ରାଜ୍ୟ

ଭୁବନେଶ୍ୱର, ବ୍ରହ୍ମପୁରରେ ମହିଳା, କଟକ ଅଣସଂରକ୍ଷିତ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପୌର ନିର୍ବାଚନ କରାଇବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ତାଲିକା ଚୂଡ଼ାନ୍ତ ହୋଇଛି। ଏନେଇ ଗୃହ ଓ ନଗର ଉନ୍ନୟନ…

ଗଠନ ହେବ ଫ୍ଲାଏ ଆଶ୍‌ ମିଶନ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଓଡ଼ିଶାରେ କିଛିବର୍ଷ ହେଲା ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ଉତ୍ପାଦନ ବୃଦ୍ଧିପାଇଛି। ଶିଳ୍ପାଞ୍ଚଳରୁ ବାହାରୁଥିବା ଫ୍ଲାଏ ଆଶ୍‌ ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରୁଛି। ଶିଳ୍ପାୟନ ବଢୁଥିବାରୁ ଏହା ଭୂପୃଷ୍ଠ, ଜଳ ଓ ବାୟୁ ପ୍ରଦୂଷଣର କାରଣ ସାଜିଛି।…

ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ରହିଛି ଏସବୁ ସୁବିଧା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଓସେପା ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀରେ ଅଧ୍ୟୟନ କରୁଥିବା ଭିନ୍ନକ୍ଷମ ପ୍ରାର୍ଥୀଙ୍କ…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମୈଦାନରେ ବିଧାୟକ

କୋକସରା,୨୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଛାମୁଆ ନେତା ଭୋଟରଙ୍କ ଦୁଆର ମୁହଁରେ ମନାଇବାରେ ବ୍ୟସ୍ତ। ଯେତେ ରାଗ, ରୁଷା, ମାନ, ଅଭିମାନ, ଅଭିଯୋଗ ଥିଲେ ମଧ୍ୟ ଆଗକୁ ନିର୍ଭର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦,୨୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୦,୨୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ୧୧, ୮୪,୧୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଜି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ ପୂରିନି।…

ଆଗ୍ରାରେ ଅଛନ୍ତି ଉତ୍ତମ ପଣ୍ଡା; ଫେରିବା ପରେ ଜଣାପଡ଼ିବ ସତ

ବାଲେଶ୍ୱର ଅଫିସ,୨୯।୧: ଚିଠି ଲେଖି ଘର ଛାଡ଼ି ପଳାଇଥିବା ଉତ୍ତମ କୁମାର ପଣ୍ଡା ଫେରିବେ। ତାଙ୍କୁ ନୂଆଦିଲ୍ଲୀ ପୋଲିସ ଉତ୍ତରପ୍ରଦେଶର ଆଗ୍ରା ସହରରୁ ଉଦ୍ଧାର କରିଛି। ଏନେଇ ଜଣାପଡ଼ିବା ପରେ ତାଙ୍କ ଶ୍ୱଶୁର ଏବଂ ଜଣେ ସମ୍ପର୍କୀୟ ଭାଇ ଆଗ୍ରା ଯାଇଛନ୍ତି।…

ନିର୍ବାଚନ ପୂର୍ବରୁ ଆଖି ବୁଜିଲେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ

କେନ୍ଦୁଝର,୨୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକର ୮ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅନାଦି ଚରଣ ସିଂଙ୍କ ଶନିବାର ଆକସ୍ମିକ ମୃତ୍ୟୁ ହୋଇଛି। ଆଜି ସକାଳେ ସେ ଘରେ ଥିବା ସମୟରେ ଅସୁସ୍ଥ ଅନୁଭବ କରିବାରୁ ପ୍ରଥମେ ଘଟଗାଁ…

୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ପଡ଼ୋଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଅକ୍ଷୟ ପରିଡ଼ା(୨୮)। ଏନେଇ ପୋଲିସ…

ଏବର୍ଷ ବନ୍ଦ ହୋଇପାରେ ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହାଁ। କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା…

‘ଏବେବି ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ’

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ସହ ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ ରହିଛି। କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଏହା ଜଣାପଡିଛି। ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍‌ଟା ରହିଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।…

ଭାଜପା ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ବାଇକ୍‌ରେ ଉଠାଇନେଇ ସାଙ୍ଘାତିକ ମାଡ଼

ଗଞ୍ଜାମ,୨୯।୧(ଡି.ଏନ୍‌.ଏ.): ଆଉ ମାତ୍ର କେଇଟା ଦିନପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ନିର୍ବାଚନ ପୂର୍ବରୁ ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ରମ୍ଭା ଅଞ୍ଚଳରେ ରାଜନୈତିକ ହିଂସା ଘଟିଥିବା ଜଣାପଡିଛି। ଜଣେ ଭାଜପା ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ସାଙ୍ଘାତିକ ମାଡ଼ ମରାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri