ଗର୍ଭବତୀଙ୍କୁ ରେଫର ମନା
ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍ଏଚ୍)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ ଜଣେ ଆନାସ୍ଥେସିଆ ବିଶେଷଜ୍ଞ କାର୍ଯ୍ୟରେ ଯୋଗ ଦେବା ପରେ ଡିଏଚ୍ଏଚ୍ରେ ୨୪ ଘଣ୍ଟିଆ...
‘ଚାଷୀଙ୍କ ସମସ୍ୟାକୁ ଗୁରୁତ୍ୱ ଦେବି’
ସୋନପୁର,୧।୭: ସୁବର୍ଣ୍ଣପୁରର ୩୦ତମ ଜିଲାପାଳ ଭାବେ ଅବୋଲି ସୁନିଲ ନରଓ୍ବଣେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନରଓ୍ବଣେ ଏହା ପୂର୍ବରୁ ରାଉରକେଲାର ଅତିରିକ୍ତ ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ୨୦୧୫ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ନରଓ୍ବଣେ ପ୍ରଥମେ ବାଲେଶ୍ୱର...
ଛାତ୍ରୀଙ୍କୁ ବଳାତ୍କାର କରି ଜେଲଗଲେ ଟିଉସନ ସାର୍
ଠାକୁରମୁଣ୍ଡା,୧ା୭: ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ୨୫ ବର୍ଷୀୟ ଯୁବକ ଜଣକ ନାବାଳିକାଙ୍କୁ...
ରାସ୍ତାରେ ବ୍ୟୁଟିପାର୍ଲର, ସ୍ପା ମାଲିକ
ଭୁବନେଶ୍ୱର,୧।୭: ପାଖରେ ପଇସା ନାହିଁ। ଚଳିବୁ କିପରି ବୋଲି ଅଭିଯୋଗ କରି ଗୁରୁବାର ରାଜରାସ୍ତାକୁ ଓହ୍ଲାଇଥିଲେ ଭୁବନେଶ୍ୱରର ବ୍ୟୁଟିପାର୍ଲର ଏବଂ ସ୍ପା ମାଲିକମାନେ। ବ୍ୟୁଟିପାର୍ଲର ସଂଘ କର୍ମକର୍ତ୍ତା ହାତରେ ବିଭିନ୍ନ ପ୍ଲାକାର୍ଡ ଧରି ଜୟଦେବ ଭବନ ନିକଟରେ ବିକ୍ଷୋଭ ପ୍ରଦର୍ଶନ...
୧୫ ସୁଦ୍ଧା ଏମ୍ସରେ କାର୍ଯ୍ୟକ୍ଷମ ହେବ ଏକମୋ ମେଶିନ
ଭୁବନେଶ୍ୱର,୧।୭: ଭୁବନେଶ୍ୱର ଏମ୍ସରେ ପହଞ୍ଚିଛି ଏକମୋ ମେଶିନ। ଜୁଲାଇ ୧୫ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ। ଏପରି କି ଖୁବ ଶୀଘ୍ର ଦ୍ୱିତୀୟ ଏକମୋ ମେଶିନ ଆସିବ ବୋଲି ଏମ୍ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି ଗୁରୁବାର ଏହି ସୂଚନା ଦେଇଛନ୍ତି।...
୩ ଦିନିଆ ପୁରୀ ଗସ୍ତରେ ରାଜ୍ୟପାଳ
ପୁରୀ ଅଫିସ,୧ା୭: ତିନି ଦିନିଆ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ପୁରୀରେ ପହଞ୍ଚିଛନ୍ତି । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭବନ ପରିସରରେ...
ଭୁବନେଶ୍ୱରରେ ପହଞ୍ଚିଲା ଆଉ ୧ ଲକ୍ଷ କୋଭିଶିଲ୍ଡ ଟିକା
ଭୁବନେଶ୍ୱର,୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଗୁରୁବାର ଆଉ ୧ ଲକ୍ଷ କୋଭିଶିଲ୍ଡ ଟିକା ପହଞ୍ଚିଛି । ଆସନ୍ତାକାଲି ଆଉ ୧୦ ଲକ୍ଷ ଟିକା ଓଡ଼ିଶାରେ ପହଞ୍ଚିପାରେ। ସେରମ ଇନଷ୍ଟିଚ୍ୟୁଟ୍ରୁ ୮ ଲକ୍ଷ କୋଭିଶିଲ୍ଡ ଟିକା ଆସିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ବସ୍ ଚଳାଚଳ ପାଇଁ ଜାରି ହେବ ଗାଇଡ୍ଲାଇନ୍
ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦେଖି କଟକଣାକୁ ଜୁଲାଇ ୧୬ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ୨୦ଟି ଜିଲାରେ ବସ୍ ଚଳାଚଳକୁ ବି ଅନୁମତି ଦିଆଯାଇଛି। ତେବେ ବସ୍ ଚଳାଚଳ ପାଇଁ ଗାଇଡ୍ଲାଇନ୍ ଜାରି...
କରୋନା ପରିଚାଳନା ତ୍ରୁଟି ଲୋକଙ୍କ ଆଗରେ ରଖିବ ଯୁବ କଂଗ୍ରେସ
ଭୁବନେଶ୍ୱର, ୧।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିଗତ ପରିଚାଳନା, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ ଇତ୍ୟାଦିର ଅହେତକୁ ଦରଦାମ ବୃଦ୍ଧି ପ୍ରସଙ୍ଗ ଲୋକଲୋଚନକୁ ଆଣିବାକୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରୟାସ କରୁଛି। ଯୁବ କଂଗ୍ରେସ ପକ୍ଷରୁ ବୁଧବାର...
ଭୂମିହୀନ ୧୮ ଲକ୍ଷ କୃଷକ ପରିବାରକୁ ୩୮୬ କୋଟି ସହାୟତା
ଭୁବନେଶ୍ୱର,୧।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮...
ଆନ୍ତଃ ଜିଲା କଟକଣା ବସ୍ ପାଇଁ ଅଡୁଆ
ଭୁବନେଶ୍ୱର,୧।୭(ବ୍ୟୁରୋ): ଦୀର୍ଘଦିନ ଧରି ବସ୍ ସେବା ବନ୍ଦ ହେବା ପରେ ରାଜ୍ୟ ସରକାର ଜୁଲାଇ ପହିଲାରୁ ୨୦ଟି ଜିଲାରେ ଚଳାଚଳ କରିବାକୁ ଅନୁମତି ଦେଇଛନ୍ତି। ତେବେ ଅନ୍ୟ ୧୦ଟି ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବାରୁ ବସ ଚଳାଚଳକୁ ନିଷେଧ...
ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ଗୋଲ୍ଡେନ୍ ଭିଜା
ଭୁବନେଶ୍ୱର, ୧।୭(ବ୍ୟୁରୋ): ମୟୂରଭଞ୍ଜ ଜିଲା ବାରିପଦାର କଳାକାର ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ସମ୍ମାନଜନକ ଗୋଲଡେନ୍ ଭିଜା ମିଳିଛି। ୟୁଏଇ ସରକାରଙ୍କ ପକ୍ଷରୁ ତାଙ୍କୁ ୧୦ ବର୍ଷ ଲାଗି ଏହି ଭିଜା ପ୍ରଦାନ କରାଯାଇଛି। ଗୋଲଡେନ୍ ଭିଜା ପାଇଥିବା ବ୍ୟକ୍ତି କୌଣସି...
Archives


