ରାଜ୍ୟ

ପାଣି ସମସ୍ୟା ଦୂର ନ ହେଲେ ଭୋଟ ବର୍ଜନ

ଖୋର୍ଦ୍ଧା ଅଫିସ,୩୧ା୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ପଦକ୍ଷେପ ନେଉଛନ୍ତି। ସବୁ ଗ୍ରାମର ଲୋକଙ୍କୁ ପାନୀୟଜଳ ସୁବିଧା ମିଳିବ ବୋଲି ଘୋଷଣା କରିଛନ୍ତି। ତେବେ…

ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୪

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ଟିକେ କମିଛି କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍‌। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

ଭୋଟର ତାଲିକାରେ ଚଞ୍ଚକତା

ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଇଥାଏ। ନିର୍ବାଚନ ପୂର୍ବରୁ ଭୋଟର ସଂଶୋଧନ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ…

ଶ୍ରୀମନ୍ଦିର ରତ୍ନଅଳଙ୍କାର ଗଣନା ହେଉନି

ପୁରୀ ଅଫିସ,୩୧।୧: ଶ୍ରୀମନ୍ଦିର ଭିତରଭଣ୍ଡାର ଚାବି ପ୍ରସଙ୍ଗ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ରତ୍ନ ଅଳଙ୍କାର ଗଣନା ନ ହେବା ନେଇ ପ୍ରଶ୍ନ ଉଠିଛି। ୨୦୧୮ରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ରତ୍ନଅଳଙ୍କାର ଗଣନା ପାଇଁ ମତ ପ୍ରକାଶ ପାଇଥିଲା। ଆସନ୍ତା…

ଧର୍ମଶାଳାରେ ଶିଶୁକନ୍ୟା ବିକ୍ରି ଘଟଣା: ଅଙ୍ଗନୱାଡି କର୍ମୀଙ୍କ ସହ ୫ ଗିରଫ

ଧର୍ମଶାଳା,୩୧ା୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା କୋତପୁର ପଞ୍ଚାୟତ ସାନରାଏପଡ଼ା ଗ୍ରାମରେ ଶିଶୁକନ୍ୟା ବିକ୍ରି ଘଟଣାରେ ପୋଲିସ ଜଣେ ଅଙ୍ଗନୱାଡି କର୍ମୀଙ୍କ ସମେତ ମୋଟ୍‌ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଶିଶୁକନ୍ୟାକୁ କିଣିଥିବା ପାରାଦୀପ ରଙ୍ଗିଆଗଡ଼ା ଅଞ୍ଚଳର…

ଭୋଟ ନ ଦେଲେ ରାଶନ କାର୍ଡ କଟିବା ଧମକ

ଯାଜପୁର ଅଫିସ,୩୧।୧: ପଞ୍ଚାୟତ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ତିନି ପ୍ରମୁଖ ଦଳର ପ୍ରଚାର ସେତେ ତେଜିବାରେ ଲାଗିଛି। ଭୋଟରଙ୍କ ନିକଟରେ ପହଞ୍ଚିବାକୁ ସବୁ ଦଳ ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଛନ୍ତି। ଯାଜପୁର ଜିଲାର ବିଜେଡି ଗଡ଼ ଭାବେ ପରିଚିତ କୋରେଇ…

୫୦ ପରିବାରକୁ କର୍ମ ସଂସ୍ଥାନ ଯୋଗାଇଛନ୍ତି ସୁମନ୍ତ

ରାଜକନିକା, ୩୧ା୧(ଡି.ଏନ.ଏ.): ଉଦ୍ୟମ ଥିଲେ ସଫଳତା ମିଳେ ଏହାକୁ ପ୍ରମାଣ କରି ଦେଖାଇଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନମତରା ପଞ୍ଚାୟତର ସୁମନ୍ତ ଦାସ। ଏବେ ସେ ଜଣେ ସଫଳ ଉଦ୍ୟୋଗପତି। ତାଙ୍କ ଚେଷ୍ଟାରେ ବହୁ ପରିବାର ବିଭିନ୍ନ କ୍ଷେତ୍ରରେ କର୍ମ…

‘ଧରିତ୍ରୀ’ ଖବରଦାତା ସଞ୍ଜୀବ ଯୋଷୀଙ୍କ ପରଲୋକ

ଭବାନୀପାଟଣା,୩୧।୧(ସ୍ବ.ପ୍ର.): ‘ଧରିତ୍ରୀ’ର କଳାହାଣ୍ଡି ଜିଲା ପ୍ରତିନିଧି ସଞ୍ଜୀବ କୁମାର ଯୋଷୀଙ୍କ ରବିବାର ସନ୍ଧ୍ୟା ୭ଟା ୪୦ ମିନିଟ୍‌ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ହୋଇଯାଇଛି। ତାଙ୍କୁ ୫୬ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ ଜିଲାରେ ଶୋକର ଛାୟା ଖେଳିଯାଇଛି। ଯୋଷୀ ‘ଧରିତ୍ରୀ’ରେ…

ଦାଦନ ଶ୍ରମିକଙ୍କ ଉପରେ ପ୍ରାର୍ଥୀଙ୍କ ଆଖି

କେନ୍ଦ୍ରାପଡ଼ା ଅଫିସ,୩୧ା୧: କେନ୍ଦ୍ରାପଡ଼ା ଜିଲାର ଦାଦନ ସମସ୍ୟାରେ ପୀଡିତ ଶ୍ରମିକଙ୍କ ଉପରେ ପଞ୍ଚାୟତ ନିର୍ବାଚନର ପ୍ରର୍ଥୀଙ୍କ ଆଖି ପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ସେମାନଙ୍କୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। ଏକ ବେସରକାରୀ ସଂସ୍ଥାର…

ପୁରୁଣା, ନୂଆମୁହଁକୁ ନେଇ ଲଢ଼େଇ

ଜଗତ୍‌ସିଂହପୁର ଅଫିସ,୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍‌ସିଂହପୁର ୪ନଂ. ଜୋନ ସଭ୍ୟ ପଦ ଅଣସଂରକ୍ଷିତ ରହିଛି। ଗତ ନିର୍ବାଚନରେ ଏହି ଜୋନଟି ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିଲା। ଚଳିତ ଥର ଏହି ଆସନ ପାଇଁ ବିଜେଡି ଓ କଂଗ୍ରେସ…

୧୫ମାସ ପରେ ମାଟିତଳୁ କଙ୍କାଳ ଉଦ୍ଧାର

କଣ୍ଟାବାଞ୍ଜି,୩୧ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ପୋଲିସ ଓ ଜିଆରପି ଦୀର୍ଘ ୧ବର୍ଷ ୩ ମାସ ପରେ ଝାରଖଣ୍ଡର ଲତିଫ୍‌ ଅନସାରୀ (୧୯) ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। କଣ୍ଟାବାଞ୍ଜି-ତୁରେକେଲା ରେଲୱେ ଜମିରୁ ଜେସିବିରେ ମାଟିଖୋଳି ରବିବାର ମୃତଙ୍କ ହାଡକଙ୍କାଳ ଉଦ୍ଧାର କରାଯିବା…

ନିର୍ବାଚନ ପାଇଁ ପିସିସି ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ନିର୍ବାଚନ ପରିଚାଳନା ପାଇଁ କଂଗ୍ରେସ ତା’ର ସାଙ୍ଗଠନିକ ଜିଲା ପାଇଁ ସଂଯୋଜକ ନିଯୁକ୍ତ କରିଛି। ପିସିସିର ପଞ୍ଚାୟତ ଓ ପୌର ନିର୍ବାଚନ ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ ଏହି ନିଯୁକ୍ତି ଦିଆଯାଇଛି। ଅନୁଗୋଳ ଜିଲା ପାଇଁ ରାମଚନ୍ଦ୍ର ଖୁଣ୍ଟିଆ, ବାଲେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri