ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର
ବେଗୁନିଆ,୪ା୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ ହେବା…
ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା
କଣ୍ଟାପଡା,୪ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର ପଞ୍ଚାୟତରେ…
ଭିଜିଲାନ୍ସ ଜାଲରେ ଏସ୍ପିସିବିର ମୁଖ୍ୟଯନ୍ତ୍ରୀ
ଭୁବନେଶ୍ୱର,୪ା୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ କୋର୍ଟ ସ୍ପେସାଲ ଜଜ୍ଙ୍କ ନିର୍ଦ୍ଦେଶକ୍ରମେ ରବିଙ୍କ ଭୁବନେଶ୍ୱର ପଟିଆରେ ଥିବା ରେସିଡେନ୍ସିଆଲ୍ ଫ୍ଲାଟ, ଜାଗମରାସ୍ଥିତ…
ଖର୍ଚ୍ଚ ହେଉଛି, ମିଳୁନି ପାଣି
ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏଥିରେ ୪୪୨୩.୩୭ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଗତ ଜାନୁୟାରୀ…
୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଘଟଣା: କିଣ୍ଡୋଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର
ଭୁବନେଶ୍ୱର,୪।୨(ବ୍ୟୁରୋ): ଜାଲ୍ କାଗଜପତ୍ର ଦେଇ ବିଭିନ୍ନ ସଂସ୍ଥାରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ଦୀପକ କିଣ୍ଡୋ ଫେରାର ଅଛନ୍ତି। ସେ ଦେଶ ଛାଡ଼ି ପଳାଇଯିବାର ଆଶଙ୍କା ଥିବାରୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) କେନ୍ଦ୍ର…
ସରପଞ୍ଚ ପଦବୀ ଲାଗି ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ
ପାରଳାଖେମୁଣ୍ଡି,୩ା୨(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ ହେଉଛି। ଆଈ ମନୋରମା ଜେନା ଏବଂ ନାତୁଣୀ ଶିଳ୍ପା ପାତ୍ର ଉଭୟେ ନିଜ ନିଜ ଢଙ୍ଗରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଗୁରାଣ୍ଡି…
ପରୀକ୍ଷା ବାତିଲ୍ ଦାବିରେ ତାତିଲେ ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ,୩।୨: ବାଲେଶ୍ୱର ଜିଲାର ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟର ଛାତ୍ରୀଛାତ୍ର ମହାମାରୀ କରୋନା ଯୋଗୁ ଯୁକ୍ତ ୨ ଫାଇନାଲ୍ ପରୀକ୍ଷା ବାତିଲ୍ କରିବା ପାଇଁ ଦାବି କରିଛନ୍ତି। ଗୁରୁବାର ଅଲ୍ ଓଡ଼ିଶା ଷ୍ଟୁଡ଼େଣ୍ଟ ୟୁନିଅନ୍ ଜିଲା ଶାଖା ନେତୃତ୍ୱରେ ସହରର ଓଟିରୋଡ୍ର…
୭ରୁ ଖୋଲିବ ସ୍କୁଲ, କଲେଜ
ଭୁବନେଶ୍ୱର,୩ା୨(ବ୍ୟୁରୋ): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ସ୍କୁଲ ଖୋଲିବା ନେଇ ରାଜ୍ୟବାସୀ ଚିନ୍ତାରେ ଥିବା ବେଳେ ଆସନ୍ତା ୭ ତାରିଖରୁ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସ୍ମିଟ୍ରେ ସୂଚନା…
ଓଡ଼ିଶାକୁ ଇତିହାସରେ ସର୍ବାଧିକ ରେଳ ଅନୁଦାନ: ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର,୩।୨(ବ୍ୟୁରୋ): ଓଡ଼ିଶାକୁ ରେଳ ବଜେଟ ଅନୁଦାନ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରତିକ୍ରିୟା ରଖିଛନ୍ତି। ଖବରଦାତା ସମ୍ମିଳନୀରେ ରେଳ ବଜେଟକୁ ନେଇ ସେ କହିଛନ୍ତି, ଓଡ଼ିଶା ଇତିହାସରେ ସର୍ବାଧିକ ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଚଳିତ ବର୍ଷ ୯୭୨୩ କୋଟି ଦେଇଛନ୍ତି।…
ବେଲପାହାଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କଳାପତାକା ଦେଖାଇଲେ
ଝାରସୁଗୁଡ଼ା ଅଫିସ,୩।୨: ଝାରସୁଗୁଡ଼ା ଜିଲା ବେଲପାହାଡ଼ରେ ଅବହେଳିତ ସ୍ବାସ୍ଥ୍ୟସେବାକୁ ନେଇ ସ୍ଥାନୀୟ ଯୁବ କଂଗ୍ରେସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି । ବେଲପାହାଡ଼…
ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇଲେ ବୃଦ୍ଧା, ଗୁହାରି କଲେ ଏମିତି
ସୋନପୁର,୩।୨(ନି.ପ୍ର.): ଗାଈ ପାଇଁ ଜିଲାପାଳଙ୍କ ଗାଡ଼ି ଆଗରେ ଶୋଇପଡ଼ିଲେ ବୃଦ୍ଧା। ଏଭଳି ଏକ ଘଟଣା ଘଟିଛି ସୂବର୍ଣ୍ଣପୁରରେ। ପ୍ରିୟ ଗାଈକୁ ଫେରାଇ ଆଣିବା ଲାଗି ସେ ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ସୂଚନାନୁଯାୟୀ, ସୁବର୍ଣ୍ଣପୁର ମେଡିକାଲ ବାରଣ୍ଡାରେ ୨୦ ବର୍ଷ ଧରି…
ଲିଫ୍ଟ ଦେଇ ଲୁଟିନେଲେ, ସାହାଯ୍ୟ ମାଗି ମାଡ଼ ଖାଇଲେ ବାଙ୍ଗାଲୋର ଫେରନ୍ତା ଯୁବକ
ଭୁବନେଶ୍ୱର,୩।୨(ବ୍ୟୁରୋ): ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ନିଶା ଦେଇ ଲୁଟିଲେ ଲୁଟେରା। ପରେ ଯୁବକଜଣଙ୍କ ଉଦ୍ଧାର ପାଇଁ ସାହାଯ୍ୟ ମାଗିବାରୁ ନିର୍ଧୂମ ମାଡ଼ ଖାଇଲେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ। ଲିଫ୍ଟ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଯୁବକ ହେଲେ…
Archives


