ରାଜ୍ୟ

କାଟି ନେଇଗଲେ ମହିଳାଙ୍କ ମୁଣ୍ଡ

ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ କାଟି ନେଇଯାଇଥିବା ଜଣାପଡିଛି। ପୋଲିସ ମୁଣ୍ଡବିହୀନ ମୃତଦେହ ଜବତ କରି ବ୍ୟବଚ୍ଛେଦ...

ରାଜ୍ୟରେ ପ୍ରଥମ ଡୋଜ୍‌ ଟିକା ନେଲେଣି ୧ କୋଟି ଲୋକ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ୧ କୋଟି ଲୋକ ପ୍ରଥମ ଡୋଜ ଟିକା ନେଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତୃତୀୟ ଲହର...

୨୦୨୨ରୁ ପୁରୀରୁ ଉଡ଼ିବ ବିମାନ

ପୁରୀ ଅଫିସ,୪ା୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ୨୦୨୨ରୁ ପୁରୀରୁ ବିମାନ ଉଡ଼ିବା ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୁରୀକୁ ଦେଶ ବିଦେଶରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକମାନେ ଆସିଥାନ୍ତି। ଯଦିଓ କରୋନା ମହାମାରୀ...

ମାସ୍କ ପିନ୍ଧିବା ଜୀବନଶୈଳୀର ଅଂଶ ହେଉ: ଡା. ଗୀତାଞ୍ଜଳୀ

ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ୩ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି। ସେପଟେ ତୃତୀୟ ଲହର ଆସିବ ବୋଲି ଆଶଙ୍କା କରାଯାଉଥିବାବେଳେ ଇତିମଧ୍ୟରେ ଲକ୍‌ଡାନ୍‌...

ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪ା୭(ବ୍ୟୁରୋ): ଓଡ଼ିଶା ସମେତ ୬ଟି ରାଜ୍ୟରେ କରୋନା ସଂକ୍ରମଣ କମୁ ନ ଥିବାରୁ ଏ ନେଇ କେନ୍ଦ୍ର ସରକାର ଏସବୁ ରାଜ୍ୟକୁ ସ୍ବତନ୍ତ୍ର ଟିମ୍‌ ପଠାଇଛନ୍ତି । ଓଡ଼ିଶା ଆସୁଥିବା ବିଶେଷଜ୍ଞ ଦଳର ନେତୃତ୍ୱ ନେଉଥିବା ଏଆଇଆଇଏଚ୍‌ ଆଣ୍ଡ୍‌ ପିଏଚ୍‌ର...

ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କଳରବ

ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ...

୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷାର...

ବିଧାୟକଙ୍କ ବିବାହରେ କୋଭିଡ୍‌ ନିୟମ ଉଲ୍ଲଂଘନ

ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ‘ଚିଲିକା ରିସର୍ଟ’ରେ ଅନୁଷ୍ଠିତ ବିବାହ ଉତ୍ସବର ଏକ ଭିଡିଓ ଏବେ...

ସାପୁଆ ନଦୀ ପ୍ରଦୂଷଣ ମୁକ୍ତ ଦାବି

ଆଠଗଡ,୪ା୭(ସ୍ବ.ପ୍ର.): ସାପୁଆ ନଦୀକୁ ପ୍ରଦୂଷଣ ମୁକ୍ତ ଓ ଗୋଡ଼ିଝରିଆ ଜଳ ଯୋଗାଣ ପ୍ରକଳ୍ପରୁ ପାନୀୟଜଳ ଯୋଗାଇବାକୁ ଆଠଗଡ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ବିଧାୟକ...

ମାନ୍ଦା ବେଳେ ମହଙ୍ଗା ମାଡ଼

କାମାକ୍ଷାନଗର, ୪।୭: ଦୀର୍ଘ ଦେଢ଼ବର୍ଷ ହେଲା କରୋନା କଷଣରେ ଘାଣ୍ଟି ହେଉଛନ୍ତି ସାଧାରଣ ଜନତା। ହାତରେ କାମ ନାହିଁ। ସାଇତିଥିବା ଧନ ସରିଗଲାଣି। ଏଭଳି ସମୟରେ ଗରିବ ଏବଂ ମଧ୍ୟବିତ୍ତ ପରିବାର ଉପରେ ଦରଦାମ ବୃଦ୍ଧି ବୋଝ ଉପରେ ନଳିତା ବିଡ଼ା...

ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ ନବବଧୂ ଜଣକ ଯନ୍ତ୍ରଣାରେ ଛଟପଟ ହୋଇ ଆଖିବୁଜି ଦେଇଛନ୍ତି। ଶନିବାର ଭୁବନେଶ୍ୱରର...

ଦୁର୍ଗାଦେବୀ ଅଞ୍ଚଳରେ ପ୍ରାଚୀନ ସହର: ସ୍ଥିତି ଅନୁଧ୍ୟାନ କଲେ ତହସିଲଦାର

ବାଲେଶ୍ୱର ଅଫିସ, ୪।୭- ବାଲେଶ୍ୱର ଜିଲା ରେମୁଣା ତହସିଲ ଦୁର୍ଗାଦେବୀ ଅଞ୍ଚଳରେ ପ୍ରାଚୀନ ସହର ଓ ପ୍ରାକ୍‌ ଐତିହାସିକ ସଭ୍ୟତାର ସନ୍ଧାନ ମିଳିଛି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ପ୍ରାକ୍‌ ଐତିହାସିକ ସଭ୍ୟତାଠାରୁ ଆରମ୍ଭ କରି ବୌଦ୍ଧ, ଜୈନ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri