪ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜିଲା ଖଣିଜ ନ୍ୟାସ ପାଣ୍ଠିରୁ ୬୪ କୋଟି ଟଙ୍କା ମଞ୍ଜୁର ମଧ୍ୟ କରିଛନ୍ତି। ତେବେ ଏହାକୁ ନେଇ…
୩ ଶିକ୍ଷକରେ ୧୦ ଶ୍ରେଣୀ
ଯାଜପୁର ଅଫିସ,୫ା୨: ଯାଜପୁର ଜିଲା ବ୍ୟାସନଗରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ବିଦ୍ୟାଳୟରେ ଭିତ୍ତିଭୂମି ସାଙ୍ଗକୁ ଶିକ୍ଷକ ଅଭାବ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ଶିକ୍ଷାକୁ ରସାତଳଗାମୀ କରିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୪୯୩ ଛାତ୍ରୀଛାତ୍ରଙ୍କ ପାଇଁ ଏବେ ମାତ୍ର…
ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର
ରଘୁନାଥପୁର,୫ା୨(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ତରିକୁନ୍ଦ, ଜୟଶୋଳ ଓ ବରାଗୋଳ ପଞ୍ଚାୟତରେ ଦୀର୍ଘଦିନ ଧରି ରାସ୍ତାଘାଟ, ପାନୀୟଜଳ ଓ ଜନକଲ୍ୟାଣମୂଳକ ଯୋଜନାଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ହୋଇନାହିଁ। ତରିକୁନ୍ଦ ପଞ୍ଚାୟତରେ ୩ଜଣ ସରପଞ୍ଚ ଓ ୫ଜଣ ସମିତିସଭ୍ୟ ପ୍ରାର୍ଥୀ ଥିବା…
ବଦଳୁଛି ୩ ଦଶନ୍ଧିର ସ୍ଥିତି
ଯାଜପୁର ଅଫିସ,୫ା୨: ଯାଜପୁର ଜିଲାର ଖଣି ଓ ଶିଳ୍ପ ସମୃଦ୍ଧ ସୁକିନ୍ଦା ନିର୍ବାଚନମଣ୍ଡଳୀରେ ୩ ଦଶନ୍ଧିର ରାଜନୈତିକ ରୂପରେଖ କ୍ରମଶଃ ବଦଳୁ ଥିବା ସ୍ପଷ୍ଟ ହୋଇଛି। ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭୋଟରଙ୍କ ମତଦାନ ହାରକୁ ଅବଲୋକନ କଲେ…
ଦାଦାଙ୍କ ସହ ଦାଦାଗିରି କରିବେ ଅନୁଭବ
ଭୁବନେଶ୍ୱର,୫।୨: ସାରା ବିଶ୍ୱରେ ଦାଦା ଭାବେ ବେଶ୍ ଲୋକପ୍ରିୟତା ହାସଲ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଧିନାୟକ ସୌରଭ ଗାଙ୍ଗୁଲି। ଶନିବାର ଜୀ ସାର୍ଥକରେ ପ୍ରସାରିତ ହେବାକୁ ଥିବା ସ୍ବତନ୍ତ୍ର ଅଧ୍ୟାୟରେ ଦାଦାଙ୍କ ସହ ଦାଦାଗିରି କରିବେ ଅନୁଭବ। ଏଥର ଓଡ଼ିଆ…
ଓଡ଼ଗାଁରୁ ଗଲା ରୁକୁଣା ରଥ କାଠ
ଓଡ଼ଗାଁ, ୫ା୨ (ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ ଓ ବାହାଡ଼ାଝୋଲା ସେକ୍ସନ ଡହଙ୍ଗୀ ଗାଁରୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ନିମନ୍ତେ କାଠ ସଂଗ୍ରହ କରାଯାଇଛି। ଗଁାରେ ବିଜେ ମା’ ବ୍ରାହ୍ମଣୀ ଦେବୀଙ୍କ ମନ୍ଦିର ପରିସରରେ ଥିବା ଶତାୟୁ ବେଲଗଛ ନିକଟରେ…
ଖଣି କାର୍ଯ୍ୟାଳୟରେ ପୁରୁଣା ଫାଇଲ ପୋଡ଼ି
ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୫ା୨: ଯାଜପୁରରୋଡ୍ର ଧବଳଗିରିସ୍ଥିତ ଖଣି ଉପନିର୍ଦ୍ଦେଶାଳୟ(ଡିଡିଏମ୍) କାର୍ଯ୍ୟାଳୟର ପଛପଟେ ର ଶତାଧିକ ସରକାରୀ ଫାଇଲ ପୋଡ଼ି ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଫାଇଲ ପୋଡ଼ା କାର୍ଯ୍ୟ ପ୍ରାୟ ୨ ଘଣ୍ଟା ଧରି ଚାଲିଥିଲା। ଜଣେ ଅଧିକାରୀ ୨ ଜଣ…
ଓଡ଼ିଶା, ଛତିଶଗଡ଼କୁ ଏନ୍ଏଚ୍ଆର୍ସି ନୋଟିସ
ଭୁବନେଶ୍ୱର,୫।୨(ବ୍ୟୁରୋ): ହୀରାକୁଦ ନଦୀବନ୍ଧ ଯୋଜନା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ ସମ୍ପର୍କିତ ଏକ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି) ଓଡ଼ିଶା ଏବଂ ଛତିଶଗଡ଼ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ କରିଛନ୍ତି। ଏହି ଦୀର୍ଘ ଅସମାହିତ ପ୍ରସଙ୍ଗରେ ସମ୍ବଲପୁର, ଝାରସୁଗୁଡ଼ା,…
ନିର୍ବାଚନ, ବିକାଶମୂଳକ କାର୍ଯ୍ୟଠାରୁ ଦୂରେଇ ରହିବାକୁ ଚେତାବନୀ
ମାଲକାନଗିରି,୫ା୨(ଡି.ଏନ.ଏ.):ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀରେ ଗୁରୁବାର ନିର୍ବାଚନକୁ ନେଇ ମାଓବାଦୀଙ୍କ ଧମକପୂର୍ଣ୍ଟ ପୋଷ୍ଟର ଲାଗିବା ପରେ ଶୁକ୍ରବାର ସ୍ବାଭିମାନ ଅଞ୍ଚଳର ସମାନ ସ୍ଥାନରେ ମାଓବାଦୀଙ୍କୁ ବିରୋଧକରି ପୋଷ୍ଟର ଲାଗିଛି। ମାଓବାଦୀ ବିରୋଧୀ ସଙ୍ଗଠନ ଆଣ୍ଟି ନକ୍ସଲ ପିପୁଲ ପିସ୍ ଫୋର୍ସ(ଏଏନ୍ପିପିଏଫ୍)…
ସୀମାନ୍ତରେ ଗାଡ଼ି ଜାଳିଦେଲେ ମାଓବାଦୀ
ମାଲକାନଗିରି,୫ା୨(ଡି.ଏନ.ଏ.): ସୀମାନ୍ତରେ ପୁଣି ନିଜ ସ୍ଥିତି ଜାହିର କରିଛନ୍ତି ମାଓବାଦୀ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଶୁକ୍ରବାର ମାଓବାଦୀମାନେ ହିଂସାର ଆଶ୍ରୟ ନେଇଛନ୍ତି। ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଦୁଇଟି ଟିପ୍ପରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି। କାତୁରୁ…
ଝାଡ଼ଖଣ୍ଡରେ ଜମତରା ଗ୍ୟାଙ୍ଗ ମାଷ୍ଟରମାଇଣ୍ଡ୍
ଭୁବନେଶ୍ୱର,୫।୨(ବ୍ୟୁରୋ): ଭୁବନେଶ୍ୱରରେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଜମତରା ଗ୍ୟାଙ୍ଗର ୩ଜଣ ସାଇବର ଲୁଟେରାଙ୍କ ୪ ଦିନିଆ ରିମାଣ୍ଡ ଅବଧି ସରିଛି। ଶୁକ୍ରବାର ସେମାନଙ୍କୁ ପୁଣି ଜେଲ୍ ପଠାଇ ଦିଆଯାଇଛି। ତେବେ ଏମାନଙ୍କୁ ଜେରାବେଳେ ପୋଲିସକୁ ବହୁ ଗୁରୁତ୍ୱପୂର୍ଣ୍ଣ…
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ଭୁବନେଶ୍ୱର,୫ା୨(ବ୍ୟୁରୋ): ପଶ୍ଚିମାବାୟୁ ପ୍ରବାହ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଦିନତମାମ ଆକାଶ ମେଘାଚ୍ଛନ୍ନ ରହିବା ସାଙ୍ଗକୁ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ…
Archives


