ରାଜ୍ୟ

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଆଜି ସାରା ଦେଶ ବାପୁଙ୍କୁ ମନେ ପକାଉଛି। ସର୍ବଦା ସତ୍ୟ ଓ ଅହିଂସାର ମାର୍ଗ ଆପଣାଉଥିବା ବାପୁଙ୍କୁ ସମସ୍ତେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ବାପୁଙ୍କ ଅନେକ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ…

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

କିଚେନ ଗାର୍ଡେନ ନାଁରେ ଅର୍ଥ ଆତ୍ମସାତ୍‌

ଭଦ୍ରକ ଅଫିସ,୩୦ା୧: ଭଦ୍ରକ ଜିଲାରେ କିଚେନ ଗାର୍ଡେନ ପ୍ରତିଷ୍ଠା ନାଁରେ ୭୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହେଉଛି। ଗାର୍ଡେନ ପ୍ରତିଷ୍ଠା ନ କରି କିମ୍ବା ନାଁକୁ ମାତ୍ର ଗାର୍ଡେନ କରି ଅନୁଦାନ ଟଙ୍କା ଆତ୍ମସାତ୍‌ କରାଯାଇଛି। ଜିଲାରେ…

ଇକଡାରେ ନିର୍ମାଣ ହେଲା ବାଉଁଶପୋଲ

ଜଳେଶ୍ୱର, ୩୦ା୧(ଡି.ଏନ.ଏ.) ଘରୁ ପଦାକୁ ଗୋଡ଼ କାଢ଼ିଲେ ପାରି ହେବାକୁ ପଡ଼େ ଏକ ଲମ୍ବା ନାଳ। ଦୈନନ୍ଦିନ ବିଲକାମ, ସ୍କୁଲ, ଅଙ୍ଗନୱାଡ଼ି, ବଜାରକୁ ଗଲେ ଏହି ନାଳ ପାରି ହେବାକୁ ପଡ଼େ। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖାଲିନା ପଞ୍ଚାୟତ ଇକଡ଼ା…

ରାଜ୍ୟରେ ଚିହ୍ନଟ ହେଲେ ୪୮୪୩ ଆକ୍ରାନ୍ତ, ଅଛନ୍ତି ୬୬୩ ପିଲା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮୧୫ କ୍ୱାରାଣ୍ଟାଇନରୁ ଥିବା ବେଳେ ୨୦୨୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୬୬୩ ପିଲା ରହିଛନ୍ତି। ଏନେଇ ରାଜ୍ୟ ସୂଚନା…

ଆଉ ୨ ଦିନ ଥଣ୍ଡା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପାରଦ ତଳମୁହାଁ ହୋଇଛି। ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟର କେତେକ ସ୍ଥାନରେ ଶୀତ ଲହରି ଆରମ୍ଭ ହୋଇଛି। ଆହୁରି ୨ ଦିନ ଏଭଳି ଥଣ୍ଡା ଅନୁଭୂତ ହେବ ବୋଲି…

ରାସ୍ତା, ପାଣି, ଅଙ୍ଗନଓ୍ବାଡି ଗୃହ ଦିଅ; ଭୋଟ ନିଅ

ଆର. ଉଦୟଗିରି,୩୦ା୧(ଡି.ଏନ୍‌.ଏ.): ଗଜପତି ଜିଲାର ବିକାଶ କେବଳ କାଗଜ କଲମରେ ହିଁ ପ୍ରଚାର ପ୍ରସାରରେ ଅଟକି ରହିଛି। ଭାରତ ସ୍ବାଧୀନ ହେବାର ଦୀର୍ଘବର୍ଷ ବିତିଲାଣି ହେଲେ ଏଥି ମଧ୍ୟରେ ଅନେକ ନେତା ମନ୍ତ୍ରୀଙ୍କୁ ଅଭିଯୋଗ ଦେଇ ଦେଇ ଜନତା ଥକି ଗଲେଣି…

