ରାଜ୍ୟ

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇଁ ସଂଗ୍ରାମ କରିଆସିଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ମହିଳାମାନଙ୍କ ପାଇଁ…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ ଏହି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ପରିବାର ଲୋକେ । ଫୁଲବାଣୀ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୨ ଟାରେ ଠେଲାପେଲାକୁ ନେଇ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତି ରେ ଆସୁଥିବା ଏକ ବାଇକ୍ ଧକ୍କାରେ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ ଏକ ର଼୍ୟାକେଟ୍‌ କାମ କରୁଛି। ପଡୋଶୀ ଜିଲା ବରଗଡ ଓ ପଡୋଶୀ ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ଆୟୋଜିତ ଉତ୍ସବରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା କରି…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ନିଜ ଧର୍ମପତ୍ନୀଙ୍କୁ ହତ୍ୟା କରିବା ଘଟଣା । ସମ୍ବେଦନଶୀଳ ମାମଲାର…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ ଶ୍ରୀମନ୍ଦିରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଏନେଇ ଆଇନ ମନ୍ତ୍ରୀ ସୂଚନା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି । ୧୩ ତାରିଖ ନାବାଳିକା ଜଣଙ୍କ ଟ୍ୟୁଶନ ଯାଇ ନିଖୋଜ ଥିଲେ। ଟ୍ୟୁଶନ ପାଖରୁ…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ ଲୋକାର୍ପଣ ଉତ୍ସବରେ ଯୋଗଦେଲେ ଝିଅ ସୋଫିଆ। ସମାବେଶ ସ୍ଥଳରେ ଯୋଗଦେଲେ ନିଲମ୍ୱିତ କଂଗ୍ରେସ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାକୁ ଉଦ୍‌ଘାଟନ କରି କହିଛନ୍ତି ଯେ ସମ୍ବଲପୁରର ଇତିହାସ ଓ ସଂସ୍କୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?