ସ୍ତ୍ରୀ ହତ୍ୟା ଅଭିଯୋଗରେ ଡାକ୍ତର ଗିରଫ
ଗୋପାଳପୁର,୩।୭: ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶନିବାର କେଲୁଆପୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଛତ୍ରପୁର ନିକଟସ୍ଥ ମାଧପୁରା ଗ୍ରାମର ଏମ୍.ସତ୍ୟଜିତ ସୁବୁଦ୍ଧି(୩୩)। ୨୦୧୭ ଜାନୁୟାରୀରେ ଜି.ଉଦୟଗିରିର ଏସ୍.ଦେବସ୍ମିତା...
ଗର୍ଭବତୀଙ୍କୁ ଟିକା ଏବେ ନୁହେଁ
ଭୁବନେଶ୍ୱର,୩।୭: ରାଜ୍ୟର ଗର୍ଭବତୀ ମହିଳାଙ୍କୁ ବର୍ତ୍ତମାନ କରୋନା ଟିକା ଦିଆଯିବ ନାହିଁ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାପାଳ, ମ୍ୟୁନିସିପାଲ କମିସନର ଏବଂ ସିଡିଏମ୍ଓଙ୍କୁ ଚିଠି କରାଯାଇଛି। ଚିଠିରେ ଦର୍ଶାଯାଇଛି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଖୁବଶୀଘ୍ର ଗର୍ଭବତୀ...
୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ...
ଏସବୁ ଜିଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କଟକ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର...
ଏଥର ଛାତ ଉପରୁ ବି ଦେଖି ପାରିବେନି ଜଗାକୁ
ପୁରୀ ଅଫିସ, ୩।୭: ଏଥର ଛାତ ଉପରୁ ଥାଇ କେହି ରଥଯାତ୍ରା ଦେଖି ପାରିବେ ନାହିଁ। ଶନିବାର ପୁରୀ ଜିଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଯାତ୍ରା ପାଇଁ ପୂରା ପୁରୀ ସହରରେ ୧୪୪...
ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା
ଭବାନୀପାଟଣା,୩।୭(ଡି.ଏନ୍.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍ଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ର ରଫାଦଫା କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା...
ରଥଯାତ୍ରା ଦେଖିପାରିବେନି ଶ୍ରଦ୍ଧାଳୁ!
ଭୁବନେଶ୍ୱର,୩।୭(ବ୍ୟୁରୋ): ଚଳିତ ଥର ମଧ୍ୟ କରୋନା କଟକଣାରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥିର ବି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଘରେ ରହି ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିବେ ଶ୍ରଦ୍ଧାଳୁ। କିଛି ଏଭଳି ନିଷ୍ପତ୍ତି ନେଇଛନ୍ତି ପୁରୀ ଜିଲାପାଳ। ଚଳିତ...
ବ୍ଲାକ୍ଫଙ୍ଗସ୍ ରୋଗୀ ସାଇବର ଠକେଇର ଶିକାର
ଭୁବନେଶ୍ୱର,୩ା୭ (ବ୍ୟୁରୋ): ଅନ୍ଲାଇନରେ ଇଞ୍ଜେକ୍ସନ ଅର୍ଡର ଦେଇ ଠକେଇର ଶିକାର ହୋଇଛନ୍ତି ଜଣେ ବ୍ଲାକ୍ ଫଙ୍ଗସ୍ ରୋଗୀ। ଇଞ୍ଜେକ୍ସନ ଦେବା ନଁାରେ ତାଙ୍କଠାରୁ ୪୮ହଜାର ଟଙ୍କା ଲୁଟିନେଇଛନ୍ତି ସାଇବର ଠକ। ବ୍ଲାକ୍ଫଙ୍ଗସ୍ ଚିକିତ୍ସାରେ ଆବଶ୍ୟକ ଇଞ୍ଜେକ୍ସନ ଅଭାବ ଦେଖା ଦେଇଥିବାବେଳେ...
୭,୫୦୦ କର୍ମଚାରୀଙ୍କୁ ଛଟେଇ କରିଛି ଟାଟା ପାଓ୍ବାର: କଂଗ୍ରେସ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଲୋକେ ମହମାରୀ କରୋନା ସହ ସଂଘର୍ଷ କରୁଥିବା ବେଳେ ୭,୫୦୦ ବିଦ୍ୟୁତ୍ କର୍ମଚାରୀଙ୍କୁ ଟାଟା ପାୱାର ଛଟେଇ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କା କହିଛନ୍ତି। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର...
ଜୁଲାଇ ୧୦ ସୁଦ୍ଧା ୧୨,୦୦୦ ପ୍ରକଳ୍ପ ଲକ୍ଷ୍ୟ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ‘ମୁକ୍ତା’ ଯୋଜନାରେ ରାଜ୍ୟର ସମସ୍ତ ୧୧୪ ସହରାଞ୍ଚଳରେ ବର୍ଷା ଜଳ ଅମଳ ବ୍ୟବସ୍ଥା (ଆର୍ଡବ୍ଲ୍ୟୁଏଚ୍ଏସ୍) ଲାଗି ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଅଭିଯାନ। ସହରାଞ୍ଚଳଗୁଡ଼ିକରେ ହ୍ରାସ ପାଉଥିବା ଜଳସ୍ତର ସମସ୍ୟାର ସମାଧାନ...
୫ରୁ ସ୍ବତନ୍ତ୍ର ଭାବେ ପ୍ରଥମ ଡୋଜ୍ ଟିକାକରଣ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଟିକା ନେବାରୁ ବାଦ୍ ପଡିଥିବା ହିତାଧିକାରୀଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ଭାବେ ଟିକାକରଣ ହେବାକୁ ଯାଉଛି। ଆସନ୍ତା ୫ରୁ ୧୦ତାରିଖ ପର୍ଯ୍ୟନ୍ତ ସହରର ୧୫ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣ କରାଯିବ। ଏଥିରେ ୧୮ରୁ ୪୪ ଓ ୪୫ରୁ...
ଭିଏସ୍ଏସ୍ ନଗର ମାର୍କେଟ, ଏକାମ୍ରକାନନ ପାର୍କ ସିଲ୍
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଲକ୍ଡାଉନ୍ କଟକଣା କୋହଳ ହେବା ପରେ ଦିନକୁ ଦିନ ବେପରୁଆ ହୋଇ ପଡୁଛନ୍ତି ରାଜଧାନୀବାସୀ। ହାଟ, ବଜାରରେ ଭିଡ଼ କରୁଛନ୍ତି। ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଏନ୍ଫୋର୍ସମେଣ୍ଟ ଟିମ୍ ଓ ପୋଲିସ ପକ୍ଷରୁ ମିଳିତ ଭାବେ...
Archives