ମାଟି ତଳୁ ମିଳିଲା ଲୌହ ସ୍ତମ୍ଭ

କଟକ ଅଫିସ,୩୦ା୧: କଟକ ଯୋବ୍ରାସ୍ଥିତ ନୌବାଣିଜ୍ୟ ସଂଗ୍ରହାଳୟ ପଛପାର୍ଶ୍ୱ ଶନିବାର ଖନନ ସମୟରେ ମାଟି ତଳୁ ମିଳିଛି ବିରାଟ ଲୌହ ସ୍ତମ୍ଭ। ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି ।…

ସଚେତନତା ଅଭାବରୁ ବଢୁଛି ରୋଗ

ଭୁବନେଶ୍ୱର, ୩୦।୧(ବ୍ୟୁରୋ): ୨୦୦୫ରେ କୁଷ୍ଠମୁକ୍ତ ଭାରତ ଘୋଷଣା ହୋଇଥିଲା। କିନ୍ତୁ ଏବେବି ଦେଶର ବିଭିନ୍ନ ସ୍ଥାନରେ କୁଷ୍ଠ ରୋଗୀ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ବିଶ୍ୱରେ ଯେତିକି ନୂଆ କୁଷ୍ଠ ରୋଗୀ ଚିହ୍ନଟ ହେଉଛନ୍ତି ସେମାନଙ୍କ ମଧ୍ୟରୁ ପ୍ରାୟ ୬୦% ଭାରତରେ ରହିଛନ୍ତି।…

ଅସନ୍ତୁଷ୍ଟ କର୍ମୀ, ନେତାଙ୍କ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର ଅଫିସ, ୩୦ା୧: ଜଗତ୍‌ସିଂହପୁର ଜିଲା ପରିଷଦର ୩ନଂ.ଜୋନ୍‌ରେ ସଭ୍ୟ ପଦ ପାଇଁ ବିଜେଡି, କଂଗ୍ରେସ, ଭାଜପା ଓ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇଥିବାବେଳେ ସେଠାରେ ବିଶେଷକରି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଆଲୋଚନା ହେଉଛି। ନିର୍ବାଚନରେ କଂଗ୍ରେସ ଓ ଭାଜପା…

ତୃଣମୂଳସ୍ତର ସ୍ଥିତି ପରଖୁଛନ୍ତି ନେତା, ଜୋର୍‌ଦାର୍‌ ହେବ ଲଢ଼େଇ

କେନ୍ଦ୍ରାପଡ଼ା ଅଫିସ, ୩୦।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଚାର ଆରମ୍ଭ ହୋଇଛି। ପ୍ରତି ଗ୍ରାମରେ ଭୋଜିଭାତ ଚାଲିଛି। ସମର୍ଥିତ ପ୍ରାର୍ଥୀଙ୍କ ସହ ରାଜନେତାମାନେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇ ତୃଣମୂଳସ୍ତରର ସ୍ଥିତି ପରଖୁଛନ୍ତି। ଆଞ୍ଚଳିକ ସମସ୍ୟା ସହ ଦଳୀୟ…

ବିରୋଧୀଙ୍କ ପାଇଁ ସୁଯୋଗ ଆଣିପାରେ ଦୁର୍ନୀତି; ଭୋଟରଙ୍କ ମତ ବଦଳୁଛି

ଯାଜପୁର ଅଫିସ,୩୦।୧: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ମାତ୍ର ୩ ସପ୍ତାହ ବାକି ଅଛି। ଏହି ପରିପ୍ରେକ୍ଷୀରେ ବିଞ୍ଝାରପୁର ବ୍ଲକରେ ରାଜନୈତିକ ତପତ୍ରତା ସରଗରମ ହୋଇଛି। ବ୍ଲକର ୨୫, ୨୬, ୨୭ ଓ ୨୮ ନମ୍ବର ଜିଲାପରିଷଦ ଜୋନ୍‌ରେ ଦଳୀୟ ପ୍ରାର୍ଥୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri