ରାଜ୍ୟ

ବଜେଟକୁ ନେଇ ଆଶା, ଆଶଙ୍କା

ଭୁବନେଶ୍ୱର, ୩୧।୧ (ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ସଂସଦରେ ବଜେଟ ଉପସ୍ଥାପନ କରିବେ। ମହାମାରୀ କରୋନା ପାଇଁ ସମଗ୍ର ଦେଶ ଏବେ ସଙ୍କଟ ସ୍ଥିତିରେ ଗତି କରୁଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି, ବେକାରି, ଛଟେଇ,…

ଫ୍ୟାଶନ୍‌ ମଡେଲିଂରୁ ସରପଞ୍ଚ ପ୍ରାର୍ଥୀ

ବଲାଙ୍ଗୀର ଅଫିସ,୩୧ା୧: ଚଳିତ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚୂଡାପାଲି ଗ୍ରାମ ପଞ୍ଚାୟତ ଭିନ୍ନ ଏକ ଦିଗରୁ ଚର୍ଚ୍ଚାର ପରିସରକୁ ଆସିଛି। ଏହି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଫ୍ୟାଶନ୍‌ ମଡେଲ ଦୁନିଆର…

ଜିଅନ୍ତା ମାଛ ଧରି ସରପଞ୍ଚ ପ୍ରାର୍ଥିନୀଙ୍କ ପ୍ରଚାର

ନବରଙ୍ଗପୁର,୩୧ା୧(ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୪ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭଗବତୀ ଭତରା(ମାଛଚିହ୍ନ), ହରପ୍ରିୟା ନାୟକ(ସୂର୍ଯ୍ୟ), ଲକ୍ଷ୍ମୀ ଜାନୀ(ଖୋଲାଛତା) ଓ ପୂର୍ଣ୍ଣିମା ଜାନୀ (ବହି) ଚିହ୍ନରେ ପ୍ରଚାର ଚଳାଇଛନ୍ତି। ପଞ୍ଚାୟତରେ ୬…

ଅବକାରୀ ବିଭାଗର ସ୍ପେଶାଲ ଡ୍ରାଇଭ: ୨୮ ଦିନରେ ୩୧୪୩ ମାମଲା

କଟକ ଅଫିସ, ୩୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ ଓ ନିଶାମୁକ୍ତ କରିବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ରବିବାର କଟକ ସିଡିଏ ସେକ୍ଟର-୨ସ୍ଥିତ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅବକାରୀ ବିଭାଗ ଡେପୁଟି…

ଆଚରଣ ବିଧି ଉଲ୍ଲଂଘନ, ପିଇଓ ନିଲମ୍ବିତ

ବରଗଡ଼ ଅଫିସ୍‌,୩୧।୧: ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ରାଜନୈତିକ ଉଷ୍ମତା ବଢ଼ି ଚାଲିଛି। ଏଭଳି ସମୟରେ ବରଗଡ଼ ବ୍ଲକ ଖଣ୍ଡହଥା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଗୋଲାପ ନାଏକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ଜିଲାପାଳ…

ବସି ପାରିଲାନି ବୈଠକ, ସନ୍ଦେହରେ ପ୍ରସଙ୍ଗ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପାର୍ଲାମେଣ୍ଟର ବଜେଟ୍‌ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏଥର କେନ୍ଦ୍ର ସରକାର ବଜେଟ୍‌ରେ କେଉଁସବୁ ଦିଗ ଉପରେ ଗୁରୁତ୍ୱ ଦେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ମୁଖ୍ୟତଃ ତ୍ତତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ଉତ୍ତରାଖଣ୍ଡ ଓ ମଣିପୁରରେ ନିର୍ବାଚନ ହେବାକୁ…

ହାଟରୁ ଫେରିଲା ବେଳେ ମହିଳାଙ୍କୁ ବଳାତ୍କାର

ଯୋଡ଼ା,୩୦।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଝାଡ଼ଖଣ୍ଡ ସୀମାନ୍ତରେ ହାଟରୁ ଫେରୁଥିବା ସମୟରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି। ଏହି ଘଟଣାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ସୁଧୀର…

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ ଆସନରେ…

ଫେବୃୟାରୀ ୩ରୁ ପୁଣି ବର୍ଷା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା। ଫେବୃୟାରୀ ୩ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ବୋଲିି ପାଣିପାଗ ବିଭାଗ ଆକଳନ କରିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହି ଟୁଇଟ୍‌ରେ…

‘ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟରେ କରୋନାର ଭଲ ସ୍ଥିତି ରହିବ’

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। କିଛି ଦିନ ରାଜ୍ୟରେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ରାଜ୍ୟରେ କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର…

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଆଜି ସାରା ଦେଶ ବାପୁଙ୍କୁ ମନେ ପକାଉଛି। ସର୍ବଦା ସତ୍ୟ ଓ ଅହିଂସାର ମାର୍ଗ ଆପଣାଉଥିବା ବାପୁଙ୍କୁ ସମସ୍ତେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ବାପୁଙ୍କ ଅନେକ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ…

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri