୨ ହୋମଗାର୍ଡ ବହିଷ୍କୃତ, ଜଣେ ଓଏପିଏଫ୍ ନିଲମ୍ବିତ
ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ଜଣେ ନାବାଳକ ଚା’ ଦୋକାନୀଙ୍କୁ ପୋଲିସର ଗୋଇଠା ମାଡ଼ ଓ ଜିନିଷପତ୍ର ଲୁଟିନେବା ଘଟଣାରେ ଡିସିପି ଉମାଶଙ୍କର ଦାଶ ପିସିଆର୍ରେ ଥିବା ସମ୍ପୃକ୍ତ ୪ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନାବାଳକଙ୍କୁ ମାଡ଼ ମାରିଥିବା...
୭ବର୍ଷର କନ୍ୟାକୁ ନିର୍ଯାତନା
ଭୁବନେଶ୍ୱର,(ବ୍ୟୁରୋ)/ ପିପିଲି,(ସ୍ବ.ପ୍ର.) ୮।୭: ମାତ୍ର ୭ବର୍ଷର ଶିଶୁଟିଏ। କିଏ ପର କିଏ ଆପଣାର ଜାଣେନାହିଁ। ହେଲେ ତା’ ପ୍ରତି ବାପା ଓ ସାବତ ମା’ ପାତରଅନ୍ତର ମନୋଭାବ ରଖି ନିଷ୍ଠୁର ହୋଇ ବର୍ବରତାର ସୀମା ଟପିଛନ୍ତି। ବାପା ଓ ସାବତ...
ଭାଜପା ନେତ୍ରୀଙ୍କୁ ଅପମାନିତ କରୁଛି ବିଜେଡି: ଭାଜପା
ଭୁବନେଶ୍ୱର, ୮।୭(ବ୍ୟୁରୋ): ବିଜେଡି ଶାସନରେ ରାଜ୍ୟର ମହିଳାମାନେ ଆଦୌ ସୁରକ୍ଷିତ ନୁହନ୍ତି। ସୋସିଆଲ ମିଡିଆର ଅପବ୍ୟବହାର କରି ବର୍ତ୍ତମାନ ନୂତନ କୌଶଳ ଆପଣାଇ ନାରୀମାନଙ୍କୁ ଅସମ୍ମାନ କରାଯାଉଛି। ରାଜନୈତିକ ଅଭିସନ୍ଧି ରଖି ଭାଜପାର ଅନେକ ନେତ୍ରୀମାନଙ୍କୁ ସୋସିଆଲ ମିଡିଆ ଜରିଆରେ...
୬୪,୨୧୪ ପିଭିଟିଜିକୁ କୋଭିଡ୍ ସହାୟତା
ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ ଲହରରେ ଆର୍ଥିକ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ପରିବାରକୁ...
କୋର୍ଟରେ ପ୍ରୋଟେଷ୍ଟ ପିଟିଶନ ଦାଖଲ
ଭୁବନେଶ୍ୱର,୮।୭(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ବର୍ଷେ ପରେ ବି କ୍ରାଇମବ୍ରାଞ୍ଚର ତଦନ୍ତ ଶେଷ ହୋଇନାହିଁ। ଏପରି କି କ୍ରାଇମବ୍ରାଞ୍ଚ ଆଦିତ୍ୟଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିପାରିନାହିଁ। ତେଣୁ ଏହି ତଦନ୍ତକୁ ନେଇ ପରିବାର ଲୋକେ ପୁଣି ପ୍ରଶ୍ନ ଉଠାଇଛନ୍ତି।...
ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ରଥଯାତ୍ରା। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରଥ ନିର୍ମାଣଠାରୁ ଆରମ୍ଭ କରି ପ୍ରଶାସନିକ ପ୍ରସ୍ତୁତି ପର୍ବ ଜୋର୍ସୋର୍ରେ ଚାଲିଛି । ତେବେ ରଥଯାତ୍ରା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ...
ମାଟ୍ରିକ ଫଳକୁ ନେଇ ଅଭିଭାବକ ଅସନ୍ତୁଷ୍ଟ
କଟକ ଅଫିସ,୮।୭: ଚଳିତବର୍ଷ ମାଟ୍ରିକ ଫଳକୁ ନେଇ ଝାରସୁଗୁଡାର ଜଣେ ଅଭିଭାବକ ଅସନ୍ତୋଷ ପ୍ରକାଶ କରିବା ସହ ତାଙ୍କ ପୁତ୍ରଙ୍କ ସାନି ମୂଲ୍ୟାୟନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆବେଦନକାରୀ ନିରାକାର ପାରୁୱାଙ୍କ ପକ୍ଷରୁ ଆଇନଜୀବୀ ଆଶିଷ ମିଶ୍ର ଏ...
ଓଡ଼ିଶା ପାଇଁ ୧,୦୬୨ କୋଟି
ଭୁବନେଶ୍ୱର, ୮।୭(ବ୍ୟୁରୋ): ଓଡ଼ିଶା ପାଇଁ ମଧ୍ୟାହ୍ନଭୋଜନ ବାର୍ଷିକ ଅଟକଳ ଓ ଯୋଜନା ବୈଠକ ବୁଧବାର ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭାଗୀୟ ସଚିବ ଅନିତା କରୱାଲ୍ ସଭାପତିତ୍ୱ କରିଥିଲେ। ଯୁଗ୍ମ ସଚିବ ରାମଚନ୍ଦ୍ର...
୧୧ରେ ଲଘୁଚାପ
ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ବର୍ଷା...
ଏସ୍ସିବିରେ ୯ ଇକ୍ମୋ ମେଶିନ ଲାଗିବ
ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍ସିବି ମେଡିକାଲ ଓ କଲେଜରେ ୯ଟି ଇକ୍ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ...
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ
ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୪୧୫କୁ ବୃଦ୍ଧି ପାଇଛି।...
ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଟକରୁ
ଭୁବନେଶ୍ୱର,୮।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ବୁଧବାର ରାଜ୍ୟରେ ୨,୬୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର...
Archives


