ରାଜ୍ୟ

ଶର୍ଟସର୍କିଟରୁ ଜଳିଗଲା ୨୧ ବଖରା

ଖଲ୍ଲିକୋଟ,୨ା୭: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ନାଇକାଣିପଲି ଗ୍ରାମରେ ଶୁକ୍ରବାର ଶର୍ଟସର୍କିଟରୁ ନିଆଁ ଲାଗି ୧୨ ପରିବାରର ୨୧ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ନାଇକାଣିପଲି ଗ୍ରାମ ମଝି ସାହିରେ ରହୁଥିବା ମଞ୍ଜୁ ଖୁଣ୍ଟିଆ, ରାଜନ ଖୁଣ୍ଟିଆ, ଲକ୍ଷ୍ମଣ ଗୌଡ଼, ଛାୟା...

ଓଡ଼ିଶାରେ ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୨।୭: ରାଜ୍ୟରେ ଶୁକ୍ରବାର ୯ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଏହି ଟିକା ସମସ୍ତ ଜିଲାକୁ ପଠାଯିବ । ଗୁରୁବାର ୧ଲକ୍ଷ କୋଭିସଲ୍ଡ ଟିକା...

ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୨।୭: ଭୁବନେଶ୍ୱର ସାମପୁର ଓ୍ବାର୍ଡ ନମ୍ବର-୨୩ ସ୍ଥିତ ଜିମଖାନା ପାମ୍‌ ହାଇଟ୍‌ ଆପାର୍ଟମେଣ୍ଟର ବ୍ଲକ ‘ଇ’କୁ ସିଲ କରିଛି ବିଏମ୍‌ସି। ଉକ୍ତ ବ୍ଳକରୁ ଏକାଧିକ କୋଭିଡ୍‌ ପଜିଟିଭ ଚିହ୍ନଟ ହେବା ପରେ ଶୁକ୍ରବାର ବିଏମ୍‌ସି ପକ୍ଷରୁ ଆପାର୍ଟମେଣ୍ଟକୁ ସିଲ୍‌ କରାଯାଇ...

ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର

ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ...

୭୦% ସିଲାବସ୍‌ରୁ ହେବ ମାଟ୍ରିକ୍‌ ଅଫଲାଇନ୍‌ ପରୀକ୍ଷା, ଅସନ୍ତୁଷ୍ଟମାନେ ଦେଇପାରିବେ: ମନ୍ତ୍ରୀ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ୩୦ ତାରିଖରୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା। ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ଅଫଲାଇନ୍‌ ପରୀକ୍ଷା ଦେଇପାରିବେ। ଏଥିପାଇଁ ଜୁଲାଇ ୫ରୁ ୧୪ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ ହେବ। ଜୁଲାଇ ୩୦ରୁ ଅଗଷ୍ଟ ୫ ମଧ୍ୟରେ ପରୀକ୍ଷା ପାଇଁ...

ଭୁବନେଶ୍ୱରରେ ୧୦୦ ଟପିଲା ପେଟ୍ରୋଲ ଦର

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ୧୦୦ ଟପିଛି ପେଟ୍ରୋଲ ଦର। ତେବେ ଡିଜେଲ ଦର ବଢ଼ି ନ ଥିବା ଜଣାପଡ଼ିଛି। ପେଟ୍ରୋଲ ଲିଟର ପିଛା ୧୦୦.୦୧ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୭.୨୫ ଟଙ୍କା ରହିଛି।...

ବିପଦରେ ବିରଳ ପ୍ରଜାତିର ହର୍ଲି କଙ୍କଡ଼ା

ମହାକାଳପଡ଼ା,୨।୭(ଡି.ଏନ୍‌.ଏ.): ଜୈବ ବିବିଧତା ଓ ମୃତ୍ତିକା ଉର୍ବରତା ସହ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବିରଳ ପ୍ରଜାତିର ସାମୁଦ୍ରିକ ହର୍ଲି କଙ୍କଡ଼ାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଏହି ବିରଳ ହର୍ଲି କଙ୍କଡ଼ା ସମୁଦ୍ର କୂଳିଆ ବାଲିଆ ଦୋରସା ପଟୁ ମାଟିରେ...

୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ...

ଆଜି ଆଉ ୪୬ ଜୀବନ ନେଲା କରୋନା, ୪୧୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୬ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ମୃତ୍ୟୁସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି।...

ଆଜି ରାଜ୍ୟରୁ ୩୨୨୨ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୨୨୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୬,୧୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୩୮ ଜଣ...

୫୬ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ): ସନ୍ତୁଳିତ ଆଞ୍ଚଳିକ ଅଭିବୃଦ୍ଧି ଲାଗି ବିକାଶମୂଳକ ଯୋଜନାରେ ଗୋଷ୍ଠୀଗତ ସମ୍ପୃକ୍ତି ଅତ୍ୟନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗରେ ସଦ୍ୟ ନିଯୁକ୍ତ ୫୬ ବରିଷ୍ଠ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କ ଯୋଗଦାନ କାର୍ଯ୍ୟକ୍ରମକୁ ସମ୍ବୋଧିତ...

ନାବାଳକଙ୍କୁ ଗୋଇଠା ମାରି ପୋଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ରେ ଚା’ ଦୋକାନ ଖୋଲିଥିବା ଜଣେ ନାବାଳକଙ୍କୁ ଗୋଇଠା ମାରିବା ପୋଲିସ ପାଇଁ ମହଙ୍ଗା ପଡ଼ିଛି। ଗୁରୁବାର ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କୁ ଡିସିପି ନିଲମ୍ବିତ କରିଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ୨୯ ନଂ. ପିସିଆର ଭ୍ୟାନ୍‌ ଡ୍ରାଇଭର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri