ରାଜ୍ୟ

କୋଭିଡ୍‌ କଟକଣା ମଧ୍ୟରେ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର

ସମ୍ବଲପୁର,୧।୨(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର। ଏ ନେଇ ଜିଲା ପ୍ରଶାସନର ନିଷ୍ପତ୍ତି ନେଇଛି। ତେବେ ଭକ୍ତଙ୍କ ଦର୍ଶନ ସମୟରେ କୋଭିଡ୍‌ କଟକଣା ବଳବତ୍ତର ରହିବ। ସମଲେଶ୍ବରୀ ମନ୍ଦିର ସକାଳ ୬ଟା ରୁ ପୂର୍ବାହ୍ନ ୧୧ଟା୩୦ ଏବଂ ଅପରାହ୍ନ…

ରାଜ୍ୟରୁ ସୁସ୍ଥ ହେଲେ ୮୧୮୧ କରୋନା ଆକ୍ରାନ୍ତ

ଭୁବନେଶ୍ବର,୩୧।୧(ବ୍ୟୁରୋ) : ରାଜ୍ୟରେ ଏବେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଉଛି। ସୋମବାର ରାଜ୍ୟରେ ୮୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାଏ ମୋଟ୍‌…

୩ରୁ ବର୍ଷିବ!

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଫେବୃୟାରୀ ୪ ତାରିଖରେ ସୁନ୍ଦରଗଡ଼, ଦେବଗଡ, ଅନୁଗୋଳ,  ଢେଙ୍କାନାଳ, ଯାଜପୁର, କେନ୍ଦୁଝର…

ସକାଳ ୬ରୁ ରାତି ୯ ଖୋଲାରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩୧।୧: ସର୍ବସାଧାରଣଙ୍କ ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ଖୋଲିବ। ତେବେ ଶ୍ରୀମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏସ୍‌ଓପି ଜାରି କରାଯାଇଛି। ଦୈନିକ ସକାଳ ୬ରୁ ରାତି ୯ ଶ୍ରୀମନ୍ଦିର ଖୋଲାରହିବ। ସାନିଟାଇଜେସନ ପାଇଁ ପ୍ରତି ରବିବାର ବନ୍ଦ ରହିବ…

ପ୍ରକାଶ ପାଇଲା ପୌରସଂସ୍ଥା ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୌରସଂସ୍ଥା ଅଧ୍ୟକ୍ଷ ଆସନ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୦୭ ପୌରସଂସ୍ଥା…

ଆସିଲା ଫେବୃୟାରୀ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଫେବୃୟାରୀ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ନାଇଟ୍‌ କର୍ଫ୍ୟୁ ଅବଧି ଏବେ ରାତି ୯ଟା ପରିବର୍ତ୍ତେ ରାତି ୧୦ରୁ ଆରମ୍ଭ ହେବ। ତେବେ ରାତି…

‘ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି’

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଆକ୍ଟିଭ୍‌ ରୋଗୀଙ୍କ ସଂଖ୍ୟା ମଧ୍ୟ କମୁଛି। ମାତ୍ର ସାବଧାନତା ଅବଲମ୍ବନ କରିବାକୁ ପଡିବ ବୋଲି ସେ…

ଅବହେଳିତ ଜୁଆଙ୍ଗ ଜନଜାତି

କେନ୍ଦୁଝର, ୩୧।୧(ଡି.ଏନ୍‌.ଏ.) ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଆଦିମ ଜନଜାତି ଜୁଆଙ୍ଗ ଓ ଭୂୟାଁ ଅବହେଳିତ ହୋଇ ରହିଛନ୍ତି। ପାହାଡ ଓ ଜଙ୍ଗଲ ଘେରା ମଧ୍ୟରେ ରହି ଆସୁଥିବା ଏହି ଜନଜାତି ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ବିକାଶ ସ୍ରୋତରେ…

ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇବେ ୪ ବରିଷ୍ଠ ଆଇନଜୀବୀ

କଟକ ଅଫିସ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ । ବରିଷ୍ଠ ଆଇନଜୀବୀ…

ନିଷିଦ୍ଧାଞ୍ଚଳରେ ମାଛ ମାରି ଫସିଲେ: ୪ ଟ୍ରଲର ଜବତ, ୩୦ ଅଟକ

କୋଣାର୍କ,୩୧ା୧(ଡି.ଏନ୍‌.ଏ.): ପୁରୀ ଅସ୍ତରଙ୍ଗ ସମୁଦ୍ରର ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ମାରୁଥିବାରୁ ୪ ଟ୍ରଲର ଜବତ କରାଯାଇଥିବା ବେଳେ ୩୦ କର୍ମଚାରୀ ଅଟକ ରହିଛନ୍ତି। ପାରାଦୀପ ଅଞ୍ଚଳର ୩ଟି ଓ ବାଲେଶ୍ୱର ଅଞ୍ଚଳର ଗୋଟିଏ ଟ୍ରଲର ଜବତ କରାଯାଇଥିବା ଜଣାପଡ଼ିଛି। ୩୦ ଜଣ…

ଚାଉଳ ରିସାଇକ୍ଲିଂକୁ ପ୍ରୋତ୍ସାହନ

ଯାଜପୁର ଅଫିସ,୩୧ା୧: ଧାନ ସଂଗ୍ରହ ଓ ଚାଉଳ ଦାଖଲ ପ୍ରକ୍ରିୟାରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଏକାଧିକ ନିର୍ଦ୍ଦେଶକୁ ଜିଲା ଯୋଗାଣ ଅଧିକାରୀ(ସିଏସ୍‌ଓ)ମାନେ ଅବମାନନା କରୁଛନ୍ତି। ଚାଉଳ ରିସାଇକ୍ଲିଂ କିମ୍ବା କଳାବଜାରି ନିୟନ୍ତ୍ରଣ ପାଇଁ ରାଇସ୍‌ ରିସିଭିଂ ସେଣ୍ଟର (ଆର୍‌ଆର୍‌ସି) ଓ ମିଲ୍‌ଗୁଡିକରେ ଧାନ…

ଆଜି ରାଜ୍ୟରୁ ୩୩୨୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୪୯,୨୪୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧,୯୩୪ ଜଣ ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri