୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ
ବରଗଡ଼ ଅଫିସ୍,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ ଟିମ୍…
ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ
ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ ଭାଙ୍ଗି ଘର ଭିତରେ ପଶିବାକୁ ଉଦ୍ୟମ କରୁଛି । ଫଳରେ ଭାଲୁ ଭୟରେ ସନ୍ଧ୍ୟା…
ପୁଣି ପ୍ରଦୀପଙ୍କୁ ପଚରାଉଚରା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଙ୍ଗଳବାର ପୁଣିଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି। ଏହି ଦୁଇ ମାମଲାରେ ହୋଇଥିବା…
ଓମିକ୍ରନ୍ ସଂକ୍ରମିତ ଦେଶରୁ ଆସିଲେ ହେବ ଆର୍ଟିପିସିଆର୍
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓମିକ୍ରନ୍ ସଂକ୍ରମିତ ଦେଶରୁ ଯେଉଁମାନେ ଆସିବେ ସେମାନଙ୍କ ଆର୍ଟିପିସିଆର ଟେଷ୍ଟ ହେବ। ଯେଉଁମାନେ ପଜିଟିଭ୍ ବାହାରିବେ ସେମାନଙ୍କର ଚିକିତ୍ସା କରାଯିବା ସହିତ କଣ୍ଟାକ୍ଟ ଟ୍ରେସିଂ କରାଯିବ। ଯେମିତି ଅନ୍ୟ ସହିତ ମିଶିପାରିବ ନାହିଁ। ସେହିପରି ଯେଉଁମାନେ ନେଗେଟିଭ ବାହାରିବେ, ସେମାନଙ୍କୁ…
ଖସି ପଳାଇଲେ ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗର ବେପାରୀ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓଡିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ପଶ୍ଚିମବଙ୍ଗ ପୋଲିସ ସହାୟତାରେ ଅନ୍ତର୍ଜାତୀୟ ବ୍ରାଉସୁଗର୍ ବେପାରୀଙ୍କ ଘରେ ଚଢାଉ କରିଥିଲା। ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା ଲାଲଗୋଲା ଥାନା ଅଞ୍ଚଳରେ ଥିବା ଅଭିଯୁକ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ ବେଳେ…
୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାଁରେ ହାଜତ ମୃତ୍ୟୁ ମାମଲା
ଗୋପାଳପୁର,୩୦ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଗତ ମେ ୩ରେ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆଙ୍କ ମୃତ୍ୟୁ ଘଟିଥିଲା। ଏହି ହାଜତ ମୃତ୍ୟୁ ଘଟଣାରେ ବ୍ରହ୍ମପୁର ପୋଲିସ ୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ…
ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଅଧିକାରୀଙ୍କ ପାଇଁ ୫୦୪ କ୍ବାର୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଣିକି ପୋଲିସ ଅଧିକାରୀ ଆଉ ଘର ପାଇଁ…
ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ କଲେ ରାଜ୍ୟ ସରକାର
ଭୁବନେଶ୍ବର,୩୦।୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ଶୀତ ଅଧିବେଶନରେ ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସମସ୍ତ ଜିଲାର ଏସ୍ପିମାନଙ୍କୁ ଆଲର୍ଟ କରାଯାଇଛି । ଅସନ୍ତୋଷ ଜାହିର କରି ଆତ୍ମାହୂତି କରିବାକୁ ଉଦ୍ୟମ କରୁଥିବା ଲୋକଙ୍କୁ ବୁଝାଇ କିପରି…
ମାଡ଼ି ଆସୁଛି ବାତ୍ୟା
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବାତ୍ୟା ହେବା ନେଇ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩…
ଜାନୁୟାରୀକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା
କଟକ ଅଫିସ,୩୦।୧୧: ଦଶମ ଶ୍ରେଣୀର ସମେଟିଭ-୧ର ପରୀକ୍ଷା ତାରିଖ ଘୁଞ୍ଚିଲା। ଡିସେମ୍ବର ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଜାନୟାରୀ ୫ ରୁ ୮ ତାରିଖରେ ହେବ। ସେଥିପାଇଁ ଫର୍ମ ଫିଲଅପ କାର୍ଯ୍ୟ ଶେଷ ହୋଇଛି । ପରୀକ୍ଷା ପାଇଁ ଡାଟା…
ଚିନ୍ତା ବଢ଼ାଇଲାଣି ଲଘୁଚାପ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ଚାଷୀକୁଳ ଚିନ୍ତା ବଢ଼ାଇ ଦେଇଛି। ବିଲରେ ପାଚିଲା ଧାନ ଲହଡି ଭାଙ୍ଗୁଛି। ଗତ ୨ଦିନ ହେବ ଚାଷୀମାନେ ପାଚିଲା ଓ ଦରପାଚିଲା ଧାନକୁ କାଟି ଖଳାକୁ ବୋହିବାରେ ଲାଗିଛନ୍ତି। ଚାଷୀମାନଙ୍କର ନିଦ ହଜି ଯାଇଛି। କେବଳ ଧାନ…
ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ…
Archives


