ରାଜ୍ୟ

ଯାତ୍ରୀ ନାହାନ୍ତି, ତେଲ, ଡ୍ରାଇଭର ଖର୍ଚ୍ଚ ତୁଲାଇବୁ କେମିତି

କୁଚିଣ୍ଡା,୨ା୭: ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଗୁରୁବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହୋଇଛି ବସ୍‌ ସେବା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକେ ବସ୍‌ରେ ଚଢିବାକୁ ଭୟ କରୁଛନ୍ତି। ତେଣୁ ବିନା ଯାତ୍ରୀରେ ଖାଲି ଗଡୁଛି ବସ୍‌।...

ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ...

୪ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ବର,୨।୭: ରାଜ୍ୟରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମଧରଣର ବର୍ଷା ଗୁରୁବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ। ଆସନ୍ତା...

୭୦ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ ଅସନ୍ତୁଷ୍ଟ

ଭୁବନେଶ୍ବର,୨।୭: ମାର୍କକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶୁକ୍ରବାର ପୁଣି ମାଟ୍ରିକ ପରୀକ୍ଷା ଦେବାକୁ ଅନୁରୋଧ କରିଛନ୍ତି । ୧୫ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ...

ଶର୍ଟସର୍କିଟରୁ ଜଳିଗଲା ୨୧ ବଖରା

ଖଲ୍ଲିକୋଟ,୨ା୭: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ନାଇକାଣିପଲି ଗ୍ରାମରେ ଶୁକ୍ରବାର ଶର୍ଟସର୍କିଟରୁ ନିଆଁ ଲାଗି ୧୨ ପରିବାରର ୨୧ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ନାଇକାଣିପଲି ଗ୍ରାମ ମଝି ସାହିରେ ରହୁଥିବା ମଞ୍ଜୁ ଖୁଣ୍ଟିଆ, ରାଜନ ଖୁଣ୍ଟିଆ, ଲକ୍ଷ୍ମଣ ଗୌଡ଼, ଛାୟା...

ଓଡ଼ିଶାରେ ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର,୨।୭: ରାଜ୍ୟରେ ଶୁକ୍ରବାର ୯ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଏହି ଟିକା ସମସ୍ତ ଜିଲାକୁ ପଠାଯିବ । ଗୁରୁବାର ୧ଲକ୍ଷ କୋଭିସଲ୍ଡ ଟିକା...

ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୨।୭: ଭୁବନେଶ୍ୱର ସାମପୁର ଓ୍ବାର୍ଡ ନମ୍ବର-୨୩ ସ୍ଥିତ ଜିମଖାନା ପାମ୍‌ ହାଇଟ୍‌ ଆପାର୍ଟମେଣ୍ଟର ବ୍ଲକ ‘ଇ’କୁ ସିଲ କରିଛି ବିଏମ୍‌ସି। ଉକ୍ତ ବ୍ଳକରୁ ଏକାଧିକ କୋଭିଡ୍‌ ପଜିଟିଭ ଚିହ୍ନଟ ହେବା ପରେ ଶୁକ୍ରବାର ବିଏମ୍‌ସି ପକ୍ଷରୁ ଆପାର୍ଟମେଣ୍ଟକୁ ସିଲ୍‌ କରାଯାଇ...

ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର

ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ...

୭୦% ସିଲାବସ୍‌ରୁ ହେବ ମାଟ୍ରିକ୍‌ ଅଫଲାଇନ୍‌ ପରୀକ୍ଷା, ଅସନ୍ତୁଷ୍ଟମାନେ ଦେଇପାରିବେ: ମନ୍ତ୍ରୀ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ୩୦ ତାରିଖରୁ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା। ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ଅଫଲାଇନ୍‌ ପରୀକ୍ଷା ଦେଇପାରିବେ। ଏଥିପାଇଁ ଜୁଲାଇ ୫ରୁ ୧୪ ମଧ୍ୟରେ ଫର୍ମ ଫିଲ୍‌ଅପ୍‌ ହେବ। ଜୁଲାଇ ୩୦ରୁ ଅଗଷ୍ଟ ୫ ମଧ୍ୟରେ ପରୀକ୍ଷା ପାଇଁ...

ଭୁବନେଶ୍ୱରରେ ୧୦୦ ଟପିଲା ପେଟ୍ରୋଲ ଦର

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ୧୦୦ ଟପିଛି ପେଟ୍ରୋଲ ଦର। ତେବେ ଡିଜେଲ ଦର ବଢ଼ି ନ ଥିବା ଜଣାପଡ଼ିଛି। ପେଟ୍ରୋଲ ଲିଟର ପିଛା ୧୦୦.୦୧ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୭.୨୫ ଟଙ୍କା ରହିଛି।...

ବିପଦରେ ବିରଳ ପ୍ରଜାତିର ହର୍ଲି କଙ୍କଡ଼ା

ମହାକାଳପଡ଼ା,୨।୭(ଡି.ଏନ୍‌.ଏ.): ଜୈବ ବିବିଧତା ଓ ମୃତ୍ତିକା ଉର୍ବରତା ସହ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବିରଳ ପ୍ରଜାତିର ସାମୁଦ୍ରିକ ହର୍ଲି କଙ୍କଡ଼ାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଏହି ବିରଳ ହର୍ଲି କଙ୍କଡ଼ା ସମୁଦ୍ର କୂଳିଆ ବାଲିଆ ଦୋରସା ପଟୁ ମାଟିରେ...

୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri