ଅଧିକାରୀ ନାହାନ୍ତି, କାର୍ଯ୍ୟ ବାଧାପ୍ରାପ୍ତ
କୁଜଙ୍ଗ, ୨୯ା୧ (ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ ଆବଶ୍ୟକ ଅନୁସାରେ ଅଧିକାରୀ ନ ଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାମ ଠିକ୍ ସମୟରେ ହୋଇପାରୁନାହିଁ। ଏନେଇ ଆଇନଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। କୁଜଙ୍ଗ ତହସିଲ ଏକ ଗୁରୁତ୍ୱପୂର୍ଣ୍ଣ ତହସିଲ…
୨ନଂ. ଜୋନ୍ରେ ତ୍ରିମୁଖୀ ଲଢ଼େଇ
ଜଗତ୍ସିଂହପୁର ଅଫିସ, ୨୯ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜଗତ୍ସିଂହପୁର ଜିଲାର ବିଭିନ୍ନ ଗଁା ଗହଳିରେ ପ୍ରଚାର ଆରମ୍ଭ ହୋଇଗଲାଣି। ପ୍ରାର୍ଥୀମାନେ ଘରକୁ ଘର ବୁଲି ଭୋଟ ଭିକ୍ଷା କଲେଣି। କୋଭିଡ୍ କଟକଣାକୁ ବେଖାତିର କରି କର୍ମୀ ସମ୍ମିଳନୀ ଓ ଭୋଜିର…
ବରଯାତ୍ରୀ ବେଶରେ ଆସି ୨ ଲକ୍ଷ ଟଙ୍କାର ଗହଣା ଚୋରି
ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜଧାନୀରେ ଲୁଟେରା ଓ ଚୋରଙ୍କ ଉତ୍ପାତ ବଢ଼ି ଚାଲିଥିବାବେଳେ ନୂଆ ନୂଆ ପନ୍ଥା ଆପଣାଇ ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି। କେତେବେଳେ ଗ୍ରାହକ ବେଶରେ ତ ଆଉ କେତେ ବେଳେ ଅତିଥି ବେଶରେ ଆସି ଲୁଟ୍ପାଟ କରୁଛନ୍ତି। ୨ଜଣ ଚୋର…
ଓବିସି ସଂରକ୍ଷଣ ନେଇ ରାଜ୍ୟପାଳଙ୍କୁ ଫେରାଦ
ଭୁବନେଶ୍ୱର, ୨୯।୧(ବ୍ୟୁରୋ): ବେକାରୀ ସମସ୍ୟା, ଓବିସି ସଂରକ୍ଷଣ ଓ ଜାତି ଜନଗଣନାକୁ ନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ଜଣିଆ ପ୍ରତିନିଧି ଦଳ…
୯୯% ଲକ୍ଷ୍ୟ, ୭୧%ଙ୍କୁ ମିଳିଛି ନିଯୁକ୍ତି
ସମ୍ବଲପୁର,୨୯।୧(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ଶେଷ ହୋଇନାହିଁ, ହେଲେ ଶେଷ ବର୍ଷର ୭୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କମ୍ପାନୀ ପକ୍ଷରୁ ନିଯୁକ୍ତ ଦେବାକୁ ଅଫର ଦିଆସରିଛି। ସମ୍ବଲପୁର ଭିସୁଟ୍ ପକ୍ଷରୁ ୯୯ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ସୁଯୋଗ ଦେବାର ଲକ୍ଷ୍ୟ ରହିଛି ବୋଲି…
ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ
ବରଗଡ଼ ଅଫିସ୍,୨୯।୧: ପଞ୍ଚାୟତ ଭୋଟ୍କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି। ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି…
ବ୍ୟାପକ ହେଉନି ଟେଲିମେଡିସିନ ସେବା
ଭୁବନେଶ୍ୱର, ୨୯ା୧(ବ୍ୟୁରୋ): କରୋନାର ତୃତୀୟ ଲହର ଓ ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ପାଇଁ ରାଜ୍ୟରେ ସଂକ୍ରମଣ ହଠାତ୍ ବଢ଼ିଯାଇଥିଲା। ସ୍ଥିତି ଏପରି ହେଲା ଯେ ହସ୍ପିଟାଲଗୁଡ଼ିକରେ ମଧ୍ୟ ସଂକ୍ରମଣ ବ୍ୟାପି ଗଲା। ଡାକ୍ତର, ନର୍ସ, କର୍ମଚାରୀ ଆକ୍ରାନ୍ତ ହେବାରୁ ଏବେ ରାଜ୍ୟର…
ଧରାପଡ଼ିଲା ନକଲି ଏମ୍ଭିଆଇ ଟିମ୍: ୪ ଗିରଫ
ବାଲିକୁଦା,୨୯ା୧(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ କଟକ-ମାଛଗଁା ମୁଖ୍ୟରାସ୍ତାରେ ଏମ୍ଭିଆଇ(ମୋଟର ଭେହିକିଲ ଇନ୍ସପେକ୍ଟର) ଟିମ୍ ସାଜି ଗାଡି ଚାଳକଙ୍କୁ ଲୁଟ୍ କରୁଥିବା ଏକ ନକଲି ଏମ୍ଭିଆଇ ଟିମ୍ ଶୁକ୍ରବାର ପୋଲିସ ହାତରେ ଧରାପଡ଼ିଛି। ଏହି ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ ଗିରଫ…
ସପ୍ତମ ବେତନ କମିଶନ ଦରମାରେ ପାତରଅନ୍ତର
ଭୁବନେଶ୍ୱର,୨୯ା୧(ବ୍ୟୁରୋ): ବହୁ ବିଳମ୍ବରେ ରାଜ୍ୟ ସରକାର ୬୬୨ ଏବଂ ୪୮୮ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ଦେବାକୁ ନିଷ୍ପତ୍ତି ନେଲେ। ୨୦୨୧ ଡିସେମ୍ବର ୩୧ ତାରିଖରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହାକୁ…
ଶ୍ରୀଜଗନ୍ନାଥ, ସାହିଯାତକୁ ନେଇ ରାପ୍ ଭିଡିଓ ‘ପୁରୀ ଟୋକା’
ପୁରୀ ଅଫିସ, ୨୯ା୧: ଆଧୁନିକ ରାପ୍ ସଙ୍ଗୀତରେ ଶ୍ରୀଜଗନ୍ନାଥ ସଂସ୍କୃତିର ଛାପ ଦେଖିବାକୁ ମିଳିଛି। ଏଭଳି ଆକର୍ଷଣୀୟ ରାପ୍ ସଙ୍ଗୀତ ଗାଇ ଚର୍ଚ୍ଚାକୁ ଆସିଛନ୍ତି ରାପର ‘ବିଗ୍ଡିଲ୍’ ଭାବେ ପରିଚିତ ପୁରୀର ସମୀର ରିଷୁ ମହାନ୍ତି। ପୂର୍ବରୁ ସେ ଏକାଧିକ ରାପ୍…
ଆରମ୍ଭରୁ ୟୁରିଆ କଳାବଜାର
ବରଗଡ଼ ଅଫିସ୍,୨୯।୧: ବରଗଡ଼ ଜିଲାରେ ରବିଚାଷ କାର୍ଯ୍ୟ ଆରମ୍ଭ ହୋଇଛି। ଚାଷୀମାନେ ଧାନ ବୁଣାବୁଣି କରିସାରିଥିବା ବେଳେ ଅନେକ ସ୍ଥାନରେ ଧାନପହ୍ଲା ରୁଆ ଚାଲିଛି। ତେବେ ରବି ଫସଲ ଆରମ୍ଭରୁ ୟୁରିଆ ସାରକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏହି କ୍ରମରେ…
କେବିଏନ୍ ଗ୍ୟାଙ୍ଗ୍ ମୁଖ୍ୟ ବୁବୁ ଜେନା ଗିରଫ
ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜଧାନୀରେ ମାରଣାସ୍ତ୍ର ଧରି ଆତଙ୍କ ସୃଷ୍ଟି କରିବା ସହ ଏହାର ଭିଡିଓ ଭାରଇରାଲ କରି ଚର୍ଚ୍ଚାକୁ ଆସିଥିବା କେବିଏନ୍ (କୋଇ ଭି ନହିଁ) ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଶେଷରେ ଧରାପଡିଛନ୍ତି। ଶୁକ୍ରବାର ନୟାପଲ୍ଲୀ ଥାନା ପୋଲିସ ତାଙ୍କୁ ଖଣ୍ଡିଗିରି…
Archives


